-+91-9937148622 |

prerana_bgr@rediffmail.com |

  Tuesday 15th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା    (14-Sep-2026)       ||      ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ଲିଟିଲଫ୍ଲାୱାର ସ୍କୁଲର ବାର୍ଷିକୋତ୍ସବ ପାଳିତ

21-Dec-2025



 ଛାତ୍ରଛାତ୍ରୀଙ୍କ ପ୍ରଦର୍ଶିତ ପରିବେଶ ସଚେତନତାଧର୍ମି ଓ ଦେଶାତ୍ମବୋଧକ ଗୀତନୃତ୍ୟରେ ଝୁମିଲେ ଅଭିଭାବକ


ବଲାଙ୍ଗୀର,ବଲାଙ୍ଗୀର ଲିଟିଲଫ୍ଲାୱାର ସ୍କୁଲର ବାର୍ଷିକୋତ୍ସବ ପାଳିତ ହୋଇଯାଇଛି । ଲାଲଟିକ୍ରାସ୍ଥିତ ସ୍କୁଲକ୍ୟାମ୍ପରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟଅତିଥି ଭାବରେ ସମ୍ବଲପୁର ଉତ୍ତରାଞ୍ଚଳ ରାଜସ୍ୱଆୟୁକ୍ତ(ଆରଡିସି) ସଚିନରାମଚନ୍ଦ୍ର ଯାଦବ,ସମ୍ମାନୀତ ଅତିଥିଭାବରେ ବଲାଙ୍ଗୀର ଜିଲ୍ଲାପାଳ ଗୌରବଶିବାଜୀ ଇସଲୱାର,ଏସପି ଅଭିଲାଷ ଜୀ,ରେଭରେଣ୍ଟ ଜର୍ଜ ସୋରେନ,ଏସଆର ସେଲିନ,ସିଏ ନକୁଲ ଅଗ୍ରୱାଲ ଓ ମୁଖ୍ୟବକ୍ତା ଭାବରେ ପ୍ରଫେସର ଡ.ପ୍ରେମଚନ୍ଦ ମହାନ୍ତି ଯୋଗ ଦେଇଥିଲେ । ମୁଖ୍ୟଅତିଥି ବାର୍ଷିକୋତ୍ସବକୁ ପ୍ରଦୀପ ପ୍ରଜ୍ୱଳନ କରି ଆନୁଷ୍ଠାନିକ ଭାବରେ ଉଦଘାଟନ କରି ୩୩ବର୍ଷ ତଳେ ବଲାଙ୍ଗୀର ବୁଦ୍ଧିଜୀବୀ ଲିଟିଲଫ୍ଲାୱାର ସ୍କୁଲ ଖୋଲିବାର ନେଇଥିବା ଏକ ନିଷ୍ପତ୍ତି ବଲାଙ୍ଗୀରକୁ ସଫଳତା ଦେଉଛି । ଆଜି ବଲାଙ୍ଗୀରର ଛାତ୍ରଛାତ୍ରୀ ରାଜ୍ୟ ତଥା ଜାତୀୟସ୍ତରର ସଫଳ ବ୍ୟକ୍ତି ହୋଇପାରିଛନ୍ତି ବୋଲି ଶ୍ରୀ ଯାଦବ କହିଥିଲେ । ଠିକ ସେହିପରି ଜିଲ୍ଲାପାଳ ଶ୍ରୀ ଇସଲୱାର ତାଙ୍କ ବକ୍ତବ୍ୟରେ ସ୍କୁଲର ପରିଚାଳନା କମିଟି ତଥା ଶିକ୍ଷକ/ଶିକ୍ଷୟିତ୍ରୀଙ୍କ ପ୍ରୟାସକୁ ପ୍ରଶଂସା କରିଥିଲେ । ସ୍କୁଲର ଅଧ୍ୟକ୍ଷା ଏସଆର ଲୁସି ଏମପିଭି ଅତିଥିଙ୍କୁ ସ୍ୱାଗତ କରିବା ସହ ସ୍କୁଲର ବାର୍ଷିକ ବିବରଣୀ ପ୍ରଦାନ କରିଥିଲେ । ବିଗତଦିନରେ ସ୍କୁଲରେ ହୋଇଥିବା କାର୍ଯ୍ୟକ୍ରମ ତଥା ସ୍କୁଲର ଛାତ୍ରଛାତ୍ରୀଙ୍କ ବିଷୟରେ ତଥ୍ୟ ରଖିଥିଲେ । ଏହି ଅବସରରେ ସ୍କୁଲର ଟପ୍ପର ତଥା ବିଭିନ୍ନ କ୍ଷେତ୍ରରେ କୃତି ଛାତ୍ରଛାତ୍ରୀଙ୍କୁ ମେମେଣ୍ଟୋ ଦେଇ ସମ୍ବର୍ଦ୍ଧିତ କରାଯାଇଥିଲା । ସଭା ପ୍ରାରମ୍ଭରୁ ସ୍କୁଲର ଏନସିସି କ୍ୟାଡେଟଙ୍କ ପକ୍ଷରୁ ଏକ ପ୍ୟାରେଡ କରି ଅତିଥିଗଣଙ୍କୁ ସ୍ୱାଗତ କରାଯାଇଥିଲା । ସଭାପରେ ସ୍କୁଲର ଛାତ୍ରଛାତ୍ରୀଙ୍କ ଦ୍ୱାରା ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ଏଥିରେ ଦେଶାତ୍ମବୋଧକ,ସଚେତନତାଧର୍ମି ଗୀତରେ ଡ୍ୟାନ୍ସ,ପୁରୁଣା ଓ ଅଧୁନିକଗୀତରେ ରେଡର୍କଡ୍ୟାନ୍ସ ତଥା ଓଡିଶୀନୃତ୍ୟ ପ୍ରଦର୍ଶନ କରାଯାଇଥିଲା । ଛାତ୍ରଛାତ୍ରୀଙ୍କ ପ୍ରଦର୍ଶନ ଖୁବଉଚ୍ଚକୋଟିର ହୋଇଥିଲା ଓ ଅଭିଭାବକଙ୍କ ଦ୍ୱାରା ପ୍ରଶଂସିତ ହୋଇଥିଲା । ଏହି କାର୍ଯ୍ୟକ୍ରମର ସଫଳତାରେ ସ୍କୁଲର ସମସ୍ତ ଶିକ୍ଷକ/ଶିକ୍ଷତୟିତ୍ରୀ ଓ କର୍ମଚାରୀଗଣ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ରାଜ୍ୟ  
ଟିଟିଲାଗଡ ପ୍ରଭାବତୀ ପବ୍ଲିକ ସ୍କୁଲରେ ଗଣେଶ ପୂଜା   14-Sep-2026
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026

You Might Also Like