-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ରଜତ ଜୟନ୍ତୀ ସମାରୋହ ଉଦଯାପିତ, ଶିକ୍ଷା ଅଜ୍ଞାନତାର ଅନ୍ଧକାର ଦୂର କରେ : ବିଧାୟକ

22-Dec-2025



କଣ୍ଟାମାଳ(ଜୟକୁମାର ମହାରଣା): କଣ୍ଟାମାଳ ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ର ୨୫ବର୍ଷ ପୂର୍ତ୍ତି ଅବସରରେ ବିଦ୍ୟାଳୟ ପରିସରରେ ଆୟୋଜିତ ରଜତ ଜୟନ୍ତୀ ସମାରୋହ-୨୫ ରବିବାର ଉଦଯାପିତ ହୋଇଯାଇଛି  l  ଉଦଯାପନୀ ସଂନ୍ଧ୍ୟାରେ ରଜତ ଜୟନ୍ତୀ କମିଟି ସଭାପତି ଭବାନୀ ଶଙ୍କର ରାଉତ ଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦଯାପନୀ ସଭାରେ କଣ୍ଟାମାଳା ବିଧାୟକ କହ୍ନାଇ ଚରଣ ଡାଙ୍ଗ ମୁଖ୍ୟଅତିଥି, ଗୋଷ୍ଠି ଶିକ୍ଷା ଅଧିକାରୀ ବିନିକା ଲକ୍ଷ୍ମଣ ମିଶ୍ର ମୁଖ୍ୟବକ୍ତା ଓ ସମ୍ମାନିତ ଅତିଥିଭାବେ କଣ୍ଟାମାଳ ଥାନାଧିକାରୀ ରଞ୍ଜିତ କୁମାର ମୁନି ,

ସଂକୁଳ ପ୍ରମୁଖ ସନ୍ତୋଷ କୁମାର ବିଶି,ରାଷ୍ଟ୍ରୀୟ ସ୍ୱୟଂ ସେବକ ସଂଘ ର ଘନଶ୍ୟାମ ବାଘ ପ୍ରମୁଖ ଯୋଗଦେଇ ଯେଉଁ ଅଂଚଳର ଶିକ୍ଷା ଯେତେ ଉନ୍ନତ ସେ ଅଂଚଳ ସେତେ ବିକଶିତ ବୋଲି କହିଥିଲେ   l ଏହିଅବସରରେ ବିଦ୍ୟାଳୟ ର ଏକ ବୌଦ୍ଧିକ ମଣ୍ଡପ ଓ ମୁକ୍ତି ମଣ୍ଡପ ପାଇଁ ଆବଶ୍ୟକ ଅନୁଦାନ ଯୋଗାଇ ଦେବା ପାଇଁ ବିଧାୟକ ଶ୍ରୀ ଡାଙ୍ଗ ଘୋଷଣା କରିଥିଲେ  l  ପ୍ରଧାନାଚାର୍ଯ୍ୟ ମକଦମ ମହାରଣା ବାର୍ଷିକ ବିବରଣୀ ପାଠ କରିଥିଲେ l     ପୂର୍ବତନ ଗୁରୁଜୀ ଧରଣୀ ସେନ ସାହୁ ସଭାକାର୍ଯ୍ୟ ପରିଚାଳନା କରିଥିଲେ  l  ବିଦ୍ୟାଳୟ ପୂର୍ବତନ ସମ୍ପାଦକ ପ୍ରଫୁଲ୍ଲ ସାହୁ ଙ୍କୁ ପୂର୍ବାହ୍ନ ରେ ରଜତ ଜୟନ୍ତୀ କମିଟି ସଭାପତି ଭବାନୀ ଶଙ୍କର ରାଉତ ଅଧ୍ୟକ୍ଷତାରେ ଅନୁଷ୍ଠିତ ଦ୍ୱିତୀୟ ଦିବସ ସମ୍ବର୍ଦ୍ଧନା ସଭାରେ ବିଶିଷ୍ଟ ଶିଳ୍ପପତି ତଥା ସମାଜସେବୀ ରାମକିଷାନ ଅଗ୍ରୱାଲ ମୁଖ୍ୟଅତିଥି ଓ ଦତ୍ତlନନ୍ଦ ପଣ୍ଡା ମୁଖ୍ୟବକ୍ତା ଓ ସମ୍ମାନିତ ଅତିଥିଭାବେ ନବୀନ କୁମାର ବିଶି, ରମେଶ ପାଣିଗ୍ରାହୀ, ଜିଲ୍ଲା ପ୍ରମୁଖ କାର୍ତ୍ତିକେଶ୍ୱର ବେହେରା ଓ ସଂକୁଳ ପ୍ରମୁଖ କଣ୍ଟାମାଳ ସନ୍ତୋଷ କୁମାର ବିଶି ପ୍ରମୁଖ ଯୋଗଦେଇ ବିଦ୍ୟାଳୟ ପରିଚାଳନା ସମିତି ସଦସ୍ୟ/ସଦସ୍ୟା, ପୂର୍ବତନ ଗୁରୁଜୀ ଗୁରୁମା, ଓ ପୁରାତନ ଛାତ୍ର ଛାତ୍ରୀଙ୍କୁ ସମ୍ବର୍ଦ୍ଧନା ଜ୍ଞାପନ ଓ ମାନପତ୍ର ପ୍ରଦାନ କରାଯାଇଥିଲା l  ପରେ   ହାସ୍ୟ କଥାକାର ବରଗଡ଼ର ଶ୍ରୀ ଦେବେନ୍ଦ୍ର ସାହୁ ଓ ଭଟଲି ର ଶିଶିର ପୁରୋହିତଙ୍କ ହାସ୍ୟ କଥାରେ ସମସ୍ତେ

ମସଗୁଲ ହୋଇଥିଲେ  l  ପୂର୍ବାହ୍ନ ରେ ବିଜ୍ଞନସି ବାରିକଙ୍କ ଦ୍ୱାରା ଭଜନ କାର୍ଯ୍ୟକ୍ରମ ହୋଇଥିଲା  l  ସଂନ୍ଧ୍ୟାରେ ସମ୍ବଲପୁରୀ ନୃତ୍ୟ ମାଏଲା ଜଡ଼, ଓଡିଶୀ, ଆଧୁନିକ, ଦଣ୍ଡ ସମେତ ବିଭିନ୍ନ ରଙ୍ଗlରଙ୍ଗ ସାଂସ୍କୃତିକ ନୃତ୍ୟ ସଂଗୀତକୁ ଶୀତୁଆ ରାତିରେ ବିଳମ୍ବିତ ରାତି ପର୍ଯ୍ୟନ୍ତ ଉପଭୋଗ କରିଥିଲେ ଦର୍ଶକମାନେ  l  ଦୁଇଦିନ ଧରି ଚାଲିଥିବା ରଜତ ଜୟନ୍ତୀ ସମାରୋହ କୁ ବିଦ୍ୟାଳୟ ର ସମସ୍ତ ଗୁରୁଜୀ,ଗୁରୁମା, ରଜତ ଜୟନ୍ତୀ କମିଟି, ଓ ପୂର୍ବତନ ଛାତ୍ରଛାତ୍ରୀ ମାନେ କାର୍ଯ୍ୟକ୍ରମ ପରିଚାଳନା ରେ ସହଯୋଗ କରିଥିଲେ   l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like