-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ଆଗଲପୁର ରେ ରୌପ୍ୟ ଜୟନ୍ତୀ ମହୋତ୍ସବ ପାଳିତ

22-Dec-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ରୌପ୍ୟ ଜୟନ୍ତୀ ମହୋତ୍ସବ ମହାସମାରୋହରେ ଉଦଘାଟିତ ହୋଇ ଯାଇଛି । ଏହା ୨ ଦିନ ଧରି ଅନୁଷ୍ଠିତ ହେବ ବୋଲି ସରସ୍ଵତୀ ଶିଶୁ ମନ୍ଦିର ର କମିଟି ସୂତ୍ରରୁ ପ୍ରକାଶ । ପ୍ରଥମ ଦିନରେ ତଥା 25 ବର୍ଷ ପୂର୍ତ୍ତି ଅବସର ରେ ଦିବା ଅଧିବେଶନ ରେ ମୁଖ୍ୟ ଅତିଥି ଭାବେ ଆଗଲପୁର ତହସିଲ ଦାର୍ ନବୀନ କିଶୋର ପାଢ଼ୀ , ସମ୍ମାନିତ ଅତିଥି ଭାବେ ଆଗଲପୁର ବିଜ୍ଞାନ କଲେଜ ର ଅବସରପ୍ରାପ୍ତ ଅଧ୍ୟକ୍ଷ ଜୟନ୍ତ କୁମାର ସିଂହଦେଓ , ବ୍ଲକ ଅତିରିକ୍ତ ଶିକ୍ଷା ଅଧିକାରୀ ରଜନୀ କାନ୍ତ ସାହୁ , ବେଲାଲ ସିଂ ଭୋଇ , ପୂର୍ବତନ ଥାନା ଅଧିକାରୀ ବାସୁଦେବ ଭୋଇ, ମଂଚାସିନ ଅତିଥି ଭାବେ ଯୋଗଦେଇ ଥିଲେ ।

ଏହିପରି ସନ୍ଧ୍ୟା ଅଧିବେଶନ ରେ ମୁଖ୍ୟ ଅତିଥି ଭାବେ ଓଡ଼ିଶା ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଲିଂଗ ଯୋଗ ଦେଇଥିବା ବେଳେ ମୁଖ୍ୟବକ୍ତା  ଦତ୍ତ।ନନ୍ଦ ପଣ୍ଡା , ଜୟନ୍ତ ସିଂହଦେଓ , ଅନୁଷ୍ଠାନ ର ସଭାପତି ଗୋବିନ୍ଦ ଚନ୍ଦ୍ର ବୁଡେକ୍ , ବିଶ୍ବରଂଜନ ତ୍ରିପାଠୀ ଓ ଶିଶୁ ବିଦ୍ୟା ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ଅଶୋକ ଭୋଇ ମଞ୍ଚ।ସିନ ଅତିଥି ଭାବେ ଯୋଗ ଦେଇଥିଲେ । ଏହାପରେ ସାଂସ୍କୃତିକ କାର୍ଯ୍ୟ କ୍ରମ ଅନୁଷ୍ଠିତ ହୋଇ ଥିଲା । ଏହି କାର୍ଯ୍ୟକ୍ରମକୁ  ଅଶୋକ ଭୋଇ , ଲକ୍ଷ୍ମୀ ନାରାୟଣ ପଟେଲ , ମୋହନ ଦୋରା , ସଞ୍ଜୀବ ଦୋରା , ବିଶ୍ୱେ ନ୍ଧୁ ବାରିକ , ଯଦୁମଣି ମେହେର , ରୋହିତ ମେହେର , ସବିତା ମେହେର , ଅମିନ।ନାୟକ , ସୁନିଲ ବାଗ , ସସ୍ମିତା ବେହେରା , ପଦ୍ମାଳୟା ପଧାନ, ନମିତା ବହିଦାର , ମଞ୍ଜୁଲତା ସାହୁ ସହ ଗୁରୁଜୀ ,ଗୁରୁମା ମାନେ ଉପସ୍ଥିତ ରହି କାର୍ଯ୍ୟକ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like