-+91-9937148622 |

prerana_bgr@rediffmail.com |

  Tuesday 28th July 2026 |

| | | |

R.N.I. Regd No. ODIODI/2010/46693

Breaking News

ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   (27-Jul-2026)       ||      ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   (27-Jul-2026)       ||      ପାଣି ଘେରରେ ଲୋଇସିଂହା ବ୍ଲକ    (27-Jul-2026)       ||      ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   (27-Jul-2026)       ||      ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ    (27-Jul-2026)       ||      ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   (27-Jul-2026)       ||      ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   (27-Jul-2026)       ||      ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   (27-Jul-2026)       ||      *ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   (27-Jul-2026)       ||      ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   (27-Jul-2026)       ||      ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   (26-Jul-2026)       ||      ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ    (26-Jul-2026)       ||      *ବ୍ରାହ୍ମଣ ଏକତା ମଞ୍ଚ ର ସାମ୍ବାଦିକ ସମ୍ମିଳନୀ*-   (26-Jul-2026)       ||      ସ୍ୱଭାବକବି ଗଙ୍ଗାଧରଙ୍କ ପୌତ୍ରବଧୂ ପ୍ରେମଶୀଳା ମେହେରଙ୍କ ବିୟୋଗ   (26-Jul-2026)       ||      ଗାଳ୍ପିକ ମନୋଜ ପୂଜାରୀ ଙ୍କ ଚତୁର୍ଥ ଗଳ୍ପ ସଂକଳନ ବାଘ ଭୟ ର ଲୋକାର୍ପଣ    (26-Jul-2026)       ||      *ସ୍ୱାଧୀନତା ସଂଗ୍ରାମୀ ବୀରାଙ୍ଗନା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦେବାକୁ ଲୋକସଭାରେ ଉଠିଲା ଦାବି*   (26-Jul-2026)       ||      ଶିଆଲଯୋର ରେ ଅସୁବିଧା ରେ ଅଛନ୍ତି ବୁଣାକାର... ଉଚିତ ଦାମରେ ଚାଷୀ ସାର ପାଉନାହାନ୍ତି ଚାଷୀ   (26-Jul-2026)       ||      ବାରମ୍ବାର ରାସ୍ତା ନିର୍ମାଣ: ବିକାଶର ପ୍ରତୀକ ନା ସରକାରୀ ଅର୍ଥର ଅପବ୍ୟୟ?   (26-Jul-2026)       ||      ଲୋୟରସୁକତେଲ ପ୍ରକଲ୍ପରୁ ଛଡାଗଲା ଚଳିତବର୍ଷର ପ୍ରଥମବନ୍ୟାଜଳ   (26-Jul-2026)       ||      *ବି.ଏମ୍.ସେମଲା ଠାରେ ସେବାୟତ ମାନଙ୍କୁ ନେଇ ସାଂଗଠନିକ ବୈଠକ ଅନୁଷ୍ଠିତ*   (26-Jul-2026)       ||     

HOME   ଜିଲ୍ଲା

ଡାବୁଗାଁ ଧାନ ମଣ୍ଡି‌ ଶୁଭାରମ୍ଭ ହେଲା

22-Dec-2025



(ପ୍ରିୟଦର୍ଶିନୀ ପାତ୍ର)
ଆଜି ଡାବୁଗାଁ ରେ ଖରିଫ୍ ଧାନ ପାଇଁ ମଣ୍ଡି ଆରମ୍ଭ ହୋଇ ଯାଇଛି। ଏହି ଅବସରରେ ଆର୍ ଏମ୍ ସି ଗୁଦାମ ସନ୍ନିକଟେ ଅନୁଷ୍ଠିତ ଏକ ବୈଠକ କୁ ପରିଚାଳନା କରିଥିଲେ ଆର୍ ଏମ୍ ସି ସେକ୍ରେଟାରୀ କପିଳେନ୍ଦ୍ର ସାସମଲ। ମୁଖ୍ୟ ଅତିଥି ଭାବେ ଡାବୁଗାଁ ବିଧାୟକ ମନୋହର ରନ୍ଧାରୀ ସହ ମଞ୍ଚାସିନ ଥିଲେ ଡାବୁଗାଁ ବ୍ଲକ ଅଧ୍ୟକ୍ଷା ବୀଣା ମାଝୀ, ବରିଷ୍ଠ ଆଇନଜୀବି ତଥା ବ୍ଲକ  କୃଷକ ପ୍ରତିନିଧି ଜୟନ୍ତ କୁମାର ପାତ୍ର, ବିଜେପି ର ବରିଷ୍ଠ ନେତା ଜେ ରାଜଶେଖର ରାଓ, ଏମ୍ ଆପା ରାଓ, ଜି ସାଇ ରାଜୁ, ବିଡ଼ିଓ ଶରତ ମାଝୀ, ଏମ୍ ବୁଲୁ ରାଓ, ସୁରେନ୍ଦ୍ର ମିଶ୍ର,ବୋରିଗାଁ ମଣ୍ଡଳ ସଭାପତି ଜଗଦୀଶ ଭତ୍ରା, ବଂଶୀଧର ମାଝୀ, ବଣ୍ଟି ସିଂ ଏବଂ ଅନ୍ୟମାନେ। ସମସ୍ତ କାର୍ଯ୍ୟକ୍ରମ କୁ ତଦାରଖ କରିଥିଲେ ଆର୍ ଏମ୍ ସି ସୁପୋରଭାଇଜର ଦାୟିତ୍ଵ ନିର୍ବାହ କରୁଥିବା ଶୁସାନ୍ତ କୁମାର ପାଳ। ଡାବୁଗାଁ କ୍ୟାମ୍ପ ରେ ହେଉଥିବା ଅନିୟମିତତା ବିରୋଧରେ ଚାଷୀ ମାନଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଥିଲା। କୃଷକ ମହାସଂଘ ସଭାପତି ସତ୍ୟ ରଞ୍ଜନ ପାତ୍ର,ସମାଜ ଲୋକସେବକ ମଣ୍ଡଳ ତରଫରୁ ପୁରସ୍କୃତ ଚାଷୀ ଦେବରାଜ ପାତ୍ର ଏବଂ ଚାଷୀ ପ୍ରତିନିଧି ମାନେ ଆର୍ ଏମ୍ ସି ସେକ୍ରେଟାରୀଙ୍କ ନିକଟରେ ଅନେକ ପ୍ରଶ୍ନ ପଚାରିଥିଲେ । ମଣ୍ଡି ପ୍ରତିନିଧି ଜି କିରଣ ରାଓ, ରାଜେନ୍ଦ୍ର, କିଶୋର,  ଦଶମୁ କଲାର, ମିଲେର୍ସ ସଂଘର  ଜି. ଭେଙ୍କଟ ରାଓ, ଜି ବାବୁଲି ରାଓ,  ଜି ସତ୍ୟ ରାଓ, ରାଜେଶ ଅଗ୍ରୱାଲ ସମେତ  ପାପିନ ମୁନି, ସୁମିତ ସିଂ ଠାକୁର, କୁନୁ ପାତ୍ର, ସ୍ବୟଂ ସହାୟକ ଗୋଷ୍ଠୀ ର ସଭ୍ୟା ମାନେ ଓ ବିଭିନ୍ନ ଅଞ୍ଚଳରୁ ଆସିଥିବା ଚାଷୀମାନେ ଉପସ୍ଥିତ ଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମଧୁସୁଦନ ଆଇନ ବିଶ୍ୱବିଦ୍ୟାଳୟ ର କୂଳପତି ଯୁଧିଷ୍ଠିର ମହାବିଦ୍ୟାଳୟରେ ଭାବ ବିନିମୟ   27-Jul-2026
  ଜିଲ୍ଲା  
ସଂସଦରେ ଉଠିଲା ଓଡ଼ିଶାର ଲବାନ/ଲବାନା ସମୁଦାୟଙ୍କୁ ଏସ୍‌ଟି ମାନ୍ୟତା ଦାବି   27-Jul-2026
  ଜିଲ୍ଲା  
ପାଣି ଘେରରେ ଲୋଇସିଂହା ବ୍ଲକ   27-Jul-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ସ୍ୱାଧୀନତା ଦିବସ ପାଳନ ଉପଲକ୍ଷେ ପ୍ରସ୍ତୁତି   27-Jul-2026
  ଜିଲ୍ଲା  
ନିଶାମୁକ୍ତ ଭାରତ ଗଠନରେ ଯୁଵା ଶକ୍ତିର ଭୂମିକା କାର୍ଯ୍ୟକ୍ରମ   27-Jul-2026
  ଜିଲ୍ଲା  
ଚାଲିଗଲେ ବରିଷ୍ଠ କଂଗ୍ରେସ ନେତା ଧରମସିଂ ବଡପଣ୍ଡା   27-Jul-2026
  ଜିଲ୍ଲା  
ସରକାରୀ ମହିଳା ମହାବିଦ୍ୟାଲୟ, ବଲାଙ୍ଗିରରେ ପ୍ରବେଶ ଉତ୍ସବ   27-Jul-2026
  ଜିଲ୍ଲା  
ପାତାଳି ଶ୍ରୀକ୍ଷେତ୍ରରେ ଶ୍ରୀଜିଉଙ୍କ ନିଳାଦ୍ରୀ ବିଜେ   27-Jul-2026
  ଜିଲ୍ଲା  
*ଡାବୁଗାଁ ଠାରେ ଜିଲ୍ଲାପାଳଙ୍କ ବ୍ଲକ ସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ଅନୁଷ୍ଠିତ*   27-Jul-2026
  ଜିଲ୍ଲା  
ନେପାଳରେ ବୈଧ ହେଲା ଭାରତୀୟ ୨୦୦ ଓ ୫୦୦ ଟଙ୍କିଆ ନୋଟ୍   27-Jul-2026
  ଜିଲ୍ଲା  
ମାନସ ବିହାର ରୁଗୁଡ଼ିଖାଳ ରାମମନ୍ଦିର ପ୍ରାଙ୍ଗଣରେ ବୃକ୍ଷରୋପଣ କାର୍ଯ୍ୟକ୍ରମ   26-Jul-2026
  ଜିଲ୍ଲା  
ପ୍ରବଳ ବର୍ଷା ଯୋଗୁଁ ଲୋଇସିଂହା ବ୍ଲକ ର ବିଭିନ୍ନ ପଂଚାୟତ ରେ ଘରେ ପାଣି ପଶିବା ଯୋଗୁଁ ଲୋକେ ହଇରାଣ ହରକତ   26-Jul-2026

You Might Also Like