-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      *ନବରଙ୍ଗପୁର ଶିକ୍ଷା ବ୍ୟବସ୍ଥାରେ ଚିନ୍ତା!* *ଛୁଟି ପରେ ସ୍କୁଲ ଖୋଲିଲା, ଶିକ୍ଷକ ଉପସ୍ଥାନକୁ ନେଇ ପ୍ରଶ୍ନ — ତଦାରଖ ବ୍ୟବସ୍ଥା ଉପରେ ଉଠିଲା ଆଙ୍ଗୁଠି*   (31-Oct-2026)       ||      ରାଷ୍ଟ୍ରୀୟ ଏକତା ଦିବସ ଅବସରରେ ଏକ ମାରାଥନ ଦୌଡ଼ କାର୍ଯ୍ୟକ୍ରମ   (31-Oct-2026)       ||      ବ୍ଲକ ସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା -୨୦୨୬ ଅନୁଷ୍ଠିତ   (31-Oct-2026)       ||     

HOME   ଜିଲ୍ଲା

*ସେଣ୍ଟ ଜାଭିୟର ଇଣ୍ଟର ନେସନାଲ ସ୍କୁଲ ର ୧୬ ତମ ବାର୍ଷିକ ଉତ୍ସବ ପାଳିତ*-

22-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
ସେଣ୍ଟ ଜାଭିୟର ଇଣ୍ଟର ନେସନାଲ ସ୍କୁଲ ର ୧୬ ତମ ବାର୍ଷିକ ଉତ୍ସବ ମହା ସମାରୋହ ରେ ପାଳିତ ହୋଇଯାଇଛି l ଏଥିରେ ମୁଖ୍ୟ ଅତିଥି ଭାବେ ବୀର ମହାରାଜ ପୁର ବିଧାୟକ ଶ୍ରୀ ରଘୁନାଥ ଜଗଦଲା ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବରେ ଭିଶୁଟ ବୁର୍ଲା ର ପ୍ରଫେସର ଡ଼. ସୁନନ୍ଦା ପତ୍ରୀ ଯୋଗ ଦେଇଥିଲେ l

ବିଦ୍ୟାଳୟ ର କ୍ୱାଲିଟି ଏଜୁକେଶନ କୁ ପ୍ରଶଂସା କରି ସ୍କୁଲ ଭିତ୍ତିଭୂମି ବିକାଶ ଲାଗି ଆର୍ଥିକ ଅନୁଦାନ ରାଶି ସହଯୋଗ ପାଇଁ ପ୍ରତିଶୁତି ଦେଇଥିଲେ l ଡ. ପତ୍ରୀ ବିଦ୍ୟାଳୟ ର ପରିବେଶ ଓ ଛାତ୍ର ଛାତ୍ରୀ ଙ୍କ ଶୃଂଖଳା, ସଂସ୍କାର ଓ ଉଚ୍ଚ କୋଟୀର ଗୀତ ନାଚ ସାଂସ୍କୃତିକ କାର୍ଯ୍ଯ କ୍ରମ କୁ ପ୍ରଶଂସା କରିଥିଲେ l ବିଦ୍ୟାଳୟ ର ନିର୍ଦେଶକ ଡ଼. ଅରୁଣ କୁମାର ରଥ ସ୍ଵାଗତ ଭାଷଣ ପ୍ରଦାନ୍ ପୁର୍ବକ ବିଦ୍ୟାଳୟ ର କ୍ୱାଲିଟି ଶିକ୍ଷା, ସଂସ୍କାର ଶୃଂଖଳା କୁ ଆହୁରି ମଜଭୁତ କରି ଗଢି ତୋଳିବାକୁ ସଂକଳ୍ପ ନେଇ ଅଭିଭାବକ ଙ୍କୁ ପ୍ରତିଶୁତି ଦେଇ ଥିଲେ l ବିଦ୍ୟାଳୟ ର ସମ୍ପାଦିକା ସବିତା ମହାପାତ୍ର ସଭା ପରିଚାଳନା କରିଥିବା ବେଳେ ବାର୍ଷିକ ବିବରଣୀ ପାଠ ଓ ଧନ୍ୟବାଦ୍ ଅର୍ପଣ କରିଥିଲେ l ବିଦ୍ୟାଳୟ ରେ ଅନୁଷ୍ଟିତ ହୋଇଥିବା ନୃତ୍ୟ,  ସଙ୍ଗୀତ, କୁଇଜ୍, ଡିବେଟ, ଚିତ୍ରାଙ୍କନ ପ୍ରତିଯୋଗିତାର କୃତୀ ଛାତ୍ର ଛାତ୍ରୀ ଙ୍କୁ ଅତିଥି ଙ୍କ ଦ୍ଵାରା ପୁରସ୍କୃତ କରା ଯାଇଥିଲା l ବିଦ୍ୟାଳୟ ର ବେଷ୍ଟ ଷ୍ଟୁଡେଣ୍ଟ ଭାବେ ଦଶମ ଶ୍ରେଣୀ ର ଛାତ୍ରୀ ସୋନାଲି ପ୍ରଧାନ ଓ ଶ୍ରିମନ୍ତିକା ବିଶ୍ଵାଳ ଙ୍କୁ ମଧ୍ଯ ପୁରସ୍କୃତ କରା ଯାଇଥିଲା l ସ୍କୁଲ ଅଧ୍ୟକ୍ଷ ଗୁପ୍ତ୍ତେଶ୍ୱର ସାହୁ , ସମସ୍ତ ଶିକ୍ଷକ ଓ କର୍ମଚାରୀ ଉତ୍ସବରେ ସହଯୋଗ କରିଥିଲେ l ଅନିଶ ବିଶ୍ଵାଳ, ଶ୍ରୀମନ୍ତିକା ବିଶ୍ଵାଳ, ସାଗରିକା ପୁରୋହିତ ଛାତ୍ର ଛାତ୍ରୀ ଉଦ୍ଘୋଷଜ ଭାବେ ସାଂସ୍କୃତିକ  ମଞ୍ଚ ପରିଚାଳନା କରିଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   31-Oct-2026
  ଜିଲ୍ଲା  
ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   31-Oct-2026
  ଜିଲ୍ଲା  
ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    31-Oct-2026

You Might Also Like