-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ରୋତ ପେଷ୍କ ରେ ଧାନମଣ୍ଡି ଉଦଘାଟନ କଲେ ସ୍ୱାସ୍ଥ୍ୟମନ୍ତ୍ରୀ

22-Dec-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରୋତ ପେଷ୍କ୍ସ ରେ ଆଜି ଧାନ ମଣ୍ଡି ଉଦଘାଟନ ହୋଇ ଯାଇଛି । ମୁଖ୍ୟ ଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହାଳିଂଗ ଯୋଗ ଦେଇଥିବା ବେଳେ ସି ଆର ସି ଏସ ପ୍ରମୋଦ ବରିହା , ଏ ଆର ସି ଏସ ପ୍ରିବେଲି ସୁରେନ୍ , ଆର ଏମ ସି ସମ୍ପାଦକ ବଳରାମ ଡ୍ରେନା , ସ୍ଥାନୀୟ ସରପଞ୍ଚ ଜୟଲ।ଲ ସିନ୍ଦୂର ମଂଚାସୀନ ଅତିଥି ଭାବେ ଯୋଗ ଦେଇଥିଲେ ।ଏହି କାର୍ଯ୍ୟକ୍ରମ ରେ ପେକ୍ସ ସଭାପତି ଶଶାଙ୍କ ଶେଖର ଭୋଇ ମଞ୍ଚ ପରିଚାଳନା କରିଥିଲେ ।ଏହିପରି ପେସ୍କ୍ସ ଡାଇରେକ୍ଟର ଭାନୁମତୀ ପଟେଲ ମଧ୍ୟ ଅତିଥି ଭାବେ ମଞ୍ଚାସିନ ଥିଲେ ।ଏହି ପେଷ୍କ୍ ରୋତ , ନୁନିଆପାଲି , ଉପରବ।ହାଲ ଗ୍ରାମ ପଞ୍ଚାୟତ କୁ ନେଇ ଗଠିତ ଓ 1971 ମସିହା ଠାରୁ ଉକ୍ତ ପେସ୍କ ଚାଲିଥିବା ମୁଖ୍ୟ ଅତିଥି ପ୍ରକାଶ କରିଛନ୍ତି l

ଏହା ବ୍ୟତୀତ 1146 ଜଣ ଚାଷୀ ପଞ୍ଜିକରଣ ହୋଇଥିବା ବେଳେ 337 ଜଣଙ୍କ ଟୋକନ ଆସିଥିବା ସମ୍ପାଦକ ସିଦ୍ଧାର୍ଥ ଶଙ୍କର ସାହୁ ଙ୍କ ଠାରୁ ପ୍ରକାଶ ।ମୁଖ୍ୟଅତିଥି ଡ଼ ମହାଳିଙ୍ଗ ପ୍ରତିଶ୍ରୁତି ଦେଇଛନ୍ତି ଯେ ଆସନ୍ତା ବର୍ଷ ଏହି ସମୟରେ ସୁବର୍ଣ୍ଣ ଜୟନ୍ତୀ ମହୋତ୍ସବ ପାଳିତ ହେବା ସହ ସେଟ୍ ନିର୍ମାଣ କରାଯିବ l ଏହାସହ ଗୋଡାଉନ୍ ଘର ଉପର ପ୍ରସ୍ଥ କରାଯିବ । ଏହି ପରି ସହଜ ସୁବିଧାରେ ଧାନକ୍ରୟ କରାଯିବ ବୋଲି ସଭାପତି ଙ୍କୁ ପରାମର୍ଶ ଦେଇଛନ୍ତି । ଏହି କାର୍ଯ୍ୟକ୍ରମ ରେ ଅଞ୍ଚଳ ର ବହୁ କୃଷକ ଙ୍କ ସମାବେଶ ହୋଇଥିଲା । ଶେଷରେ ସଭାପତି ଶଶାଙ୍କ ଶେଖର ଭୋଇ ଧନ୍ୟବାଦ ଦେଇ ସଭା ସାଙ୍ଗ ଘୋଷଣା କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk