-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ବିନ୍ଧାପାଲି ହାଇସ୍କୁଲ ପଡିଆରେ ବିଜେପି ର କର୍ମୀ ସମ୍ମିଳନୀ

22-Dec-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଭରସୂଜା ଗ୍ରାମ ପଞ୍ଚାୟତ ବିନ୍ଧାପାଲି ହାଇସ୍କୁଲ ପଡିଆରେ ବି ଜେ ପି ର କର୍ମୀ ସମ୍ମିଳନୀ ଅନୁଷ୍ଠିତ ହୋଇଥିଲା l ଏଥିରେ ମୁଖ୍ୟ ଅତିଥି ଭାବେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼ ମୁକେଶ ମହଲିଙ୍ଗ ଯୋଗ ଦେଇଥିବା ବେଳେ ମନ୍ତ୍ରୀ ଙ୍କ ଆଗଲପୁର ପ୍ରତିନିଧି ପିତାମ୍ବର କଣ୍ଟା , ନବୀନ ମହାକୁର , ଗୌରଚରଣ ମେହେର , ପ୍ରେମାନନ୍ଦ ପଧାନ ଅତିଥି ଭାବେ ମଂଚାସୀନ ଥିଲେ । ଏହି ସଭାରେ 1 ନମ୍ବର ଜୋନ ର 9 ଟି ଗ୍ରାମ ପଞ୍ଚାୟତ ର କର୍ମୀ ଯୋଗ ଦେଇଥିଲେ ଓ 24 ଟି ବୁଥ ର  କାର୍ଯ୍ୟ ଖସଡ଼ା ଉପରେ ଆଲୋଚନା ହୋଇଥିଲା । ଏହା ସହ ଆଗାମୀ ଦିନରେ ଦଳ କୁ ତୃଣମୂଳ ସ୍ତରରୁ ସାଂଗଠାନିକ ସ୍ଥିତି କୁ ସୁଦୃଢ କରି ପ୍ରତ୍ୟେକ ଗ୍ରାମ ପଞ୍ଚାୟତ ରେ କମିଟି ଗଠନ କରି ପଞ୍ଚାୟତ କର୍ମୀ ଙ୍କୁ ସକ୍ରିୟ କରିବା ପାଇଁ ସଭାରେ ଆଲୋଚନା ହୋଇଥିଲା । ଏହା ବ୍ୟତୀତ ପ୍ରତ୍ୟେକ କର୍ମୀ ନିଜ ନିଜ ମତ ବ୍ୟକ୍ତ କରିଥିଲେ ଓ ଯୋଜନା କରିବା ସହ ବିକାଶ କ୍ଷେତ୍ରରେ ଅୟୋଜନ। କରିଥିଲେ l ଏହି କାର୍ଯ୍ୟକ୍ରମ ରେ ରଜନୀକାନ୍ତ ପାତ୍ର , ସିଭିଲ ସାହୁ , ପାଣ୍ଡବ ପୁ ଟେ ଲ , ରାଜୀବ ଲୋଚନ ଭୋଇ , ନିଲ କଣ୍ଠ ସାହୁ , ଅନନ୍ତ ସାହୁ  ଭାନୁ ବରିହା , ସାନ ସାହୁ ,  ଜୟଦେବ ସାହୁ ପ୍ରମୁଖ ଶତାଧିକ କର୍ମୀ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk