-+91-9937148622 |

prerana_bgr@rediffmail.com |

  Friday 19th June 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   (19-Jun-2026)       ||      ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା    (19-Jun-2026)       ||      ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   (19-Jun-2026)       ||      ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ    (19-Jun-2026)       ||      ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ    (18-Jun-2026)       ||      ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   (18-Jun-2026)       ||      ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   (18-Jun-2026)       ||      *ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   (18-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||     

HOME   ଜିଲ୍ଲା

ଏନ୍ ଏସ୍ ଏସ ଓ ସମ୍ବାଦ ଦ୍ଵାରା ରକ୍ତଦାନ ଶିବିର

23-Dec-2025



ନୂଆପଡ଼ା  (ରାମନାଥ ପଣ୍ଡା)
 ନୂଆପଡ଼ା ଜିଲ୍ଲା ବୋଡ଼େନ ବ୍ଲକର ସ୍ନାତକ ମହାବିଦ୍ୟାଳୟରେ ଜାତୀୟ ସେବା ଯୋଜନା , ପ୍ରଶାସନ ଓ ସମ୍ବାଦର ମିଳିତ ଆନୁକୁଲ୍ୟରେ ଅନୁଷ୍ଠିତ ରକ୍ତ ଦାନ ଶିବିରରେ ଜିଲ୍ଲାପାଳ ମଧୁସୂଦନ ଦାସ ମୁଖ୍ୟ ଅତିଥି ଭାବରେ ଯୋଗଦାନ କରି ଶିବିର ଉଦଘାଟନ କରିଥିଲେ ।ଉପ ଜିଲ୍ଲାପାଳ ସୁରମୀ ସୋରେନ,ବି ଡି ଓ ସୁଶାନ୍ତ କୁମାର ରଣା, ପୂର୍ବତନ ବ୍ଲକ ଅଧ୍ୟକ୍ଷ ତଥା ବରିଷ୍ଠ ବି ଜେ ପି ନେତା ଲମ୍ବୋଦର ନିଆଳ,୯୭ ଥର ରକ୍ତ ଦାନ କରିଥିବା ଶିକ୍ଷକ କିଶୋର କୁମାର ପରିଡ଼ା,ୟାର ଅନୁଷ୍ଠାନ ସଭାପତି ମହେନ୍ଦ୍ର କୁମାର ଯୋଶୀ ଓ ବିରେନ୍ଦ୍ର ଧରୁଆ ଯୋଗଦାନ କରିଥିଲେ।ଜାତୀୟ ସେବା ଯୋଜନା ଅଧିକାରୀ ଡଃ କିଶୋର କୁମାର କର୍ଣ୍ଣଙ୍କ ଉଦ୍ୟମରେ ମହାବିଦ୍ୟାଳୟରେ ଅଧ୍ୟକ୍ଷ ଅବନୀ କୁମାର ଖମାରୀଙ୍କ ପୂର୍ଣ୍ଣ ସହଯୋଗରେ ତଥା ସମ୍ବାଦ ପକ୍ଷରୁ ସାମ୍ୱାଦିକ ଦିଲ୍ଲୀପ କୁମାର ପଣ୍ଡା ଓ ଭୀଷ୍ମ ଦେବ ହେର୍ଣ୍ଣା ଏବଂ ସାମ୍ବାଦିକ ରାମନାଥ ପଣ୍ଡାଙ୍କ ସମେତ ମହାବିଦ୍ୟାଳୟର ସମସ୍ତ ଜାତୀୟ ସେବା ସଂସ୍ଥାର ସ୍ୱେଚ୍ଛା ସେବୀ ଓ ସମସ୍ତ କର୍ମଚାରୀଙ୍କ ସହଯୋଗ ରହିଥିଲା ।ସମୁଦାୟ ୨୧ ୟୁନିଟ ରକ୍ତ ସଂଗ୍ରହ ହୋଇଥିଲା।୨୧ ଜଣ ରକ୍ତଦାତାଙ୍କ ମଧ୍ୟରେ ଜାତୀୟ ସେବା ସଂସ୍ଥାର ମହିଳା ସ୍ବେଚ୍ଛାସେବୀ ପ୍ରେମ ଶିଳା ମାଝୀ ଓ କୌଶଲ୍ୟା ମାଝୀ ସାମିଲ ଥିଲେ । ରକ୍ତ ଦାତାଙ୍କୁ ଏଚ ଡି ଏଫ୍ ସି ବ୍ୟାଙ୍କ୍ ଖରୀଆରରୋଡ ଦ୍ଵାରା ଥର୍ମୋଫ୍ଲାସ ଏବଂ ସର୍ଟିଫିକେଟ  ଜିଲ୍ଲାପାଳ ମଧୁସୂଦନ ଦାସ ପ୍ରଦାନ କରି ଉତ୍ସାହିତ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡାବୁଗାଁ ବ୍ଲକରେ ସରକାରଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ପାଳିତ ହେଲା ବିକାଶର ଧାରା, ଓଡିଶା ସାରା କାର୍ଯ୍ୟକ୍ରମ....*   19-Jun-2026
  ଜିଲ୍ଲା  
ପୁରସ୍କାର ଓ ସମ୍ମାନ ପଛରେ ନାହିଁ ସାହିତ୍ୟ ପଛରେ ପଡିଛନ୍ତି ସଙ୍ଗୀତା   19-Jun-2026
  ଅପରାଧ  
ବଲାଙ୍ଗିର ସାଜିଛି ନିଶାଖୋର ଅପରାଧୀଙ୍କ ସୁରକ୍ଷିତ ପେଣ୍ଠସ୍ଥଳୀ   19-Jun-2026
  ଜିଲ୍ଲା  
ଭୋଟର ତାଲିକାକୁ ସ୍ୱଚ୍ଛ ଓ ତ୍ରୁଟିଶୂନ୍ୟ କରିବା ଉଦ୍ଦେଶ୍ୟରେ ବିଭିନ୍ନ ମତଦାନ କେନ୍ଦ୍ର ବୁଲିଲେ ବଲାଙ୍ଗୀର ଜିଲ୍ଲାପାଳ   19-Jun-2026
  ଜିଲ୍ଲା  
ଓଡିଶା ସରକାର ଙ୍କ ଦୁଇ ବର୍ଷ ପୂର୍ତ୍ତି ଅବସରରେ ଆଗଲପୁର ବ୍ଲକ୍ ରେ ବ୍ଲକ୍ ସ୍ତରୀୟ କୃଷକ ସମାବେଶ   18-Jun-2026
  ଜିଲ୍ଲା  
ଅଧିକାର ମେଳାରେ ୭୧ ଜଣ ବରିଷ୍ଠ ନାଗରିକଙ୍କୁ ସହାୟକ ଉପକରଣ ବଣ୍ଟନ   18-Jun-2026
  ଜିଲ୍ଲା  
ପୁରୁଣାପାଣି ଶିତଳ ଷଷ୍ଠୀ ମହୋତ୍ସବ ରେ ନରସିଂହ, ଶିକ୍ଷା, ପିଇବା ପାଣି ଓ ଗମନାଗମନ ପ୍ରତି ଦୃଷ୍ଟି ଦେଉ ସରକାର - ନରସିଂହ   18-Jun-2026
  ଜିଲ୍ଲା  
*ଡାବୁଗାଁ ଡ଼ଙ୍ଗରୀଗୁଡା ଠାରେ ପ୍ରତିଷ୍ଠା ହେଲା ମାଁ ସମଲେଇଙ୍କ ମନ୍ଦିର*   18-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026

You Might Also Like