-+91-9937148622 |

prerana_bgr@rediffmail.com |

  Sunday 1st November 2026 |

| | | |

R.N.I. Regd No. ODIODI/2010/46693

Breaking News

ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ    (01-Nov-2026)       ||      ୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ    (01-Nov-2026)       ||      ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   (01-Nov-2026)       ||      ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା    (01-Nov-2026)       ||      କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ    (01-Nov-2026)       ||      ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   (01-Nov-2026)       ||      ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ    (01-Nov-2026)       ||      ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ    (01-Nov-2026)       ||      ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   (01-Nov-2026)       ||      ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   (01-Nov-2026)       ||      ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   (01-Nov-2026)       ||      ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   (31-Oct-2026)       ||      ଜିଲ୍ଲାସ୍ତରୀୟ ଯୁବ ମହୋତ୍ସବ ୨୦୨୭ ପାଇଁ ପ୍ରସ୍ତୁତି, ନଭେମ୍ବର ୫ରୁ ପ୍ରତିଯୋଗିତା ଆରମ୍ଭ   (31-Oct-2026)       ||      ବରୀ ରେ ରାଷ୍ଟ୍ରୀୟ ଏକତା ଅଭିଯାନ ନିଶା ମୁକ୍ତ ଓଡିଶା   (31-Oct-2026)       ||      ବଲାଙ୍ଗୀର ଟାଉନ୍ ଥାନା ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||      ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   (31-Oct-2026)       ||      ପୂର୍ବତନ ପ୍ରଧାନ ମନ୍ତ୍ରୀ ସ୍ୱର୍ଗୀୟା ଇନ୍ଦିରା ଗାନ୍ଧୀଙ୍କ ୪୨ ତମ ଶ୍ରାଦ୍ଧ ବାର୍ଷିକୀପାଳିତ   (31-Oct-2026)       ||      ମର୍ମନ୍ତୁଦ ସଡ଼କ ଦୁର୍ଘଟଣା।   (31-Oct-2026)       ||      ବଲାଙ୍ଗୀର ଦିନ ପାଳନ ଉପଲକ୍ଷେ ଆଲୋଚନାଚକ୍ର "ସ୍ବପ୍ନ ଦେଖିବା ଜରୁରୀ,ମାତ୍ର ସ୍ୱପ୍ନକୁ ସାକାର କରିବାକୁ ଦୃଷ୍ଟିକୋଣ ରେ ପରିବର୍ତ୍ତନ ଆଣିବା ନିହାତି ଆବଶ୍ୟକ"   (31-Oct-2026)       ||      ଜିଲ୍ଲା ଆଇନ ସେବା ପ୍ରାଧିକରଣ ପକ୍ଷରୁ ରାଷ୍ଟ୍ରୀୟ ଏକତା ଦିବସ ପାଳିତ    (31-Oct-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ୱଦେଶୀ ମେଳା ଏବଂ ଜାତୀୟସ୍ତରୀୟ ପଲ୍ଲୀଶ୍ରୀ ମେଳା– କୋଶମ୍ବ ଉଦ୍ଘାଟିତ

23-Dec-2025



ବାଲେଶ୍ୱର(ପ୍ରେରଣା ଖବର): ଜିଲ୍ଲା ସ୍ୱଦେଶୀ ମେଳା ଏବଂ ଜାତୀୟ ସ୍ତରୀୟ ପଲ୍ଲୀଶ୍ରୀ ମେଳା–କୋଶମ୍ବ  ଗତକାଲି ଭବ୍ୟ ଉଦ୍ଘାଟନୀ ସଭା ସହିତ ଆରମ୍ଭ ହୋଇଛି। ଉଦ୍ଘାଟନୀ ସଭାରେ ମାନ୍ୟବର ବିଧାୟକ, ବାଲେଶ୍ୱର ମାନସ କୁମାର ଦତ୍ତ, ମାନ୍ୟବର ବିଧାୟିକା, ବସ୍ତା ଶ୍ରୀମତୀ ସୁଭାଷିନୀ ଜେନା, ମାନ୍ୟବର ବିଧାୟକ, ନୀଳଗିରି ଶ୍ରୀ ସନ୍ତୋଷ କୁମାର ଖଟୁଆ, ମାନ୍ୟବର ବିଧାୟକ, ଭୋଗରାଇ ଶ୍ରୀ ଗୌତମ ବୁଦ୍ଧ ଦାସ, ମାନ୍ୟବର ଜିଲ୍ଲା ପରିଷଦ ଅଧ୍ୟକ୍ଷ ଶ୍ରୀ ନାରାୟଣ ପ୍ରଧାନ ଏବଂ ମାନ୍ୟବର ପୌରପାଳିକା ଅଧ୍ୟକ୍ଷା, ବାଲେଶ୍ୱର ଶ୍ରୀମତୀ ସବିତା ପ୍ରଧାନ ବରେଣ୍ୟ ଅତିଥି ଭାବେ ଉପସ୍ଥିତ ଥିଲେ।
ଜିଲ୍ଲାପାଳ ସଭାର ସଭାପତିତ୍ୱ କରିଥିଲେ। ଏହି ଅବସରରେ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ; ଅତିରିକ୍ତ ଜିଲ୍ଲାପାଳ (ସାଧାରଣ ଓ ରାଜସ୍ୱ); ଉପ-ଜିଲ୍ଲାପାଳ, ବାଲେଶ୍ୱର ଏବଂ ଅତିରିକ୍ତ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ ଉପସ୍ଥିତ ରହି ମେଳା–କୋଶମ୍ବର ବିଶେଷତ୍ୱ ବିଷୟରେ ଆଲୋଚନା କରିଥିଲେ।
     ବରେଣ୍ୟ ଅତିଥି ବୃନ୍ଦଗଣ ବାଲେଶ୍ୱର ଜିଲ୍ଲାର ଐତିହାସିକ, ସାଂସ୍କୃତିକ ଓ ଔଦ୍ୟୋଗିକ ସଫଳତା ସହିତ ଲଘୁ ଓ କ୍ଷୁଦ୍ର ବ୍ୟବସାୟର ବିକାଶ ଉପରେ ମଧ୍ୟ ଗୁରୁତ୍ୱାରୋପ କରାଯାଇଥିଲା।
ମେଳାରେ ସର୍ବମୋଟ ୪୦୦ଟି ଷ୍ଟଲ ସ୍ଥାପିତ ହୋଇଥିବା ବେଳେ ତାହାମଧ୍ୟରୁ କୃଷି ବିଭାଗର ୫୦ଟି ଷ୍ଟଲ ସାମିଲ ଅଛି। ହସ୍ତଶିଳ୍ପ, ହସ୍ତତନ୍ତ ସାମଗ୍ରୀ ସହିତ ବିଭିନ୍ନ ପ୍ରକାର ଖାଦ୍ୟପେୟର ଆକର୍ଷଣୀୟ ସମ୍ଭାର ମେଳାକୁ ଅଧିକ ରଙ୍ଗୀନ କରିଛି।
ନିଆରା ପୁସ୍ତକ ମେଳା ସହିତ “ବାଲେଶ୍ୱର: ଅତୀତ, ବର୍ତ୍ତମାନ ଓ ଭବିଷ୍ୟତ” ଭିତ୍ତିକ ଫଟୋ ପ୍ରଦର୍ଶନୀ ମେଳାର ବିଶେଷ ଆକର୍ଷଣର କେନ୍ଦ୍ରବିନ୍ଦୁ ରହିଛି। ଏହା ସହିତ ସାଂସ୍କୃତିକ କାର୍ଯ୍ୟକ୍ରମର ମଧ୍ୟ ସୁସଂଗଠିତ ବ୍ୟବସ୍ଥା ରହିଛି, ଯାହା ଦର୍ଶକମାନଙ୍କୁ ମନୋରଞ୍ଜନ ସହିତ ସାଂସ୍କୃତିକ ସଚେତନତା ପ୍ରଦାନ କରୁଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ମୁନୁପାଲିରେ ଏକ ଦିବସୀୟ ଫୁଟବଲ ଟୁର୍ଣ୍ଣାମେଣ୍ଟ , ଟ୍ରାଇବ୍ରେକର ରେ ଲେଣ୍ଡା ଦଳ ଚାମ୍ପିଅନ   01-Nov-2026
  ଜିଲ୍ଲା  
୫୧ ତମ ବନ୍ଧୁମିଳନ ପାଇଁ ପ୍ରସ୍ତୁତି ବୈଠକ   01-Nov-2026
  ଜିଲ୍ଲା  
ନିର୍ଝରିଣୀର ସଭାପତି ରାମଚନ୍ଦ୍ର ସାହୁ ସମ୍ବର୍ଦ୍ଧିତ   01-Nov-2026
  ରାଜ୍ୟ  
ବଲାଙ୍ଗୀର ଦିନ ଅବସରରେ ଲିବେରେସନ ଅନୁଷ୍ଠାନ ତରଫରୁ କୁଇଜ ପ୍ରତିଯୋଗିତା   01-Nov-2026
  ଜିଲ୍ଲା  
କିସ କିଟ ପ୍ରତିଷ୍ଠାତା ଡ଼. ଅଚ୍ୟୁତ ସାମନ୍ତ ଙ୍କୁ "ବିଶ୍ୱ ଆଦିବାସୀ ଗୌରବ ସମ୍ମାନ   01-Nov-2026
  ଜିଲ୍ଲା  
ଲର୍କୀ ଗ୍ରାମର ରାମୁଡ଼ ଛକ ପାଖରେ ହରିଜନ ପଡ଼ାରେ କଂକ୍ରିଟ୍ ରାସ୍ତା ନିର୍ମାଣ ଦାବି   01-Nov-2026
  ଜିଲ୍ଲା  
ବରିଷ୍ଠ ନାଗରିକ ସାକ୍ଷାତକାର ଅଭିଯାନ   01-Nov-2026
  ଜିଲ୍ଲା  
ପିଏମ୍‌ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଏକତା ଦିବସ ପାଳିତ   01-Nov-2026
  ଜିଲ୍ଲା  
ଯୋଗାଣ ବିଭାଗ ଦ୍ୱାରା ଚଢ଼ାଉ♦️ ୨୨୯ ଘରୋଇ ଗ୍ୟାସ ସିଲିଣ୍ଡର ଜବତ   01-Nov-2026
  ଜିଲ୍ଲା  
ରେଟାମୁଣ୍ଡା ରେ ଭୋଗମଣ୍ଡପ ନିର୍ମାଣ ପାଇଁ ଭୂମି ପୂଜନ ଓ ଫଳକ ସ୍ଥାପନ   01-Nov-2026
  ଜିଲ୍ଲା  
ଚାକିରୀରୁ ଅବସର ନେଲେ ଅଧ୍ୟକ୍ଷା ରେଖା ମ୍ୟାଡ଼ାମ(ସବୁ ମହଲରୁ ଭବ୍ୟ ସମ୍ବର୍ଦ୍ଧନା)   01-Nov-2026
  ଜିଲ୍ଲା  
ରାଷ୍ଟ୍ରୀୟ ଏକତା ଦିବସରେ ସ୍ୱାସ୍ଥ୍ୟ ମନ୍ତ୍ରୀଙ୍କ ୭୦ କିଲୋମିଟର ସାଇକେଲ ଯାତ୍ରା   31-Oct-2026

You Might Also Like