-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ରୌପ୍ୟ ଜୟନ୍ତୀ ମହୋତ୍ସବ ଉଦଯାପିତ

23-Dec-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ସରସ୍ଵତୀ ଶିଶୁ ବିଦ୍ୟାମନ୍ଦିର ର ରୌପ୍ୟ ଜୟନ୍ତୀ ମହୋତ୍ସବ ଉଦଯାପିତ ହୋଇଯାଇଛି l ଏଥିରେ ସନ୍ଧ୍ୟା ଅଧିବେସନ ରେ ମୁଖ୍ୟ ଅତିଥି ଭାବେ ସନାତନ ପଧାନ ଯୋଗ ଦେଇଥିବା ବେଳେ ଯତୀନ୍ଦ୍ର ତ୍ରିପାଠୀ , ସମ୍ମାନିତ ଅତିଥି ଭାବେ ଯୋଗେନ୍ଦ୍ର ଦାସ , ମୁଖ୍ୟବକ୍ତା ଭାବେ ରୁଦ୍ର ମାଧବ ବାରିକ , ରାମ କୁମାର ମିଶ୍ର  ଓ ଅତିଥି ପରିଚୟ ଭାବେ ସ୍ଥାନୀୟ ଶିଶୁ ମନ୍ଦିର ର ପ୍ରଧାନ ଆଚାର୍ଯ୍ୟ ଅଶୋକ ଭୋଇ ପ୍ରଦାନ କରିଥିଲେ । ଏହି ପରି ମନୋଜ ବହିଦାର ଓ ବିଶ୍ୱ ରଞ୍ଜନ ତ୍ରିପାଠୀ ଅତିଥି ଭାବେ ମଂଚାସୀନ ଥିଲେ । ସେହିପରି ଦିବା ଅଧିବେଶନ ରେ ମୁଖ୍ୟ ଅତିଥି ଭାବେ ବ୍ଲକ ଅଧ୍ୟକ୍ଷା ଗୀତାଞ୍ଜଳି ଦାସ ଯୋଗ ଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି , ଜୟନ୍ତ ସିଂହଦେଓ ବ୍ଲକ ଶିକ୍ଷା ଅଧିକାରୀ ଶ୍ୟାମ ମେହେର ଯୋଗ ଦେଇଥିଲେ । ଏହାପରେ ସଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଅଛି ।  ଏହି କାର୍ଯ୍ୟକ୍ରମ ରେ ଅଶୋକ ଭୋଇ ,  ଲକ୍ଷ୍ମି ନାରାୟଣ ପ ଟେ ଲ , ମୋହନ ଦୋରା , ସଞ୍ଜୀବ ଦୋରା , ଯଦୁମଣି ମେହେର , ରୋହିତ ମେହେର , ସବିତା ମେହେର , ଅମିନା ନାୟକ , ସୁନିଲ ବାଗ , ସସ୍ମିତା। ବେହେରା , ପଦ୍ମାଳୟା ପଧାନ , ନମିତା ବହିଦାର , ମଞ୍ଜୁଲତା ସାହୁ , ପ୍ରମୁଖ ଆଚର୍ୟ୍ଯ , ଗୁରୂମା, ଅଭିଭାବକ , ଜନସାଧାରଣ ପ୍ରମୁଖ ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk