-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ମାୟାବର୍ହା ହାଇସ୍କୁଲରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ

23-Dec-2025



ଡୁଙ୍ଗୁରିପାଲି, ୨୩/୨୫(ପ୍ରେରଣା ଖବର ) :ସୁବର୍ଣ୍ଣପୁର ଜିଲ୍ଲା ଡୁଙ୍ଗୁରିପାଲି ବ୍ଲକ୍ ଅନ୍ତର୍ଗତ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହାରେ  ପ୍ରଧାନ ଶିକ୍ଷକ ଡ, ରବିଚନ୍ଦ୍ର ପଶୟତଙ୍କ ଅଧ୍ୟକ୍ଷତାରେ ବାର୍ଷିକ କ୍ରୀଡା ପ୍ରତିଯୋଗିତା  ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପରିଚାଳନା କମିଟି ସଦସ୍ୟ ଭକ୍ତ ଭୋଇ ପତାକା ଉତ୍ତୋଳନ କରି କ୍ରୀଡା ଉତ୍ସବକୁ ଶୁଭାରମ୍ଭ  କରିଥିଲେ । ବିଜ୍ଞାନ  ଶିକ୍ଷକ ଦୀନବନ୍ଧୁ ପ୍ରଧାନ ମଞ୍ଚ ପରିଚାଳନା କରିଥିଲେ। ଖେଳ ଶିକ୍ଷକ ଚିନ୍ମୟ କୁମାର ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ସହ ବାର୍ଷିକ ବିବରଣୀ ପାଠ କରିଥିଲେ । ଏହି ଅବସରରେ ପରିଚାଳନା କମିଟି ବରିଷ୍ଠ ସଦସ୍ୟ ବେଣୁଧର ଚୌଧୁରୀ, ପୂର୍ବତନ ଖେଳ ଶିକ୍ଷକ ପ୍ରହଲ୍ଲାଦ ଦାସ, ସିଂହିଯୁବା ହାଇ ସ୍କୁଲ ଖେଳ ଶିକ୍ଷକ ମଳୟ ସାହୁ, ସାକ୍ଷୀ ମାଝି ସମ୍ମାନିତ ଅତିଥି ଭାବରେ ଯୋଗଦାନ କରିଥିଲେ। ବାଳକ ବିଭାଗରେ ବିକାଶ ସାହୁ ଏବଂ ବାଳିକା ବିଭାଗରେ ସ୍ୱେତା ମଲ୍ଲିକ ଚମ୍ପିୟାନ ହୋଇଥିଲେ ।

କାର୍ଯ୍ୟକ୍ରମରେ ଶିକ୍ଷକ ମନୋଜ ପୂଜାରୀ, ନନ୍ଦିଘୋଷ ବାରିକ, ତପସ୍ଵିନୀ ଦାସ, ମୀନକେତନ ଦାସ, ସଞ୍ଜୀବ ପୂଜାରୀ, ବିଭୀଷଣ ଖମାରୀ, ଲିପି ପ୍ରଧାନ , କିରଣ କୁମାର ପଟେଲ ,ସମୀର କଠାର , ସୁରଜ୍ ଖମାରୀ,ପଦ୍ମିନୀ ଦାସ, ସୂର୍ଯ୍ୟକନ୍ତୀ କାଣ୍ଡ ପ୍ରଭୁତି  ସହଯୋଗ କରିଥିଲେ । ଶେଷରେ ଶିକ୍ଷକ ସମ୍ପଦ ଖମାରୀ ସମସ୍ତଙ୍କୁ ଧନ୍ୟବାଦ୍ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk