-+91-9937148622 |

prerana_bgr@rediffmail.com |

  Saturday 12th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ରାଜ୍ୟ ସ୍ତରୀୟ ସ୍କାଉଟ ଓ ଗାଇଡ ଜମ୍ବୋରେଟରେ ସୋନପୂର୍ ଜିଲ୍ଲାର ୫୫ ଶିବିରାର୍ଥିଙ୍କ ଯୋଗଦାନ

23-Dec-2025



ସୋନପୁର୨୩/୧୨(ପ୍ରେରଣା ଖବର): ସୁବର୍ଣ୍ଣପୁର ଜିଲ୍ଲା ଭାରତ ସ୍କାଉଟ ଓ ଗାଇଡ ସଂସ୍ଥା ତରଫରୁ ଜିଲ୍ଲା ମୁଖ୍ୟ କମିଶନର ତଥା ଜିଲ୍ଲା ଶିକ୍ଷା ଅଧିକାରୀ ଶ୍ରୀମତୀ ମୀନାରାଣୀ ମଙ୍ଗଳଙ୍କ ନିର୍ଦ୍ଦେଶ କ୍ରମେ ୫୫ ଜଣ ପ୍ରତିଯୋଗୀ ଖୋର୍ଦ୍ଧା ଜିଲ୍ଲା ବରୁନେଇ ସ୍ଥିତ ରାଜ୍ୟ ସ୍କାଉଟ ଓ ଗାଇଡ ତାଲିମ କେନ୍ଦ୍ର ଠାରେ ଅନୁଷ୍ଠିତ ହେବାକୁ ଥିବା ୨୦ ତମ ଜାମ୍ବୋରେଟ ରେ ଯୋଗଦାନ କରିବା ପାଇଁ ତା ୨୧-୧୨-୨୦୨୫ ଦିନ ଯାତ୍ରା ଆରମ୍ଭ କରିଛନ୍ତି। ତା ୨୨-୧୨-୨୦୨୫ ରୁ ତା ୨୬-୧୨-୨୦୨୫ ପର୍ଯ୍ୟନ୍ତ ପାଞ୍ଚ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି କର୍ଯ୍ୟକ୍ରମ୍ ରେ ଜିଲ୍ଲା ସଂଗଠନ କମିଶନର ଅନନ୍ତର।ମ୍ ମେଣ୍ଡେଲିଙ୍କ ନେତୃତ୍ୱରେ ପଞ୍ଚାୟତ ଉଚ୍ଚ ବିଦ୍ୟାଳୟ ମାୟାବର୍ହା, ଜୟକିଶାନ ହାଇସ୍କୁଲ ହିଙ୍ଗୀମା, ସଙ୍କରା ନୋଡାଲ ହାଇସ୍କୁଲ, କର୍ତଙ୍ଗ ହାଇସ୍କୁଲ, ଅମରପାଲି କମିରା, ଯାଟେ ସିଂହା, ମରଦୁଗୁଛା ଓ  ସୋନପୁର କୋଶଳ ହାଇସ୍କୁଲ ୩୨ ଜଣ ସ୍କାଉଟ୍ ଓ ୧୮ ଜଣ ଗାଇଡ ଭାଗନେଉଛନ୍ତି।ଏମାନଙ୍କ ସହ ଅମାରପାଲି ହାଇସ୍କୁଲର ସ୍କାଉଟ୍ ମାଷ୍ଟର କହ୍ନେଇ ପ୍ରଧାନ, ମାୟାବର୍ହା ହାଇସ୍କୁଲର  ରାଜୁ ମେହେର, କୋଶଳ ହାଇସ୍କୁଲର ଗାଇଡ କ୍ୟାପଟେନ ଦିପ୍ତିମୟୀ ପାଳିଆ ଓ ମାରାଦୁଗୁଛା ହାଇସ୍କୁଲର ମମି ପଟେଲ ଯୋଗଦାନ କରିଛନ୍ତି। ପାଞ୍ଚ ଦିନ ଧରି ଅନୁଷ୍ଠିତ ହେବାକୁ ଥିବା ଏହି ଶିବିରରେ ବିଭିନ୍ନ ଜିଲ୍ଲାରୁ ପ୍ରାୟ ୨୫୦୦ ଜଣ ଯୋଗଦେଇ ମାର୍ଚ୍ଚ ପାଷ୍ଟ, କୋଲର୍ ପାର୍ଟି, ଦୁଃସାହସିକ କାର୍ଯ୍ୟକ୍ରମ, ବେଣ୍ଡ ପ୍ରତିଯୋଗିତା, ଦଳଗତ ନୃତ୍ୟ,ଗୀତ, ପ୍ରଦର୍ଶନୀ, ଗ୍ରାମୀଣ ବଜାର, ପାଏନିଓରଙ୍ଗ ପ୍ରୋଜେକ୍ଟ , ବତ୍କୃତା, କୁଇଜ୍ ଇତ୍ୟାଦି କାର୍ଯ୍ୟକ୍ରମ ରେ ନିଜ ନିଜ ପରାକାଷ୍ଠା ପ୍ରଦର୍ଶନ କରିବେ।

ସୋନପୁର ଅତିରିକ୍ତ ଜିଲ୍ଲା ଶିକ୍ଷା ଅଧିକାରୀ ତଥା ଅତିରିକ୍ତ ଜିଲ୍ଲା ମୁଖ୍ୟ କମିଶନର ଘନଶ୍ୟାମ ମେହେର, ସମ୍ପାଦକ ତଥା ଜିଲ୍ଲା କ୍ରୀଡ଼ା ଅଧିକାରୀ ବାଲାଜୀ ବିଶ୍ଵନାଥ, ଜିଲ୍ଲା ତାଲିମ କମିଶନର ଦୀନବନ୍ଧୁ ପ୍ରଧାନ, ଜିଲ୍ଲା କମିଶନର ଲୋକନାଥ ମେହେର ତଥା ବିଭିନ୍ନ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଭକାମନା ଜଣାଇଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk