-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ର ବାର୍ଷିକ ଉତ୍ସବ ପାଳିତ*- *ଆମ ପ୍ରାଚୀନ ସଂସ୍କୃତି ପରମ୍ପରା ଓ ସଭ୍ୟତାକୁ ବଜାୟ ରଖିଲେ ଦେଶ ସମୃଦ୍ଧ ହେବ*- *ଜିଲ୍ଲାପାଳ* -

23-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ର  ସୋନପୁର ର ବାର୍ଷିକ ଉତ୍ସବ ମହା ସମାରୋହ ରେ ପାଳିତ ହୋଇଯାଇଛି। ଏହି  ଉତ୍ସବରେ ମୂଖ୍ୟ ଅତିଥି ଭାବେ ସୁବର୍ଣ୍ଣପୁର ଜିଲ୍ଲାପାଳ  ଡ.ନୃପରାଜ ସାହୁ ଯୋଗଦେଇ ଶିଶୁ ବିଦ୍ୟା ମନ୍ଦିର ର ଯେଉଁ ଦର୍ଶନ ରହିଛି ତାହା ଏକ ମାତ୍ର ମାଧ୍ୟମ, ଯେଉଁ ମାଧ୍ୟମ ରେ ଆମେ ଦେଶ ର ଦର୍ଶନ ଟାକୁ ଦେଶ ର ଲକ୍ଷ୍ୟ, ଭବିଷ୍ୟତ ଓ ସ୍ଵପ୍ନ ଟା କୁ ପୁରା କରି ପାରିବା ବୋଲି କହି ଥିଲେ l ଆମ ପ୍ରାଚୀନ ସଂସ୍କୃତି ପରମ୍ପରା ଓ ସଭ୍ୟତା କୁ ବଜାୟ ରଖିଲେ ଦେଶ ସମୃଦ୍ଧ ହେବ ବୋଲି ପ୍ରକାଶ କରି ପାରିଶ୍ରମିକ ବେଶି ପାଆନ୍ତି ନି କିନ୍ତୁ ତା ଠୁଁ ଖୁବ ବେଶି ପରିଶ୍ରମ କରନ୍ତି ଏଇ ଶିଶୁ ବିଦ୍ୟା ମନ୍ଦିର ର ଗୁରୁଜୀ ଗୁରୂମା ବୋଲି ସମ୍ମାନ ଜଣାଇ ଥିଲେ ଜିଲ୍ଲାପାଳ ଡ଼. ସାହୁ l  ସମ୍ମାନିତ ଅତିଥି ଭାବେ ସୋନପୁର ମଣ୍ଡଳ ଶିକ୍ଷାଧିକାରୀ ଲକ୍ଷ୍ମଣମିଶ୍ର ଯୋଗଦାନ କରି ଛାତ୍ରୀଛାତ୍ରଙ୍କୁ
ଶାରୀରିକ, ମାନସିକ, ବୌଦ୍ଧିକ ଓଆଧ୍ୟାତ୍ମିକ ଦୃଷ୍ଟିରୁ ପୂର୍ଣ୍ଣ ବିକଶିତ କରିବା ଉପରେ ମତପ୍ରକାଶ କରିଥିଲେ।

ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘର ପଶ୍ଚିମ ଓଡ଼ିଶା ସହ ପ୍ରାନ୍ତ ପ୍ରଚାର ପ୍ରମୁଖ ପ୍ରଣବ କୁମାର ନାୟକ ମୁଖ୍ୟବକ୍ତା ଭାବେ
ଯୋଗଦେଇ ରାଷ୍ଟ୍ର ଭାବନାକୁ ସୁସଂସ୍କୃତ ଓ ସୁସମ୍ପନ୍ନ
କରିବା, ଯୁବ ପିଢି ବିଶ୍ୱ କଲ୍ୟାଣ ନିମନ୍ତେ ସମର୍ପିତ ହେବା ନେଇ ଆଲୋଚନା କରିଥିଲେ। ଏଥି ପାଇଁ ଛାତ୍ରୀଛାତ୍ରମାନେ ଭଲ ପାଠ ପଢିବା , କଠିନ ପରିଶ୍ରମକରିବାକୁ ଓ ଭଲ ମଣିଷ ଟିଏ ହେବାକୁ ପରାମର୍ଶ ଦେଇଥିଲେ।ବିଦ୍ୟାଳୟ ପରିଚାଳନା ସମିତିସଭାପତି ଡ. ହରପ୍ରସାଦ ମିଶ୍ର ସଭାରେ ଅଧ୍ୟକ୍ଷତାକରିଥିଲେ। ପ୍ରଧାନ ଆଚାର୍ଯ୍ୟ ସୁବାସଚନ୍ଦ୍ର ମିଶ୍ର ଓ ପରିଚାଳନା ସମିତି ସମ୍ପାଦକ ଶାନ୍ତନୁ କୁମାର ଆଚାର୍ଯ୍ୟ ମଞ୍ଚାସୀନ ଥିଲେ। ଏହି ଅବସରରେ ବିଦ୍ୟାଳୟର କୃତି ଛାତ୍ରୀଛାତ୍ରଙ୍କୁ ମୁଖ୍ୟ ଅତିଥି ପୁରସ୍କୃତକରିଥିଲେ। ସଭା ପରେ ଶିଶୁ ବାଟିକା ରୁ ଦଶମ କ୍ଲାସ ଯାଏଁ ସବୁ ବର୍ଗ ର ଛାତ୍ରୀଛାତ୍ରମାନେଲୋକନୃତ୍ୟ, ସଙ୍ଗୀତ ଓ ବାଦ୍ୟରେ 
ସେମାନଙ୍କ ପ୍ରତିଭା ପ୍ରଦର୍ଶନ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk