-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   (11-Sep-2026)       ||      ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   (11-Sep-2026)       ||      ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   (11-Sep-2026)       ||      ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||     

HOME   ଜିଲ୍ଲା

୧୭ ତମ ରାମଧୁନ କପ ସର୍ବଭାରତୀୟ ଫୁଟବଲ ଚମ୍ପିୟାନସିପ ପାଇଁ ପ୍ରସ୍ତୁତି ବୈଠକ

23-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ରାମଧୁନ କ୍ଲବର ସମ୍ପାଦକ ଶ୍ରୀଯୁକ୍ତ ପିୟୁଷ କୁମାର ପଣ୍ଡା ଙ୍କ ଅଧ୍ୟକ୍ଷତା  ରେ ଚଳିତ ବର୍ଷ  ହେବାକୁ ଥିବା ୨୭ ତମ ରାମଧୁନ କପ ଫୁଟବଲ ଚମ୍ପିୟାନସିପ ପାଇଁ ସ୍ଥାନୀୟ ରାମଧୁନ କ୍ଲବ ଠାରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି l ବିଗତ ବର୍ଷ ଅନୁଷ୍ଠିତ ହୋଇଥିବା ଫୁଟବଲ ଟୁର୍ନାମେଣ୍ଟ ର ଆୟ ଓ ବ୍ୟୟ ଉପରେ ଆଲୋଚନା କରାଯିବା ସହିତ ଚଳିତ ବର୍ଷ ହେବାକୁଥିବା ଟୁର୍ନାମେଣ୍ଟ ଉପରେ ପୁଙ୍ଖାନୁପୁଙ୍ଖ ଆଲୋଚନା କରାଗଲା l ୧୬ - ଫେବୃଆରୀ- ୨୦୨୬ ରୁ ୨୨ -ଫେବୃଆରୀ-୨୦୨୬  ପର୍ଯ୍ୟନ୍ତ ଗାନ୍ଧୀ ଷ୍ଟାଡିୟମ ସୋନପୁର ଠାରେ ଟୁର୍ନାମେଣ୍ଟ ଆୟୋଜନ ହେବ ବୋଲି ନିଷ୍ପତି ନିଆଯାଇଛି l ସର୍ବମୋଟ ୮ ଟି ଖ୍ୟାତିସମ୍ପନ୍ନ ଫୁଟବଲ ଦଳ କୁ ନେଇ ଏହି ଟୁର୍ନାମେଣ୍ଟ ଆୟୋଜନ କରାଯିବ ଏବଂ ଏହି ୮ଟି ଦଳରୁ ୪ ଟି ଫୁଟବଲ ଦଳ ଖେଳାଳୀ ରାଜ୍ୟ ବାହାରୁ ଆସିବେ ବୋଲି ପ୍ରସ୍ତାବ ଆଗତ ହୋଇଥିଲା l ଏହା ସହିତ ପ୍ରତ୍ୟକ ଦିନ ଗୋଟିଏ ମ୍ୟାଚ ଖେଳାଯିବ ବୋଲି ସଦସ୍ୟ ମାନେ ନିଜ ନିଜ ର ମତାମତ ରଖିଥିଲେ l ପ୍ରତ୍ୟକଦିନ ସୁବର୍ଣ୍ଣପୁର ଜ଼ିଲ୍ଲା ତଥା ରାଜ୍ୟ ସ୍ତରରେ କ୍ରୀଡା, ଶିକ୍ଷା, କଳା ଓ ସଂଗୀତ କ୍ଷେତ୍ରରେ କୃତିତ୍ୱ ଅର୍ଜନ କରିଥିବା ବ୍ୟକ୍ତି ବିଶେଷ ମାନଙ୍କୁ ସମ୍ମାନିତ କରାଯିବ ବୋଲି ନିଷ୍ପତ୍ତି ନିଆଗଲା l ଚଳିତ ବର୍ଷ ଟୁର୍ନାମେଣ୍ଟ ର ବଜେଟ ଆନୁମାନିକ ଭାବରେ  ୧୩ ଲକ୍ଷ ଟଙ୍କା ରଖାଯାଇଛି l ଶେଷରେ ସମସ୍ତେ ଏହି ଫୁଟବଲ ଚମ୍ପିୟାନସିପ କୁ ସୁନ୍ଦର ଓ ଚିତ୍ତାକର୍ଷକ କରିବା ପାଇଁ ସମସ୍ତ ସାହାଯ୍ୟ ସହଯୋଗ କରିବେ ବୋଲି ନିଜ ନିଜ ର ମତ ପ୍ରକାଶ କରିଥିଲେ l 

ଆଜିର ଏହି ପ୍ରସ୍ତୁତି ବୈଠକକୁ ବିକାଶ ପଣ୍ଡା ପରିଚାଳନା କରିଥିବା ବେଳେ ରାମଧୁନ କ୍ଲବ ଉପଦେଷ୍ଟା ସୁବାସ ବିଶ୍ୱାଳ, ଭୁକଲୁ ବକ୍ସି,ତ୍ରିଲୋଚନ ଷାଣ୍ଡ,ରାଜେଶ ଥାନାପତି,ସଭାପତି ରାଜୀବ ସାହୁ, ଉପ ସଭାପତି କମଳାକାନ୍ତ ସାହୁ,ହୃଷିକେଶ ପଣ୍ଡା,ଜୟ ନାରାୟଣ ପାଢ଼ୀ, ରାଜ କୁମାର ନାଏକ, ସହ ସମ୍ପାଦକ  ତ୍ରିନାଥ ନାଏକ,କାଶୀନାଥ ମିଶ୍ର,ରାଜ କୁମାର ସିଂ, ବିକାଶ ପାଢ଼ୀ, ରବି ନାରାୟଣ ଦେହୁରୀ, ଗୁରୁ ଦଳେଇ, କୋଷାଧକ୍ଷ ସୁମନ ମିଶ୍ର, କାର୍ଯ୍ୟକାରୀ ସଦସ୍ୟ ଅନିଲ ସାହୁ, ରେହେମଦ ମହମ୍ମଦ, ଚନ୍ଦନ ବେହେରା, ରିପୁନ ନାଏକ,ସଦା ସାହୁ, ରବି ଗୁରୁ,ରଞ୍ଜିତ ସାହୁ, ଅଶିକ ମହମ୍ମଦ, ଚାହାତ ମଜାଲଦାର, ରାଜୀବ ପଟ୍ଟନାୟକ, ଅନିଲ ମହାରଣା,ମହେନ୍ଦ୍ର ଘଣ୍ଟୁୱାଲ, ଶିଶିର ମହାନ୍ତି, ଉତ୍ତମ ନାଏକ, ବାସୁ ଥପା, ଦେବ ନାଏକ, ଅଂଶୁମାନ ପଣ୍ଡା, ଆୟୁଷମାନ ପଣ୍ଡା, ପାରଷ ମହାନନ୍ଦ, ରନୋକ ନାଗ, ପ୍ରେମ ନାଏକ ସମେତ ରାମଧୁନ କ୍ଳବ ର ସମସ୍ତ ସଦସ୍ୟ ଉପସ୍ଥିତ ରହିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭଟିଗାଁ ରେ ବିଶ୍ୱ ଫାର୍ମାସିଷ୍ଟ ଦିବସ ଅବସରରେ ସ୍ୱାସ୍ଥ୍ୟ ସଚେତନତା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମା’ ସମଲେଶ୍ୱରୀ କଲେଜରେ ଫ୍ରେସର୍ସ ସ୍ୱାଗତ ସମାରୋହ   11-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ସ୍ନାତକ ମହାବିଦ୍ୟାଳୟ ବିନିକାରେ ବିପର୍ଯ୍ୟୟ ପରିଚାଳନା କାର୍ଯ୍ୟକ୍ରମ   11-Sep-2026
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026

You Might Also Like

                                   
  ଜିଲ୍ଲା  

Hjk