-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ    (11-Sep-2026)       ||      ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   (11-Sep-2026)       ||      ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   (11-Sep-2026)       ||      ୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   (11-Sep-2026)       ||      ଏକାଦଶ ଜିଲ୍ଲାପରିଷଦ ବୈଠକ   (11-Sep-2026)       ||      ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   (11-Sep-2026)       ||      Hjk   (11-Sep-2026)       ||      ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||     

HOME   ଜିଲ୍ଲା

୭୨୦ ବୋତଲ କଫ ସିରଫ ସହ ଅଭିଯୁକ୍ତ ଗିରଫ*

23-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ  ତ୍ରିପାଠୀ ) ଗତକାଲି ରାତି ବୁର୍ଡା ରାସ୍ତାର ସର୍ଗୁଣାମୁଣ୍ଡା ଛକ ପାଖରୁ ଯୁବକଙ୍କ ପାଖରୁ ଜବତ ହେଲା ବିପୁଳ ପରିମାଣର କଫ ସିରଫ । ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ କୌଣସି ସୂତ୍ରରୁ କଫ ସିରଫ ଚୋରା ଚାଲାଣ ହେଇଥିବା ଓ ତାହା ଅର୍ଜୁନପୁର -ବୁର୍ଡା ରାସ୍ତା ରେ ସୋନପୁର ପଟକୁ ଆସୁଥିବା ଖବର ପାଇ ତୁରନ୍ତ ପୋଲିସ ଟିମକୁ ଏବଂ ହରଡଖୋଲ ଆଉଟ୍ ପୋଷ୍ଟ  ଅଧିକାରୀ ରାଜକିଶୋର ବାରିକଙ୍କୁ ଏକତ୍ରିତ ହୋଇ ପେଟ୍ରୋଲିଂ କରିବା ସହ କଡ଼ା ନଜର ରଖିବା ପାଇଁ ନିର୍ଦେଶ ଦେଇଥିଲେ । ବୁର୍ଡା ପଟରୁ ଆସୁଥିବା ଏକ ଏକ ସ୍କୁଟି ନଂ OD17 AE 5708 କୁ  ଅଟକାଇ ଯାଞ୍ଚ କରିବାରୁ ୨ ଟି ଧଳା ବ୍ୟାଗ ରେ ୭୨୦ ବୋତଲ କଫ ସିରଫ ବୋତଲ ସହିତ ଅଭିଯୁକ୍ତ ହେମାନନ୍ଦ ବେହେରା (୨୮) ବର୍ଷକୁ ପୋଲିସ ଧରିବାରେ ସଫଳ ହୋଇଥିବା ସାମ୍ବାଦିକ ସମ୍ମିଳନୀରେ ଜିଲ୍ଲା ଆରକ୍ଷୀ ଅଧିକ୍ଷକ ନାରାୟଣ ନାୟକ ଆଜି ସୂଚନା ଦେଇଛନ୍ତି । ଚୋରା କଫ ସିରଫ ର ଆନୁମାନିକ ମୂଲ୍ୟ ୩ ଲକ୍ଷ ୬୦ ହଜାର ରୁ ଉର୍ଦ୍ଧ୍ବ ହେବ ବୋଲି ସୂଚନା ମିଳିଛି । ଅଭିଯୁକ୍ତ ହେମାନନ୍ଦ ବରଗଡ଼ ଜିଲ୍ଲା ଗାଇସିଲେଟ ଥାନା ଅନ୍ତର୍ଗତ ମଲମୁଣ୍ଡା ଗ୍ରାମର ପୁସ୍ତମ ବେହେରା ଙ୍କ ପୁଅ ବୋଲି ସୂଚନା ମିଳିଛି । ଏ ନେଇ ସୋନପୁର ଥାନା ରେ ୨୨.୧୨.୨୫/ ୩୨୪ NDPS ଆକ୍ଟରେ ମାମଲା ରୁଜୁ ହୋଇଥିବା ବେଳେ ଅଭିଯୁକ୍ତକୁ ଆଜି କୋର୍ଟ ଚାଲାଣ କରାଯାଇଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
ମାନ୍ୟବର ପ୍ରଧାନମନ୍ତ୍ରୀଙ୍କ ମାର୍ଗଦର୍ଶନ ଏବଂ ମାନ୍ୟବର ମୁଖ୍ୟମନ୍ତ୍ରୀଙ୍କ ନେତୃତ୍ୱରେ ଶିଖର ଛୁଇଁବ ଲୋଇସିଂହାର ବିକାଶ: ମାନ୍ୟବର ମନ୍ତ୍ରୀ   11-Sep-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲାସ୍ତରୀୟ ପୁରାତନ ଆଚାର୍ଯ୍ୟ-ଆଚାର୍ଯ୍ୟାଙ୍କ ଏକତ୍ରୀକରଣ ସ୍ମୃତିରେ ଭିଜିଲା ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସର   11-Sep-2026
  ଜିଲ୍ଲା  
ସ୍ୱାସ୍ଥ୍ୟ ସଂପର୍କିତ ସମସ୍ୟାକୁ ନେଇ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସହ ଆଲୋଚନା କଲା ବଲାଙ୍ଗୀର ଜିଲ୍ଲା ସିଭିଲ୍ ସୋସାଇଟି   11-Sep-2026
  ଜିଲ୍ଲା  
୮ ଜଣ ଭିକ୍ଷାବୃତ୍ତି କରୁଥିବା ଓ ଶିଶୁ ଶ୍ରମିକଙ୍କୁ ଉଦ୍ଧାର କଲା ଜିଲ୍ଲା ପ୍ରଶାସନ   11-Sep-2026
  ଜିଲ୍ଲା  
ଏକାଦଶ ଜିଲ୍ଲାପରିଷଦ ବୈଠକ   11-Sep-2026
  ଜିଲ୍ଲା  
ମଦ ବନ୍ଦ ଦାବିରେ ମହିଳା ମାନେ ଥାନାର ଦ୍ୱାରସ୍ତ   11-Sep-2026
  ଜିଲ୍ଲା  
Hjk   11-Sep-2026
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026

You Might Also Like

                       
  ଜିଲ୍ଲା  

Hjk