-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   (11-Sep-2026)       ||      ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା    (11-Sep-2026)       ||      ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||     

HOME   ରାଜ୍ୟ

ମହାନଦୀ ଆନ୍ତଃରାଜ୍ୟ ଜଳବିବାଦ ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

23-Dec-2025



ଭୁବନେଶ୍ୱର(ପ୍ରେରଣା ଖବର): ମହାନଦୀ ଆନ୍ତଃରାଜ୍ୟ ଜଳ ସମସ୍ୟା ଉପରେ ଆନ୍ତଃମନ୍ତ୍ରୀସ୍ତରୀୟ କମିଟିର ପ୍ରଥମ ବୈଠକ ଆଜି ମାନ୍ୟବର ଉପମୁଖ୍ୟମନ୍ତ୍ରୀ ଶ୍ରୀ କନକବର୍ଦ୍ଧନ ସିଂହଦେଓ ଙ୍କ ଅଧ୍ୟକ୍ଷତାରେ ଜଳସମ୍ପଦ ବିଭାଗର ରାଜୀବ ଭବନରେ ଅନୁଷ୍ଠିତ ହୋଇଥିଲା।
ଏହି ବୈଠକରେ ମାନ୍ୟବର ମନ୍ତ୍ରୀ ଶ୍ରୀ ସୁରେଶ ପୂଜାରୀ, ଶ୍ରୀ ପୃଥ୍ବୀରାଜ ହରିଚନ୍ଦନ ଏବଂ ଶ୍ରୀ ସମ୍ପଦ ଚନ୍ଦ୍ର ସ୍ୱାଇଁ; ମାନ୍ୟବର ବିଧାୟକ ଶ୍ରୀ ସରୋଜ କୁମାର ପ୍ରଧାନ, ଶ୍ରୀ ନିରଞ୍ଜନ ପୂଜାରୀ ଏବଂ ଶ୍ରୀମତୀ ସୋଫିଆ ଫିରଦୌସ ଯୋଗ ଦେଇଥିଲେ । ମାନ୍ୟବର ବିଧାୟକ ଶ୍ରୀ ଜୟନାରାୟଣ ମିଶ୍ର ଆଭାଷୀ (virtual) ମାଧ୍ୟମରେ ବୈଠକରେ ଅଂଶଗ୍ରହଣ କରିଥିଲେ। ମୁଖ୍ୟ ଶାସନ ସଚିବ ଶ୍ରୀ ମନୋଜ ଆହୁଜା ଏବଂ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ସଚିବ ଶ୍ରୀମତୀ ଅନୁ ଗର୍ଗଙ୍କ ସହିତ ବିଭାଗୀୟ ଅଧିକାରୀ ଏବଂ ଜଳ ସମ୍ପଦ ବିଭାଗର ଅଧିକାରୀ ଓ ଯନ୍ତ୍ରୀମାନେ ମଧ୍ୟ କମିଟିକୁ ଆବଶ୍ୟକୀୟ ସୂଚନା ଦେବା ପାଇଁ ବୈଠକରେ ଉପସ୍ଥିତ ଥିଲେ।
ବୈଠକରେ ହୀରାକୁଦ ପ୍ରକଳ୍ପ, ମହାନଦୀ ଜଳ ବିବାଦର ଐତିହାସିକ ପୃଷ୍ଠଭୂମି, ମାନ୍ୟବର ମହାନଦୀ ଜଳ ବିବାଦ ଟ୍ରିବ୍ୟୁନାଲଙ୍କ ସମ୍ମୁଖରେ କାର୍ଯ୍ୟର ବର୍ତ୍ତମାନର ସ୍ଥିତି, ମହାନଦୀ-ସମ୍ବନ୍ଧୀୟ ସମସ୍ୟାର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପ୍ରକ୍ରିୟା ଏବଂ ମହାନଦୀ ଅବବାହିକା ସମ୍ବନ୍ଧୀୟ ବିଷୟଗୁଡ଼ିକର ସାମଗ୍ରିକ ସ୍ଥିତି ଉପରେ ପ୍ରାରମ୍ଭିକ ଆଲୋଚନା ହୋଇଥିଲା।
ଓଡ଼ିଶା ରାଜ୍ୟର ସ୍ଥିତିକୁ ଆହୁରି ସୁଦୃଢ଼ ​​କରିବା ଓ ମହାନଦୀ ଜଳ ସମସ୍ୟାର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ଦିଗରେ ପ୍ରକ୍ରିୟାକୁ ଆଗକୁ ବଢ଼ାଇବା ପାଇଁ ଆନ୍ତଃମନ୍ତ୍ରାଳୟ କମିଟିର ପରବର୍ତ୍ତୀ ବୈଠକ ୨୦୨୬ ଜାନୁଆରୀରେ ଡକାଯିବ ବୋଲି ନିଷ୍ପତ୍ତି  ହୋଇଛି l


News Comment




Photo in News

Advertisment
Lastest News
  ଜିଲ୍ଲା  
ଆଗଲପୁର ସମିତିସଭ୍ୟଙ୍କୁ ଗୁଳିକରି ହତ୍ୟା : କାର ଭିତରୁ ରକ୍ତାକ୍ତ ମୃତ ଦେହ ଉଦ୍ଧାର   11-Sep-2026
  ଜିଲ୍ଲା  
ଚିନାଜୁରୀ କେବାଡ଼ କେନାଲ ରାସ୍ତାରେ ଆଗଲପୁ ସମିତି ସଭ୍ୟଙ୍କୁ ଗୁଳି କରି ହତ୍ୟା   11-Sep-2026
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026

You Might Also Like