-+91-9937148622 |

prerana_bgr@rediffmail.com |

  Friday 7th August 2026 |

| | | |

R.N.I. Regd No. ODIODI/2010/46693

Breaking News

ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   (06-Aug-2026)       ||      ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   (06-Aug-2026)       ||      ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ    (06-Aug-2026)       ||      ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   (06-Aug-2026)       ||      ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   (06-Aug-2026)       ||      ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   (06-Aug-2026)       ||      ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   (06-Aug-2026)       ||      କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   (06-Aug-2026)       ||      ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା    (06-Aug-2026)       ||      ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   (06-Aug-2026)       ||      ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ    (06-Aug-2026)       ||      ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   (06-Aug-2026)       ||      ଭାଲୁପାଲି ଛକରେ ସଡ଼କ ଦୁର୍ଘଟଣା: ସାମ୍ବାଦିକା ଜସ୍ମିନ ମିଶ୍ରଙ୍କ ମୃତ୍ୟୁ   (05-Aug-2026)       ||      ଶିକ୍ଷକଙ୍କ ନ୍ୟାୟସଙ୍ଗତ ଦାବୀ ନେଇ ବଲାଙ୍ଗୀର ବିଡ଼ିଓ ଙ୍କ ଦ୍ୱାରସ୍ଥ ହେଲା ଓଷ୍ଟା ବଲାଙ୍ଗୀର ବ୍ଲକ ଶାଖା    (05-Aug-2026)       ||      ଖବର ଆଜିର♦️ ତାରିଖ:୦୫/୦୮/୨୬, ବୁଧବାର    (05-Aug-2026)       ||      ସ୍ୱାଧୀନତା ଦିବସ ଅବସରରେ ଜିଲ୍ଲାସ୍ତରୀୟ  ଓଡ଼ିଆ ବକ୍ତୃତା ପ୍ରତିଯୋଗିତା, ଆସନ୍ତାକାଲି ହେବ ଇଂରାଜୀ ବକ୍ତୃତା ପ୍ରତିଯୋଗିତା    (05-Aug-2026)       ||      ସମ୍ବଲପୁରରେ ଆଗାମୀ ଅଗଷ୍ଟ ୯ ରୁ ୧୭ ଯାଏଁ ବ୍ୟାପକ ଭାବେ ପାଳିତ ହେବ "ଘରେ ଘରେ ତିରଙ୍ଗା-୨୦୨୬" ଅଭିଯାନ, ଜିଲ୍ଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି    (05-Aug-2026)       ||      ସମ୍ବଲପୁରରେ ବେଆଇନ ଏଲପିଜି ସିଲିଣ୍ଡର ଜବତ, ୨ଟି ଦୋକାନ ଉପରେ ଚଢ଼ାଉ   (05-Aug-2026)       ||      ବରଗଡ଼ରେ ପଶ୍ଚିମ ଓଡ଼ିଶା ୱେବ୍ ମିଡିଆ ଆସୋସିଏସନର ଷଷ୍ଠ ବାର୍ଷିକ ଉତ୍ସବ ପାଳିତ   (05-Aug-2026)       ||      *ସୋନପୁର ଡାକ୍ତରଖାନାରେ ଚିକିତ୍ସା ଅବହେଳା ରୁ ଯୁବକ ଙ୍କ ମୃତ୍ୟୁ ଅଭିଯୋଗ ଘଟଣା*- *ସାମ୍ୱାଦିକ ଙ୍କୁ ଡାକ୍ତରଙ୍କ ଅଶୋଭନୀୟ ଆଚରଣ ପ୍ରଦର୍ଶନ ବିରୁଦ୍ଧ ରେ ଏସପି ଓ ସିଡିଏମଓ ଙ୍କୁ ଭେଟିଲେ ସାମ୍ବାଦିକ*- .   (05-Aug-2026)       ||     

HOME   ଦେଶ ବିଦେଶ

ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାର କାର୍ଯ୍ୟସୂଚୀ

02-Feb-2021



ନୂଆଦିଲ୍ଲୀ(ପ୍ରେରଣା ଖବର): ଆଜି ପ୍ରକାଶ ପାଇବ ସିବିଏସଇ ଦଶମ ଶ୍ରେଣୀ ପରୀକ୍ଷାର କାର୍ଯ୍ୟସୂଚୀ। କେନ୍ଦ୍ର ଶିକ୍ଷା ମନ୍ତ୍ରୀ ରମେଶ ପୋଖରିୟାଲ ନିଶାଙ୍କ ପୂର୍ବରୁ ଟ୍ୱିଟ୍ କରି ଏହି ଘୋଷଣା କରିଥିଲେ ବୋର୍ଡର ଅଫିସିଆଲ୍ ୱେବସାଇଟ୍। CBSE.NIC.IN ରେ ଏହା ଉପଲବ୍ଧ ହେବ ବୋଲି ଜଣାପଡ଼ିଛି। ସମସ୍ତ ସିବିଏସ୍ଇ ଛାତ୍ରଛାତ୍ରୀଙ୍କ ରେକର୍ଡ ଡିଜିଟାଲାଇଜ୍ କରାଯିବ, ଯାହାଦ୍ୱାରା ସାର୍ଟିଫିକେଟ୍ ମିଳିବାରେ ସୁବିଧା ହେବ ବୋଲି ଶିକ୍ଷା ମନ୍ତ୍ରୀ ସୂଚନା ଦେଇଛନ୍ତି। ନୂଆ ଶିକ୍ଷା ନୀତି-୨୦୨୦ ର ଲକ୍ଷ୍ୟ ପୂରଣ ପାଇଁ ୧୦ ଲକ୍ଷ ଶିକ୍ଷକଙ୍କୁ ଟ୍ରେନିଂ ଦେବ ସିବିଏସ୍ଇ। ମାର୍ଚ୍ଚ ୧ ତାରିଖରୁ ସ୍କୁଲ ଗୁଡିକ ଦ୍ୱାରା ପ୍ରାକ୍ଟିକାଲ ପରୀକ୍ଷା କରାଯିବ। ମେ ୪ରୁ ଜୁନ୍ ୧୦ ତାରିଖ ଭିତରେ ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ଅନୁଷ୍ଠିତ ହେବ। ଜୁଲାଇ ୧୫ରେ ରେଜଲ୍ଟ ପ୍ରକାଶ ପାଇବା ନେଇ ମଧ୍ୟ ସୂଚନା ରହିଛି। ତେବେ ଚଳିତବର୍ଷ ପରୀକ୍ଷା ଗୁଡିକ ଅନ୍ଲାଇନରେ ନହୋଇ ଲିଖିତ ଭାବେ କରାଯିବ ବୋଲି ପୂର୍ବରୁ ସିବିଏସ୍ଇ ଘୋଷଣା କରିସାରିଛି।ଆଜି ପ୍ରକାଶ ପାଇବ କାର୍ଯ୍ୟସୂଚୀ
ସିବିଏସ୍ଇ ଦଶମ ଶ୍ରେଣୀ ପରୀକ୍ଷା ପାଇଁ ଆଜି ପ୍ରକାଶ ପାଇବ କାର୍ଯ୍ୟସୂଚୀ
କେନ୍ଦ୍ର ଶିକ୍ଷା ମନ୍ତ୍ରୀ ପୂର୍ବରୁ ଟ୍ୱିଟ୍ କରି ଘୋଷଣା କରିଥିଲେ
cbse.nic.in ରେ ଉପଲବ୍ଧ ହେବ ପୂରା କାର୍ଯ୍ୟସୂଚୀ
ମାର୍ଚ୍ଚ ୧ରୁ ସ୍କୁଲ ଗୁଡିକ ଦ୍ୱାରା ପ୍ରାକ୍ଟିକାଲ ପରୀକ୍ଷା କରାଯିବ
ମେ ୪ରୁ ଜୁନ୍ ୧୦ ଭିତରେ ସିବିଏସ୍ଇ ଦଶମ ଓ ଦ୍ୱାଦଶ ଶ୍ରେଣୀ ପରୀକ୍ଷା ହେବ
ଜୁଲାଇ ୧୫ରେ ରେଜଲ୍ଟ ପ୍ରକାଶ ପାଇବ
ଚଳିତବର୍ଷ ପରୀକ୍ଷା ଗୁଡିକ ଅନ୍ଲାଇନରେ ନହୋଇ ଲିଖିତ ଭାବେ ହେବ


News Comment




Photo in News

Advertisment
Lastest News
  ଜିଲ୍ଲା  
ସ୍ୱାଧୀନତା ଦିବସ ଅବସରରେ ପ୍ରେରଣା ପକ୍ଷରୁ ଜିଲ୍ଲାସ୍ତରୀୟ ଓଡ଼ିଆ ଓ ଇଂରାଜୀ ବକ୍ତୃତା ପ୍ରତିଯୋଗିତା   06-Aug-2026
  ଜିଲ୍ଲା  
ସାମ୍ବାଦିକ ରାଜ କିରଣ ସିଂ ଦେଓଙ୍କ ପରଲୋକ ବିଭିନ୍ନ ମହଲରୁ ଗଭୀର ଶ୍ରଦ୍ଧାଞ୍ଜଳି   06-Aug-2026
  ଜିଲ୍ଲା  
ଆଦର୍ଶ ବିଦ୍ୟାଳୟ ରେ ଜ଼ିଲ୍ଲାପାଳ   06-Aug-2026
  ଜିଲ୍ଲା  
ବିଜେପି ର ମଣ୍ଡଳ ସ୍ତରୀୟ ମାସିକ ବୈଠକ   06-Aug-2026
  ଜିଲ୍ଲା  
ପୁରାତନ ଶୈବ ପୀଠ ବାବା ଅଷ୍ଟଶମ୍ଭୁ ମହାଦେବ ମନ୍ଦିରରେ କାଉଁରିଆ ମାନଙ୍କର ପ୍ରବଳ ଭିଡ଼ |   06-Aug-2026
ସହରବାସୀଙ୍କୁ ପୁଣି ଜଣ୍ଡିସ୍ ଭୟ ସହରବାସୀଙ୍କୁ ୨୪ ଘଣ୍ଟିଆ ବିଶୁଦ୍ଧ ପାନୀୟ ଜଳ ଯୋଗାଇବାରେ ଫେଲ|   06-Aug-2026
  ଜିଲ୍ଲା  
ନୂଆପଡ଼ାରେ ଅବକାରୀ ବିଭାଗ ଚଢ଼ାଉ: ବିପୁଳ ପରିମାଣର ମଦ ଓ ଖଜୁରୀ ତାଡ଼ି ଜବତ, ୫ ଗିରଫ   06-Aug-2026
  ଜିଲ୍ଲା  
କେନ୍ଦୁପତ୍ର ଶ୍ରମିକ ମାନଙ୍କୁ ବୋନସ ପ୍ରଦାନ ନିଷ୍ପତ୍ତି ଦେଇଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା କଲେ ବରଗଡ ସାଂସଦ:୩ଟି ପ୍ରମୁଖ ଦାବୀ ଉପରେ ଆଲୋଚନା   06-Aug-2026
  ଜିଲ୍ଲା  
ଲାୟନ୍ସ କ୍ଳବ୍ ପକ୍ଷରୁ ଅସହାୟ ଲୋକଙ୍କୁ ବନ୍ୟା ସହାୟତା   06-Aug-2026
  ଜିଲ୍ଲା  
ସମ୍ବଲପୁର ବିଜେପି କୃଷକ ମୋର୍ଚ୍ଚା ର ଜିଲ୍ଲା ଟିମ ର ନାମ ଘୋଷଣା*   06-Aug-2026
  ଜିଲ୍ଲା  
ନିଶା ନିବାରଣ ପାଇଁ ଶପଥ ଗ୍ରହଣ ସମାରୋହ   06-Aug-2026
  ଜିଲ୍ଲା  
ଦୀର୍ଘଦିନର ଅବହେଳା ଓ ପାତରଅନ୍ତର ନୀତି ବିରୋଧରେ ଶିକ୍ଷକଙ୍କ କ୍ଷୋଭ: ଆସନ୍ତା ୧୬ରେ ଭୁବନେଶ୍ୱରରେ ମହାଆନ୍ଦୋଳନ, ଅତାବିରାରେ ବିଡିଓଙ୍କ ଜରିଆରେ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର   06-Aug-2026

You Might Also Like