-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||     

HOME   ରାଜ୍ୟ

ବଲାଙ୍ଗୀରର ପୂର୍ବତନ ବିଧାୟକ ନରସିଂହ ମିଶ୍ରଙ୍କ ଜନ୍ମଦିନରେ ଶୁଭେଚ୍ଛା ଦେଲେ ଜନତା ଓ ବିଭିନ୍ନ ଅନୁଷ୍ଠାନ, ଶୁଭେଚ୍ଛା ପ୍ରତିଉତ୍ତରରେ ଜଣାଇଲେ କୃତଜ୍ଞତା

23-Dec-2025



ଆଜୀବନ ଲୋକଙ୍କ ପାଇଁ ସେବା ଜାରି ରହିବ: ନରସିଂହ

ବଲାଙ୍ଗୀର(ଦେବାଶିଷ ବହିଦାର): ଲୋକପ୍ରତିନିଧି ଥାଏଁ ବା ନ ଥାଏଁ କିଛି ଫରକ ପଡିବ ନାହିଁ, ଜିବନ ଥିବା ପର୍ଯ୍ୟନ୍ତ ସମାଜର ସବୁ ବର୍ଗର ଲୋକମାନଙ୍କର ପାଇଁ କାମ କରିବି ବୋଲି ପୂର୍ବତନ ଆଇନମନ୍ତ୍ରୀ ନରସିଂହ ମିଶ୍ର ନିଜର ୮୬ତମ ଜନ୍ମ ଦିବସରେ ଶୁଭେଚ୍ଛୁମାନଙ୍କ ଶୁଭେଚ୍ଛା ଓ ଅଭିନନ୍ଦନର ପ୍ରତିଉତ୍ତରରେ ନିଜ ପ୍ରତିକ୍ରିୟାରେ କହିଛନ୍ତି । ଏ ମର୍ମରେ ସେ ଏହା ମଧ୍ୟ କହିଛନ୍ତି ଯେ ଲୋକଙ୍କର ତାଙ୍କ ପ୍ରତି ଭଲ ପାଇବା ତାଙ୍କ ଭିତରେ ଥିବା ଦାୟିତ୍ୱବେଧତାକୁ ଆହୁରି ଦ୍ୱିଗୁଣିତ କରୁଛି । ସେ ନିଶ୍ଚିତ ଭାବରେ ଏ ଜିଲ୍ଲାର ଶିକ୍ଷା, ସ୍ୱାସ୍ଥ୍ୟ, ଗମନାଗମନ, ଜଳସେଚନ, କ୍ରୀଡା, ସଂସ୍କୃତି ର ବିକାଶ ପାଇଁ ନିରନ୍ତର କାମ ଜାରି ରଖିବେ ବୋଲି କହିବା ସହ ଅଂଚଳର ଲୋକଙ୍କ ଉତ୍ତୋରୋତ୍ତର ଉନ୍ନତି କାମନା କରିଛନ୍ତି । ଏଠାରେ ସୂଚନାଯୋଗ୍ୟ ଯେ, ଆଜି ନରସିଂହ ମିଶ୍ର ୮୬ ବର୍ଷରେ ପ୍ରଦାର୍ପଣ କରିଛନ୍ତି। ୧୯୪୦ ମସିହା  ଶ୍ରୀ ମିଶ୍ର ବଲାଙ୍ଗିର ସହର ନିକଟବର୍ତ୍ତି ଛତାମଖନା ଗ୍ରାମରେ ଦେଶର ସମ୍ବିଧାନ ପ୍ରଣୟନ ସଭା ସଦସ୍ୟ ପିତା ସ୍ୱର୍ଗତ ଯୁଧିଷ୍ଟିର ମିଶ୍ର ଏବଂ ମାତା ନିଳାବତୀ ଦେବୀଙ୍କ

ଔରସରୁ  ଆଜିର ଦିନରେ ଜନ୍ମଗ୍ରହଣ କରିଥିଲେ ।  ୧୦ ଭାଇ ଓ ଏକ ଭଉଣୀ ଭିତରେ ସେ ଜ୍ୟେଷ୍ଠ ଥିଲେ । ପିଲାଟି ଦିନର ଶିକ୍ଷା ଛତାମଖନା ସ୍କୁଲରୁ ଆରମ୍ଭ ହୋଇ ପରବର୍ତ୍ତୀ ସମୟରେ ପି. ଆର ହାଇସ୍କୁଲ ପରେ ପରେ ବିକ୍ରମଦେବ କଲେଜ ଜୟପୁର, ଖଲ୍ଲିକୋଟ କଲେଜ ବ୍ରହ୍ମପୁର ରୁ ସେ ଡିଗ୍ରୀ ସମାପ୍ତ କରିଥିଲେ । ପରେ ପରେ କଟକ ସ୍ଥିତ ମଧୁସୁଦନ ଆଇନ ମହାବିଦ୍ୟାଳୟରୁ ଡିଗ୍ରୀ ସମାପ୍ତ କରିଥିଲେ । ଆଜି ତାଙ୍କର ୮୬ତମ ଜନ୍ମଦିନ ଅବସରରେ ସାରା ରାଜ୍ୟରୁ ତାଙ୍କ ଶୁଭେଚ୍ଛୁ ମାନେ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ଏହି ଅବସରରେ ସ୍ଥାନୀୟ ଭୀମଭୋଇ ମେଡିକାଲ କଲେଜ ଓ ଡାକ୍ତରଖାନା ପରିସରରେ କଂଗ୍ରେସ ନେତା ମନୀଷ ମିଶ୍ର, ବୁଲୁ ଦାନୀ, ଅସିତ ମିଶ୍ର, ଜୁଲୁ ପଟ୍ଟନାୟକ, ଲୋପନ ମିଶ୍ର , ଅଙ୍କିତ ସାହୁଙ୍କ ନେତୃତ୍ୱରେ ଏକ ରକ୍ତଦାନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଦିନସାରା ଶ୍ରୀ ମିଶ୍ରଙ୍କୁ ବଲାଙ୍ଗିର ସହରର ତଥା ଦେଓଗାଁ, ଆଗଲପୁର, ବଲାଙ୍ଗିର ସଦର, ପୁଇଁନ୍ତଲା, ବିନିକା, ବୌଦ୍ଧ ଓ ଲୋଇସିଂହା ବ୍ଲକ ଅଂଚଳରୁ ଅନେକ ସାଧାରଣ ଜନତା, ବୁଦ୍ଧିଜୀବୀ, ରାଜନୈତିକ କର୍ମୀ, ସାମାଜିକ, ସାଂସ୍କୃତିକ, ମହିଳା ସଂଗଠନ ଓ ସ୍କୁଲ ଛାତ୍ରଛାତ୍ରୀମାନେ ଶ୍ରୀ ମିଶ୍ରଙ୍କୁ ଜନ୍ମ ଦିନର ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଥିଲେ । ଆଜି ଶ୍ରୀ ମିଶ୍ର ଚିରାଚରିତ ଢଙ୍ଗରେ ନିଜର ଗସ୍ତ କାର୍ଯ୍ୟକ୍ରମରେ ଯାଇ ପ୍ରସିଦ୍ଧ ସୁଲିଆ ପୀଠର ସୁଲିଆ ବାବାଙ୍କ ଦର୍ଶନ ସହ ଆଶିଷ ଲାଭ କରିଥିଲେ । ପରେ ପରେ ମିର୍ଦ୍ଧାପାଲି ସୁଲିଆପୀଠ, ପଥରଚେପା ଗ୍ରାମ ଓ ଆଶ୍ରମକୁ ଯାଇ ଛୋଟ ଛୋଟ ଅନ୍ତେବାସୀଙ୍କ ସହ ନିଜ ଜନ୍ମଦିବସ ପାଳନ କରିଥିଲେ । ସନ୍ଧ୍ୟାରେ ଲୋୟର ସୁକତେଲ ଡ୍ୟାମ ନିକଟରେ  

 ଏକ ୫ଦିନିଆ ଫୁଟବଲ ମ୍ୟାଚର ଉଦ୍‌ଘାଟନ କରିଥିଲେ । ପ୍ରକାଶ ଯେ ଶ୍ରୀ ମିଶ୍ର ବିଜୁ ପଟ୍ଟନାୟକଙ୍କ ମୁଖ୍ୟମନ୍ତ୍ରୀ କାଳରେ ଲୋଇସିଂହା ନିର୍ବାଚନ ମଣ୍ଡଳୀରୁ ପ୍ରଥମ ଥର ବିଜୟୀ ହୋଇ ଆଇନ ମନ୍ତ୍ରୀ ଭାବରେ ଦାୟିତ୍ୱଭାର ଗ୍ରହଣ କରିଥିଲେ । ସେ ସମୟରେ ସାଧାରଣ ଜନତା ହିତ ପାଇଁ ଆଇନ ବିଭାଗରେ ଅନେକ ଗୁଡିଏ ସଂସ୍କାର ଆଣି ପାରିଥିଲେ । ପରବର୍ତ୍ତୀ ସମୟରେ ସେ ବଲାଙ୍ଗିର ଜିଲ୍ଲାର ଏକମାତ୍ର ବ୍ୟକ୍ତି ଭାବରେ ଲୋଇସିଂହା, ବିନିକା ଏବଂ ବଲାଙ୍ଗିର ସଦର ଆସନରୁ ବିଧାୟକ ହୋଇ ରେକର୍ଡ କରିବା ପରେ ୨୦୨୪ରେ ନିର୍ବାଚନୀ ରାଜନୀତିରୁ ଅବ୍ୟାହତି ନେଇଥିଲେ।  ରାଜ୍ୟ ଶ୍ରେଷ୍ଠ ରାଜନୈତିଜ୍ଞ ଭାବରେ ସେ ବିଧାୟକ, ବିରୋଧୀ ଦଳ ଉପନେତା, ବିରୋଧିଦଳ ନେତା, କ୍ୟାବିନେଟ ମନ୍ତ୍ରୀ ଏବଂ ଜାତୀୟ ଆଇନ ଆୟୋଗ କମିଶନର ସଭ୍ୟ ଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026

You Might Also Like