-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ    (11-Sep-2026)       ||      ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||     

HOME   ରାଜ୍ୟ

ଦିଲ୍ଲୀରେ ଉତ୍କଳିନୀର ବାର୍ଷିକ ପର୍ବ ପାଳନ

23-Dec-2025



ନୂଆଦିଲ୍ଲୀ(ପ୍ରେରଣା ଖବର): ୧୯୮୦ ମସିହାରେ ଜାତୀୟ ରାଜଧାନୀ କ୍ଷେତ୍ରରେ ପ୍ରତିଷ୍ଠିତ ଓଡ଼ିଆ ନାରୀମାନଙ୍କର ଅଗ୍ରଣୀ ଅନୁଷ୍ଠାନ ଉତ୍କଳିନୀର ୪୫ ତମ ବାର୍ଷିକ ସାଂସ୍କୃତିକ ପର୍ବ ଏଠାରେ ମହା ସମାରୋହରେ ଅନୁଷ୍ଠିତ ହୋଇଯାଇଛି I ଏହି ଅବସରରେ ମୁଖ୍ୟ ଅତିଥି ଭାବେ ପ୍ରଖ୍ୟାତ କଥକ ନୃତ୍ୟଶିଳ୍ପୀ ଶୋଭନା ନାରାୟଣ  ଓ ସମ୍ମାନନୀୟ ଅତିଥି ଭାବେ ମହାତ୍ମା ଗାନ୍ଧୀ ଜାତୀୟ ସଂଗ୍ରହାଳୟର ପୂର୍ବତନ ଅଧ୍ୟକ୍ଷା ଓ ଜାତୀୟ ପୁସ୍ତକ ଟ୍ରଷ୍ଟର ପ୍ରାକ୍ତନ ମୁଖ୍ୟ ତଥା ବିଶିଷ୍ଟ  ଲେଖିକା ଓ କଳା ସମାଲୋଚକ ବର୍ଷା ଦାସ ଯୋଗ ଦେଇଥିଲେ I  ସଭାକୁ ସମ୍ବୋଧନ କରି ଶୋଭନା ନାରାୟଣ , ସେ କିପରି ଓଡ଼ିଶାର କଟକ ସହରରେ ୧୯୬୦ ଦଶକରେ ରହି ଓଡ଼ିଶାର ସମୃଦ୍ଧ ସଂସ୍କୃତିର ଝଲକ ପାଇଥିଲେ ଏବଂ ସେହି ଦିନ ଉତ୍କଳିନୀର କାର୍ଯ୍ୟକ୍ରମରେ ପରିବେଷଣ କରାଯାଇଥିବା କଳାହାଣ୍ଡିର ଘୁମୁରା ନୃତ୍ୟ  ଦେଖିଥିଲେ ବୋଲି କହିଥିଲେ I ଚଣ୍ଡାଶୋକକୁ ଧର୍ମାଶୋକରେ ପରିବର୍ତ୍ତନ କରିଥିବା ଓଡ଼ିଶାର ସଂସ୍କୃତିର ମହାନତା ଯୁଗଯୁଗ ଧରି ଇତିହାସରେ ଲିପିବଦ୍ଧ ହୋଇ ରହିଥିବା, ଶ୍ରୀମତୀ ନାରାୟଣ ଉଲ୍ଲେଖ କରିଥିଲେ I ବର୍ଷା ଦାସଙ୍କର ଓଡ଼ିଆ ଅଭିଭାଷଣରେ ସଭାକକ୍ଷ 
କରତାଳିର ଗୁଞ୍ଜରଣରେ ଭରି ଉଠିଥିଲା। ପ୍ରସିଦ୍ଧ ଚିତ୍ରକାର ଯତୀନ ଦାସଙ୍କୁ ବାହା ହେବା ପରେ ସେ, ତାଙ୍କର ପୁଅ ସିଦ୍ଧାର୍ଥ ଓ ଝିଅ ପ୍ରସିଦ୍ଧ ହିନ୍ଦୀ ଚଳଚ୍ଚିତ୍ରର ଅଭିନେତ୍ରୀ, ନନ୍ଦିତା ଦାସ  ଅନର୍ଗଳ ଓଡ଼ିଆ କହିପାରନ୍ତି ବୋଲି କହିଥିଲେ I ସେ ଓଡ଼ିଆ ପଢି ପାରନ୍ତି ଓ ପ୍ରସିଦ୍ଧ ଓଡ଼ିଆ ଲେଖକ ଓ କବି ସୀତାକାନ୍ତ ମହାପାତ୍ରଙ୍କ ଓଡ଼ିଆ ଲେଖାକୁ ତାଙ୍କର ମାତୃଭାଷା ଗୁଜରାଟୀକୁ ଅନୁବାଦ କରିଛନ୍ତି ବୋଲି ଶ୍ରୀମତୀ ଦାସ ଦର୍ଶାଇଥିଲେ I ଓଡ଼ିଶା ପ୍ରତି କୃତଜ୍ଞତା ପ୍ରକାଶ କରି, ଓଡ଼ିଶା ତାଙ୍କୁ ବହୁତ କିଛି ଦେଇଛି ଓ ସେ ଏଠାରୁ ବହୁତ କିଛି ଶିଖିଛନ୍ତି ବୋଲି ପ୍ରକାଶ କରିଥିଲେ I  

ଏହି ବାର୍ଷିକ ସାଂସ୍କୃତିକ ପର୍ବରେ ଉତ୍କଳିନୀର  ସଦସ୍ୟା ମାନେ ନାରୀ ଶକ୍ତି ବିଷୟବସ୍ତୁ ଉପରେ ଆଧାରିତ  ଓଡ଼ିଶାର ହସ୍ତଶିଳ୍ପ ଓ ତାର ସୌନ୍ଦର୍ଯ୍ୟକୁ ମଞ୍ଚ ଉପରେ ପ୍ରଦର୍ଶନ କରି ଉପସ୍ଥିତ ଦର୍ଶକ ମାନଙ୍କୁ ମନ୍ତ୍ରମୁଗ୍ଧ କରିଦେଇଥିଲେ ।କବି ସମ୍ରାଟ ଉପେନ୍ଦ୍ର ଭଞ୍ଜଙ୍କର ବୈଦେହୀଶ ବିଳାଶରେ ବର୍ଣ୍ଣିତ କୈବର୍ତ୍ୟର ଭଗବାନ ରାମଚନ୍ଦ୍ରଙ୍କ ପାଦ ଧୋଇବା ପ୍ରସଙ୍ଗ ଉପରେ ଆଧାରିତ ଓଡ଼ିଶୀ  ନୃତ୍ୟ  ଦର୍ଶକ ମାନଙ୍କୁ ଅଭିଭୂତ କରିଦେଇଥିଲା l ଶେଷରେ ଓଡ଼ିଆ ନାଟକ 'ବ୍ରେନ ଗାଆଁ ଡଟ କମ' ମଞ୍ଚସ୍ଥ କରାଯାଇଥିଲା I

ଏହି ଉତ୍ସବରେ ଉତ୍କଳିନୀର ଅଧ୍ୟକ୍ଷା ସବିତା ସାହୁ ବାର୍ଷିକ ବିବରଣୀ ପାଠ କରିଥିଲେ I ଅନ୍ୟକାର୍ଯ୍ୟନିର୍ବାହୀ ଅଧିକାରୀ ବୃନ୍ଦ ଯଥା ମଧୁମିତା ସାହୁ,  ଶୁଭ୍ରଲୀନା ମହାନ୍ତି, ସ୍ନିଗ୍ଧା ଦାସ, ବନ୍ଦନା ମହାନ୍ତି ଏବଂ ଦୀପିକା ମିଶ୍ର  ପ୍ରମୁଖ ସମଗ୍ର କାର୍ଯ୍ୟକ୍ରମକୁ ସଫଳତାର ସହିତ ପରିଚାଳନା କରିଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ସପ୍ତାହକୁ ୫ ଦିନିଆ କାର୍ଯ୍ୟଦିବସ ଲାଗୁ କରିବା ଦାବିରେ ଆଜି ବ୍ୟାଙ୍କ କର୍ମଚାରୀ ମାନଙ୍କ ଦିନିକିଆ ଧର୍ମଘଟ, ବାଲାଙ୍ଗୀକେନ୍ଦ୍ର ସମବାୟ ବ୍ୟାଙ୍କ ସମ୍ମୁଖରେ ଧାରଣାରେ ବସିଲେ ବ୍ୟାଙ୍କ କର୍ମଚାରୀ ସଂଘ   11-Sep-2026
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026

You Might Also Like