-+91-9937148622 |

prerana_bgr@rediffmail.com |

  Thursday 23rd April 2026 |

| | | |

R.N.I. Regd No. ODIODI/2010/46693

Breaking News

*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   (23-Apr-2026)       ||      ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   (23-Apr-2026)       ||      ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   (23-Apr-2026)       ||      *ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   (23-Apr-2026)       ||      ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   (23-Apr-2026)       ||      RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   (22-Apr-2026)       ||      ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା    (22-Apr-2026)       ||      ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ    (22-Apr-2026)       ||      .ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   (22-Apr-2026)       ||      ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   (22-Apr-2026)       ||      *ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   (22-Apr-2026)       ||      ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   (22-Apr-2026)       ||      ଜିଲ୍ଲାସ୍ତରୀୟ ଅକ୍ଷି ମୁଠି କାର୍ଯ୍ୟକ୍ରମରେ ଯୋଗ ଦେଲେ ସାଂସଦ ମନମୋହନ ସାମଲ   (22-Apr-2026)       ||      ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆରମ୍ଭ♦️ ରଥଖଳା ଚଳଚଞ୍ଚଳ    (22-Apr-2026)       ||      ଆହୁରି ୫ ଦିନ ଜଳିବ ପଶ୍ଚିମ ଓଡ଼ିଶା, କିଛି ସ୍ଥାନରେ ତାତି ୪୫ ଡିଗ୍ରୀ ଛୁଇଁପାରେ    (22-Apr-2026)       ||      ବଲାଙ୍ଗିର ପୌର ପରିଷଦ ପକ୍ଷରୁ ଆଳୋକିକରଣ କାର୍ଯ୍ୟକ୍ରମ ଉଦ୍ଘାଟନ    (21-Apr-2026)       ||      ସୁବର୍ଣ୍ଣପୁର ଠାରେ ସି ଏମ୍ ଟ୍ରଫି ର ଉଦ୍ଘାଟନ*- *ଭାଗ ନେଲେ ୪୩ ଗୋଟି ଦଳ*-   (21-Apr-2026)       ||      ମୁଖ୍ୟମନ୍ତ୍ରୀଙ୍କ ବଲାଙ୍ଗିର ଗସ୍ତ ବେଳେ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିରର ବିଭିନ୍ନ ସମସ୍ୟା ସମ୍ବଳିତ ଦାବିପତ୍ର ପ୍ରଦାନ କରିବ ବିଜେଡି    (21-Apr-2026)       ||      ସ୍କାଉଟ ମାଷ୍ଟର ଓ ଗାଇଡ଼ କ୍ୟାପ୍ଟନ ମାନଙ୍କ ବେସିକ ତାଲିମ ଶିବିର ଉଦଯାପିତ, "ଯୁବ ପିଢ଼ି କୁ ସଠିକ ମୂଲ୍ୟବୋଧ ଦେବାରେ ସ୍କାଉଟ ଓ ଗାଇଡ଼ ର ଭୂମିକା ଅପରିହାର୍ଯ୍ୟ"   (21-Apr-2026)       ||      *ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ରେ ଜିଲ୍ଲାସ୍ତରୀୟ ସାମୁହିକ ବିବାହ*- *୧୭ ଯୋଡ଼ା ବରବଧୂଙ୍କ ବିବାହ ସମ୍ପନ୍ନ*-   (21-Apr-2026)       ||     

HOME   ଜିଲ୍ଲା

ଜିଲ୍ଲା ସ୍ତରୀୟ ଗୋଷ୍ଠୀ ଜଙ୍ଗଲ ପରିଚାଳନା ସମ୍ବନ୍ଧୀୟ କର୍ମଶାଳା

23-Dec-2025



ନୂଆପଡ଼ା (ରାମନାଥ ପଣ୍ଡା)
ଜିଲ୍ଲା ପଞ୍ଚାୟତ ସାଧନା କେନ୍ଦ୍ର ନୂଆପଡ଼ା ଠାରେ ୟାର ଅନୁଷ୍ଠାନ ଖରୀଆର ଓ ଜିଲ୍ଲା ମଙ୍ଗଳ ଅଧିକାରୀଙ୍କ ମିଳିତ ସହଯୋଗରେ ଜିଲ୍ଲା ସ୍ତରୀୟ ଗୋଷ୍ଠୀ ଜଙ୍ଗଲ ପରିଚାଳନା ସମ୍ପର୍କୀୟ ଏକ ଦିବସୀୟ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି ।ଅତିରିକ୍ତ ଜିଲ୍ଲା ମଙ୍ଗଳ ଅଧିକାରୀ କୌଶଲ୍ୟା ମାଝୀ ସ୍ବାଗତ ସମ୍ଭାଷଣ ରଖିଥିବା ବେଳେ ୟାର ଅନୁଷ୍ଠାନର ସମ୍ପାଦକ ହରି ଦାସ ପଟେଲ କର୍ମଶାଳାର ଲକ୍ଷ୍ୟ ଓ ଉଦ୍ଦେଶ୍ୟ ଉପସ୍ଥାପନ କରିଥିଲେ ।ଏଫ୍ ଇ ଏସ ଭୁବନେଶ୍ୱରରୁ ପ୍ରଦୀପ ମହାରଣା ତାଲିମ ଦାତା ରୂପେ ଯୋଗଦାନ କରିଥିଲେ ।କର୍ମଶାଳାର ମୁଖ୍ୟ ଲକ୍ଷ୍ୟ ଥିଲା କି ନୂଆପଡ଼ା ଜିଲ୍ଲାରେ ସି ଏଫ୍ ଆର୍ ଆର୍ ଶିରୋନାମା ଦିଆଯାଇଥିବା ସମସ୍ତ ଗ୍ରାମକୁ ଗୋଷ୍ଠୀ ସମ୍ବଳ ଅଧିକାରର ସୁପରିଚାଳନା ନିମିତ୍ତ କମିଟି ଗଠନ ,କାର୍ଯ୍ୟ ଯୋଜନା ପ୍ରସ୍ତୁତି ଓ ଅନୁମୋଦନ ସମ୍ପର୍କରେ ଜଙ୍ଗଲ ଅଧିକାର ଆଇନ ଅନୁଯାୟୀ ୨୦୦୬ ଆକ୍ଟ ମାର୍ଗଦର୍ଶିକା ଉପସ୍ଥାପନ କରାଯାଇଥିଲା ।କାର୍ଯ୍ୟକ୍ରମରେ ଜିଲ୍ଲାର ସମସ୍ତ ତହସିଲଦାର, ଅତିରିକ୍ତ ତହସିଲଦାର ,ବ୍ଲକ ମଙ୍ଗଳ ଅଧିକାରୀ,ଜଙ୍ଗଲ ବିଭାଗ ଏ ସି ଏଫ୍, ସେଲ ସଂଯୋଜକ,ଉପଖଣ୍ଡ ସ୍ତରୀୟ ସଦସ୍ୟ ସଦସ୍ୟା ତଥା ୟାର ଅନୁଷ୍ଠାନର କର୍ମକର୍ତ୍ତା ଯୋଗଦାନ କରିଥିଲେ। ୟାର ଅନୁଷ୍ଠାନର ଅରୁଣ ବିଶ୍ଵାଳ କାର୍ଯ୍ୟକ୍ରମ ଆୟୋଜନରେ ମୁଖ୍ୟ ଭୂମିକା ନିର୍ବାହ କରିଥିବା ବେଳେ ପରିଶେଷରେ ୟାର ସଭାପତି ମହେନ୍ଦ୍ର କୁମାର ଯୋଶୀ ଧନ୍ୟବାଦ୍ ଅର୍ପଣ କରିଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ସାମ୍ବାଦିକ ଏବଂ ଆଇନଜୀବୀ ଙ୍କ ସମାଜ ସେବା*   23-Apr-2026
  ଜିଲ୍ଲା  
ଅନାସ୍ଥାରେ ପଦ ହରାଇଲେ ଅରଙ୍ଗାବାଦ ସରପଞ୍ଚ   23-Apr-2026
  ଜିଲ୍ଲା  
ମହାନଦୀ ଧାରାର ଜଳବାୟୁ ପରିବର୍ତ୍ତନ କନକ୍ଳେଭ୍ ୨୦୨୬, ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ: ଆଲୋଚକ   23-Apr-2026
  ଜିଲ୍ଲା  
*ମହାନଦୀ ଧାରା ର ଜଳବାୟୁ ପରିବର୍ତ୍ତନ Conclave ୨୦୨୬*- *ଜଳ ଓ ଶକ୍ତି ସଂରକ୍ଷଣ ସହ ପରିବେଶ ସୁରକ୍ଷା ନ କଲେ ମଣିଷ ବିକଳାଙ୍ଗ ହୋଇ ଯିବ*- *ଆଲୋଚକ*-   23-Apr-2026
  ଜିଲ୍ଲା  
ଡୁଙ୍ଗୁରିପାଲି ପଂଚାୟତ ସମିତିର ସାଧାରଣ ବୈଠକ ଅନୁଷ୍ଠିତ, ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟ ର ସମୀକ୍ଷା   23-Apr-2026
  ଜିଲ୍ଲା  
RTO ଚାଲାଣ ନାଁରେ ଠକେଇ: ୪ ଗିରଫ♦️ ସାଇବର ପୋଲିସ କବଜାରେ ଆରଟିଓ ଚାଲାଣ ନାଁରେ ଠକୁଥିବା ଗ୍ୟାଙ୍ଗ   22-Apr-2026
  ଜିଲ୍ଲା  
ଚାକିରି ଦେବ କହି ମହିଳାଙ୍କ ଠାରୁ ଠକି ନେଲା ୧୫ଲକ୍ଷ ଟଙ୍କା   22-Apr-2026
  ଜିଲ୍ଲା  
ଜନଗଣନାରେ ନିୟୋଜିତ ସରକାରୀ କର୍ମଚାରୀଙ୍କ ସୁରକ୍ଷା ପାଇଁ ଆସିବ ଏସ୍‌ଓପି ♦️ ଏନେଇ ରାଜସ୍ଵ ମନ୍ତ୍ରୀ ସୁରେଶ ପୂଜାରୀ ରାଜସ୍ବ ଓ ଜନଗଣନା ଅଧିକାରୀଙ୍କ ସହ ଏକ ବୈଠକ   22-Apr-2026
  ଜିଲ୍ଲା  
.ସି କଲେଜରେ ଜାତୀୟ ସେବା ସଂସ୍ଥା ପକ୍ଷରୁ ଗ୍ରୀଷ୍ମ କାଳୀନ ଶିବିର   22-Apr-2026
  ଜିଲ୍ଲା  
ଚଳିତ ଶିକ୍ଷାବର୍ଷ ୨୦୨୬-୨୭ର ପୋଷାକ ବିତରଣ ଉତ୍ସବ ଅନୁଷ୍ଠିତ   22-Apr-2026
  ଜିଲ୍ଲା  
*ଆଜି ଠାରୁ ବଣ୍ଟନ ହେବ ହାଇଟେକ୍ ପଟ୍ଟା* -   22-Apr-2026
  ଜିଲ୍ଲା  
ବିଶ୍ବ ପ୍ରତିମୂର୍ତ୍ତି ସଫେଇ ଓ ସଂରକ୍ଷଣ ଦିବସ   22-Apr-2026

You Might Also Like