-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   (11-Sep-2026)       ||      ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||     

HOME   ଜିଲ୍ଲା

*ଆବାସ କମିଟି ଓ ସାଂସ୍କୃତିକ ଶୋଭାଯାତ୍ରା ପାଇଁ ପ୍ରସ୍ତୁତି ବୈଠକ*-

23-Dec-2025



ସୁବର୍ଣ୍ଣପୁର( ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାପାଳ ଙ୍କ ସମ୍ମିଳନୀ କକ୍ଷରେ ସୁବର୍ଣ୍ଣପୁର ଲୋକ ମହୋତ୍ସବ -୨୦୨୬ ଆୟୋଜନ ଅବସରରେ ଆବାସ କମିଟି ଓ ସାଂସ୍କୃତିକ  ଶୋଭାଯାତ୍ରା, ପଦଯାତ୍ରା ସମ୍ପର୍କରେ ଏକ  ପ୍ରସ୍ତୁତି ବୈଠକ ଅନୁଷ୍ଠିତ  ହୋଇ ଯାଇଛି। ଉକ୍ତ ବୈଠକ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼.ନୃପରାଜ ସାହୁ ଙ୍କ ଅଧ୍ୟକ୍ଷତା ରେ ଅନୁଷ୍ଟିତ  ହୋଇଥିଲା। ଆସନ୍ତା ଜାନୁୟାରୀ ୭ତାରିଖ ଠାରୁ ଜାନୁୟାରୀ ୧୧ତାରିଖ ପର୍ଯ୍ୟନ୍ତ ଲୋକ ମହୋତ୍ସବ ଆୟୋଜନ ସମ୍ପର୍କରେ କଳାକାର ମାନେ ରହିବା ର ସୂ -ବ୍ୟବସ୍ଥା  କରିବାକୁ  ସୋନପୁର ସହରର ହୋଟେଲ ମାଲିକ ସଂଘ ର ସମସ୍ତ ହୋଟେଲ ମାଲିକ ମାନଙ୍କ ସହ ଆଲୋଚନା କରି ଜିଲ୍ଲାପାଳ ଅନୁରୋଧ କରିଥିଲେ । ଜାନୁୟାରୀ ୭ତାରିଖରେ ଏକ ସାଂସ୍କୃତିକ ଶୋଭାଯାତ୍ରା ଆୟୋଜନ କରାଯିବ। ଏହି ଶୋଭାଯାତ୍ରା ରେ ସୁବର୍ଣ୍ଣପୁର ଜିଲ୍ଲାର ସମସ୍ତ ବ୍ଲକ୍, ସହରାଞ୍ଚଳରୁ ପ୍ରାୟ ୧୨୦୦ ଜଣ କଳାକାର ଅଂଶଗ୍ରହଣ କରିବେ। କଳାକାର ମାନଙ୍କୁ ସହରର ବିଭିନ୍ନ ଛକ ମାନଙ୍କ ରେ ପାନୀୟ ଜଳ ଯୋଗାଇ ଦେବା ପାଇଁ ବିଭିନ୍ନ ସ୍ବେଚ୍ଛାସେବୀ  ଅନୁଷ୍ଠାନ ମାନଙ୍କୁ ଅନୁରୋଧ କରାଗଲା। ଶୋଭାଯାତ୍ରା ରେ କିଏ କେଉଁଠି ପାନୀୟ ଜଳ ର ବ୍ୟବସ୍ଥା କରିବେ ତାହାର ଏକ ତାଲିକା ପ୍ରସ୍ତୁତି ହୋଇଥିଲା l ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ କାର୍ଯ୍ୟାଳୟ, ସୋନପୁର ବ୍ଲକ ଛକ, ଚନ୍ଦ୍ରିକା ସେବା ଟ୍ରଷ୍ଟ, ଆମ୍ବେଦକର ଛକ, ବାପୁଜୀ କ୍ଳବ୍/କେମିଷ୍ଟ ଓ ଡ୍ରଗିଷ୍ଟି ଆସୋସିଏସନ୍,ଘୋଡାଘାଟପଡା ଛକ ,ରାମଧୂନ କ୍ଳବ, କସ୍ତୁରୀ ଛକ, ସ୍ବଚ୍ଛ ଭାରତ ସଂଗଠନ, ବିଜୁପଟ୍ଟନାୟକ ଛକ, ବ୍ୟବସାୟୀ ସଂଘ, ଗଙ୍ଗାଧର ମେହେର ଛକ, ମାରୱାଡ଼ି ଯୁବା ମଞ୍ଚ, ଦୁର୍ଗା ମଣ୍ଡପ ଛକ ଠାରେ ବିଭିନ୍ନ ଅନୁଷ୍ଠାନ ପକ୍ଷରୁ ପାନୀୟ ଜଳ ର ବ୍ୟବସ୍ଥା କରାଯିବ ବୋଲି ସ୍ଥିରୀକୃତ ହୋଇଛି l ଏହା ବ୍ୟତୀତ ଅନ୍ୟ ସ୍ବେଛାସେବୀ ସଂଗଠନ, ବ୍ୟକ୍ତି ବିଶେଷ ମଧ୍ଯ ଏ ସେବା କ୍ଷେତ୍ରରେ ଯୋଡି ହେବାକୁ ଓ ସହର ର ପ୍ରତି ଘରେ ଦୋକାନ ବଜାର ମାନଙ୍କ ରେ ଲିଚୁ ଲାଇଟ୍ ଦ୍ୱାରା ଆଲୋକିକରଣ କରିବାକୁ ଓ ଘର ଆଗରେ କଳସ ଦୀପ ବସାଇ ବାକୁ ପ୍ରଶାସନ ପକ୍ଷରୁ ଅନୁରୋଧ କରାଯାଇଛି l ମହୋତ୍ସବକୁ ବହୁଳ ଭାବରେ ପଚାର ପ୍ରସାର  ପାଇଁ ଓ ଜିଲ୍ଲା ର ସମସ୍ତ ଲୋକ ଙ୍କୁ ମହୋତ୍ସବ ରେ ସାମିଲ କରିବାକୁ ଦୁଇ ତିନି ଦିନ ପୁର୍ବରୁ"ମହିମା" ସୁବର୍ଣ୍ଣପୁର ଲୋକ ମହୋତ୍ସବ ରଥ" ଜିଲ୍ଲାର ସମସ୍ତ ବ୍ଲକ୍, ସହରାଞ୍ଚଳ ଗ୍ରାମପଞ୍ଚାୟତ ମୂଖ୍ୟାଳୟ କୁ ପରିଭ୍ରମଣ କରିବ ଜିଲ୍ଲାପାଳ ସଭା ରେ ସୂଚନା ଦେଇ ଥିଲେ l


News Comment




Photo in News

Advertisment
Lastest News
  ରାଜ୍ୟ  
ଯାତ୍ରୀମାନଙ୍କୁ ସୁରକ୍ଷିତ, ନିର୍ଭରଯୋଗ୍ୟ ଓ ନିର୍ଭୟ ଯାତ୍ରା ସୁବିଧା ଯୋଗାଇଦେବା ପାଇଁ ଖୋର୍ଦ୍ଧା ରୋଡ୍ ମଣ୍ଡଳ ପ୍ରତିବଦ୍ଧ   11-Sep-2026
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026

You Might Also Like