-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ    (05-Nov-2026)       ||      ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||     

HOME   ଜିଲ୍ଲା

ବ୍ଲକ ସଭାଗୃହ ରେ ସମିତି ବୈଠକ ଅନୁଷ୍ଠିତ

23-Dec-2025



ଆଗଲପୁର, (ବିନୋଦ ଦୀପ)  ଆଜି ଆଗଲପୁର ବ୍ଲକ କାର୍ଯ୍ୟାଳୟ ପରିସର ସଭାଗୃହ ରେ  ସମିତି ବୈଠକ ଅନୁଷ୍ଠିତ ହୋଇଥିଲା l ଉକ୍ତ ବୈଠକ ରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ। ଶ୍ରୀମତି ଦେବକୀ ସାହୁ , ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ ମହାପାତ୍ର କୁଲଦୀପ ମହାନ୍ତି , ବ୍ଲକ ଅଧ୍ୟକ୍ଷା ଶ୍ରୀମତୀ ଗୀତାଞ୍ଜଳି ଦାସ , ବ୍ଲକ ଉପାଧ୍ୟକ୍ଷ। ନିରୁପମା ପଧାନ , ଜିଲ୍ଲା ପରିଷଦ ଜୋନ 2 ର ସଭ୍ୟା ବୀଣା ପାଣି ଦାସ ଉପସ୍ଥିତ ରହି ସଭା ପରିଚାଳନା କରିଥିଲେ । ବୈଠକ ରେ ମୁଖ୍ୟତଃ ସ୍ବାସ୍ଥ୍ୟ , ଭତ୍ତା , ଉନ୍ନୟନମୂଳକ କାର୍ଯ୍ୟ , ଶିକ୍ଷା , କୃଷି , ଉଦ୍ୟାନ , ଜଳ ଓ ପରିମଳ ବିଭାଗ , ମିଶନ ଶକ୍ତି , ମନରେଗା ଯୋଜନା ,ଯୋଗାଣ ତଥା ଅନ୍ୟାନ୍ୟ ବିଭାଗ ଉପରେ ଆଲୋଚନା ହୋଇଥିଲା । ଏହି ସଭାରେ ବ୍ଲକ ର ଓ ଏ ଏସ ଟପ୍ପର ବଳରାମ ସାହୁ ଙ୍କୁ  ସମ୍ମାନିତ କରାଗଲା ଏହାସହ ଜସ୍ମିଁନ  ପଧାନ ଙ୍କ ସଂସ୍କରଣ ପ୍ରକାଶିତ ପୁସ୍ତକ  କୁ ସମିତି ବୈଠକ ରେ ପୁରସ୍କାର ପ୍ରଦାନ ପୂର୍ବକ ସମ୍ମାନିତ କରାଯାଇଥିଲା । ଏହି ବୈଠକ ରେ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡ଼ ଧୀରେନ୍ଦ୍ର ମେହେର , ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ୟାମ ମେହେର , ଶିଶୁ ବିକାଶ ପ୍ରକଳ୍ପ ଅଧିକରି ଶୁଭଶ୍ରୀ ମିଶ୍ର , ସୁଶାନ୍ତ ମହାକୁର , ଆଲୋକ ମିଶ୍ର , ଅଭି ସହୁ , ଜଗତଜିତା ସେଠୀ ,  ଉଦ୍ୟାନ ବିଭାଗ ଅଧିକାରୀ ଶ୍ରାବଣୀ ମହାପାତ୍ର , ଅଂଶୁମାନ ଦେବ ବାବୁ ପ୍ରମୁଖ ବ୍ଲକ ର କର୍ମଚାରି ଉପସ୍ଥିତ ଥିବା ସହିତ ବ୍ଲକ ର 20 ଟି ଗ୍ରାମ ପଞ୍ଚାୟତ ର ସରପଞ୍ଚ,  ସମିତି ସଭ୍ୟ, ସଭ୍ୟା ଉପସ୍ଥିତ ଥିଲେ । ଏହା ବ୍ୟତୀତ ନିଜ ନିଜ ଗ୍ରାମ ପଞ୍ଚାୟତ ର ବିଭିନ୍ନ ସମସ୍ୟା ର ସମାଧାନ ପାଇଁ ଉକ୍ତ ବୈଠକ ରେ  ଅଭିଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାବାଞ୍ଜି ପୁଲିସର ସଫଳତା ♦️ବସଷ୍ଟାଣ୍ଡରୁ ଉଦ୍ଧାର ହେଲେ ବେଆଇନ ୧୪ ଦାଦନ ଶ୍ରମିକ   05-Nov-2026
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026

You Might Also Like