-+91-9937148622 |

prerana_bgr@rediffmail.com |

  Thursday 5th November 2026 |

| | | |

R.N.I. Regd No. ODIODI/2010/46693

Breaking News

ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   (04-Nov-2026)       ||      ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   (04-Nov-2026)       ||      ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   (04-Nov-2026)       ||      ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   (04-Nov-2026)       ||      ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   (04-Nov-2026)       ||      ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ    (04-Nov-2026)       ||      ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   (04-Nov-2026)       ||      ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   (04-Nov-2026)       ||      ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   (04-Nov-2026)       ||      ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ    (03-Nov-2026)       ||      ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା    (03-Nov-2026)       ||      ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   (03-Nov-2026)       ||      ମାନସିକ ଅନଗ୍ରସର ବ୍ୟକ୍ତିଙ୍କୁ ଉଦ୍ଧାର କରି ଚିକିତ୍ସା କରାଇଲା ଜଗବନ୍ଧୁ ଜରାଶ୍ରମ   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      *ଝରୀଗାଁ ବ୍ଲକରେ ବାତ୍ୟା ବେଳେ ଚାଉଳ ସମସ୍ୟା ହନ୍ତସନ୍ତ ଚକଲାପଦର ପଞ୍ଚାୟତର ୬ ଟି ଗ୍ରାମର ଗ୍ରାମବାସୀ*   (03-Nov-2026)       ||      ଡାବୁଗାଁ ବ୍ଲକ୍ ପାଇଁ ସାଂସଦ ପ୍ରତିନିଧି ନିଯୁକ୍ତ ହେଲେ ରାଜେନ୍ଦ୍ର ବିଷୟୀ   (03-Nov-2026)       ||      ଗାନ୍ଧୀନଗରରେ କୁମାର ପୂର୍ଣ୍ଣିମାର ଭବ୍ୟ ଆୟୋଜନ   (03-Nov-2026)       ||      ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||     

HOME   ଜିଲ୍ଲା

ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ଦ୍ବିତୀୟ ଦିବସରେ ବି୍ଏଫ୍ ସି କୁଚିଣ୍ଡା ବିଜୟୀ

23-Dec-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ଅନ୍ତର୍ଗତ ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ଦ୍ବିତୀୟ ଦିବସର  ଖେଳରେ ବି୍ଏଫ୍ ସି କୁଚିଣ୍ଡା ଓ   ଅରୁଣ ଏକାଦଶ ସମ୍ବଲପୁର ମଧ୍ଯରେ ଅନୁଷ୍ଠିତ ହୋଇଥିଲା । ଆଜିର ଖେଳରେ ବି୍ଏଫ୍ ସି କୁଚିଣ୍ଡା ୧-୦ ଗୋଲ୍ ରେ ବିଜୟୀ ହୋଇଥିଲା l ଏହି ଅବସରରେ   ମୁଖ୍ଯଅତିଥି ଭାବେ ବଡଟିକା ଗ୍ରାମ ପଞ୍ଚାୟତ ପୂର୍ବତନ ସରପଞ୍ଚ ଅଶୋକ କୁମାର ପଟେଲ ଯୋଗ ଦେଇଥିବା ବେଳେ  ବଡଟିକା ଗ୍ରାମ ପଞ୍ଚାୟତ କାର୍ଯ୍ଯ ନିର୍ବାହୀ ଅଧିକାରୀ କିଶୋର ଭୁଏ ଓ ଜି ଆର୍ ଏସ୍ ବିମ୍ବାଧର କର୍ତ୍ତି ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ ।  ମ୍ଯାଚ୍ କମିଶନର୍ ସୁଦୟ ବାରିକ ଙ୍କ ପ୍ରତ୍ଯକ୍ଷ ତତ୍ୱାବଧାନ ରେ ଶ୍ରୀନିବାସ ରାଓ, ସୁଧାଂଶୁ ଶେଖର ସେଠ୍, କରୁଣାକର ପଧାନ ଓ ରୋଶନ୍ ଆଜିର ଖେଳକୁ ପରିଚାଳନା କରିଥିଲେ ।   ବି୍ଏଫ୍ ସି କୁଚିଣ୍ଡା ଦଳର କ୍ରୀଷ୍ଣା ଓରାମ ଆଜିର ଖେଳର ଶ୍ରେଷ୍ଠ ଖେଳାଳି ଭାବେ  ମୁଖ୍ଯଅତିଥିଙ୍କ ଠାରୁ ପୁରସ୍କୃତ ହୋଇଥିଲେ l  ବଡଟିକା କ୍ରୀଡା ସଂଘର କାର୍ଯ୍ୟକ୍ରମ ସଂଯୋଜକ ଋଷଭ ପଧାନ ମଞ୍ଚ ପରିଚାଳନା କରିଥିବା ବେଳେ ହିମାଂଶୁ ଦଳପତି ଧାରା ବିବରଣୀ ପ୍ରଦାନ କରିଥିଲେ । କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ, ସଂଯୋଜକ ପ୍ରଶନ୍ନ କୁମାର ସାହୁ ,ପୂର୍ବତନ ବରିଷ୍ଠ ଫୁଟବଲ୍ ଖେଳାଳି କ୍ଷମାନିଧି ଦଳପତି, କ୍ରୀଡା ସଂଘ ର  ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ । ଆସନ୍ତା କାଲି  ପ୍ରଥମ ସେମି ଫାଇନାଲ୍ ବରଗଡ ୟୁନାଇଟେଡ୍ ଓ ବି୍ଏଫ୍ ସି କୁଚିଣ୍ଡା  ମଧ୍ଯରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ସୂତ୍ର ରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ବଲାଙ୍ଗୀର ବ୍ଲକସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ "ସୃଜନଶୀଳତା ଓ ଲୁକ୍କାୟିତ ଦକ୍ଷତାର ପରିପ୍ରକାଶ ପାଇଁ ସୁରଭି ଏକ ସୁନ୍ଦର ମଞ୍ଚ"   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଓମ୍ ଭ୍ୟାଲି ସ୍କୁଲ ର ଛାତ୍ରୀ ଦିବ୍ୟା କମାନୀଙ୍କ ବଡ଼ ସଫଳତା♦️ ଏମବିବିଏସ୍ ପ୍ରବେଶିକା ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇ ନେତାଜୀ ସୁଭାଷ ମେଡିକାଲ କଲେଜରେ ପାଇଲେ ନାମଲେଖା ସୁଯୋଗ   04-Nov-2026
  ଜିଲ୍ଲା  
ଯୁଗ୍ମ ସଚିବଙ୍କ ମହାବିଦ୍ୟାଳୟ ପରିଦର୍ଶନ   04-Nov-2026
  ଜିଲ୍ଲା  
ସ୍ୱପ୍ନର ଡେଣା ମେଲାଇଲା ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ: ୨୮୮ ପ୍ରତିଭାର ନବସୃଜନ ଉତ୍ସବ   04-Nov-2026
  ଅପରାଧ  
ସୁନା ମଙ୍ଗଳସୂତ୍ର ଲୁଟ୍ ଘଟଣାର ପର୍ଦ୍ଦାଫାସ, ଅଭିଯୁକ୍ତ ଗିରଫ   04-Nov-2026
  ଜିଲ୍ଲା  
ଟିଟିଲାଗଡ଼ ଲାୟନ୍ସ କ୍ଲବ ତରଫରୁ ମଧୁମେହ ପରୀକ୍ଷଣ ଶିବିର ଆୟୋଜିତ   04-Nov-2026
  ଜିଲ୍ଲା  
ଫାଶ ବସାଇ ବାରହା ଶିକାର ଅଭିଯୋଗରେ ୩ ଗିରଫ ୭ କିଲୋଗ୍ରାମ ବାରହା ମାଂସ ଜବତ, କୋର୍ଟ ଚାଲାଣ କଲା ବନ ବିଭାଗ   04-Nov-2026
  ଜିଲ୍ଲା  
ସୁବର୍ଣ୍ଣପୁର ଜିଲ୍ଲାକୁ ଶିଶୁ ଶ୍ରମମୁକ୍ତ କରିବା ପାଇଁ ସଚେତନତା ରଥର ଶୁଭାରମ୍ଭ   04-Nov-2026
  ଜିଲ୍ଲା  
ଭଗବାନପୁର ଲକ୍ଷ୍ମୀପୂଜା ପ୍ରତିଷ୍ଠାନର ସମ୍ବଦ୍ଧନା ସଭା   04-Nov-2026
  ଜିଲ୍ଲା  
ଝାରମୁଣ୍ଡା ରେ ବ୍ଲକ ସ୍ତରୀୟ ସୁରଭି କାର୍ଯ୍ୟକ୍ରମ   03-Nov-2026
  ଜିଲ୍ଲା  
ପୌରପରିଷଦ ପକ୍ଷରୁ ସକାଳେ ପଲିଥିନ ପାଇଁ ବିଭିନ୍ନ ଦୋକାନରେ ଚଢ଼ାଉ - ଦ୍ୱିପହରେ ପୌରାଧ୍ୟକ୍ଷା ଫେରାଇଲେ ବ୍ୟବସାୟୀଙ୍କ ଜିନିଷ ଓ ଜୋରିମାନା   03-Nov-2026
  ଜିଲ୍ଲା  
ତୁରେକେଲା ବ୍ଳକ ସ୍ତରୀୟ ସୁରଭି ଉଦଯାପିତ   03-Nov-2026

You Might Also Like