-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

*ଦୟାନନ୍ଦ ପବ୍ଲିକ୍ ସ୍କୁଲ ର ବାର୍ଷିକ ଉତ୍ସବ ମହା ସମାରୋହ ରେ ପାଳିତ* -

24-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ) ଦୟାନନ୍ଦ ପବ୍ଲିକ ସ୍କୁଲ ର ବାର୍ଷିକ ଉତ୍ସବ (ଉଦୟନ)  ମହା ସମାରୋହ ରେ ପାଳିତ ହୋଇଯାଇଛି l ଶିକ୍ଷାନୁଷ୍ଠାନ ର ସଭାପତି ଶ୍ରୀ ରାଜେନ୍ଦ୍ର ଅଗ୍ରୱାଲ ଙ୍କ ସଭାପତିତ୍ବ ରେ ଅନୁଷ୍ଟିତ ଏକ ସଭାରେ ମୁଖ୍ୟ ଅତିଥି ଭାବରେ ସୁବର୍ଣ୍ଣପୁର ଜିଲ୍ଲାପାଳ ଡ଼ ନୃପ ରାଜ ସାହୁ ଯୋଗ ଦେଇ କେବଳ ଡ଼ିଗ୍ରୀ ହାସଲ କଲେ ଉଚ୍ଚ ଶିକ୍ଷିତ ହେଲେ ଉଚ୍ଚ ପଦବୀ ରେ ଉପସ୍ଥାପିତ ହେଇଗଲେ ପାଠ ର ମୂଲ୍ୟ କିଛି ନ ଥାଏ, ଯେଉଁ ପର୍ଯ୍ୟନ୍ତ ସେ ପାଠ ସହିତ ଡିଗ୍ରୀ ସହିତ ପଦବୀ ସହିତ ଗୋଟେ ସେବା ପ୍ରବଣତା ଆମ ଭିତରେ ରହି ନ ଥିବ ବୋଲି କହିଥିଲେ l ପୃଥିବୀ ରେ ଏମିତି କିଛି ନିୟମ ନାହିଁ ଯାହାକୁ ଆମେ ଉପକାର କରିବା ସେ ଆମ କୁ ପ୍ରତି ଉପକାର କରିବ, କିନ୍ତୁ ଆମେ ଯାହା ପାଇଁ ଉପକାର ସମବେଦନା ଦେଇଛୁ ଈଶ୍ୱର ଙ୍କ ପ୍ରତିଦାନ ନିଶ୍ଚିତ ବୋଲି ଜିଲ୍ଲାପାଳ  ଡ଼. ସାହୁ କହିଥିଲେ l ବିଦ୍ୟାଳୟ ର ଅଧ୍ୟକ୍ଷା କେ. କୁମାରୀ ସ୍ଵାଗତ ଭାଷଣ ଓ ଅତିଥି ପରିଚୟ ପ୍ରଦାନ କରି ବାର୍ଷିକ ବିବରଣୀ ପ୍ରଦାନ କରି ଥିବା ବେଳେ ମୁଖ୍ୟ ବକ୍ତା ଭାବେ ପଣ୍ଡିତ ଲକ୍ଷ୍ମଣ କୁମାର ଶାସ୍ତ୍ରୀ ବୈଦିକ ବିଦ୍ୱାନ ଗଞ୍ଜାମ, ବକ୍ତା ଭାବେ ଅଧ୍ୟକ୍ଷ ଦୟାନନ୍ଦ ଗ୍ରୁପ୍ ଅଫ ଇନ୍ସଟିଚିୟୁଟ ସମ୍ବଲପୁର ଶ୍ରୀ ଈଶ୍ୱର ପାଣିଗ୍ରାହି ଯୋଗ ଦେଇ ବର୍ତ୍ତମାନ ଆମ ହିନ୍ଦୁ ମାନେ ଧର୍ମ ଓ ସଂସ୍କୃତି ପ୍ରତି ଅଧିକ ସଚେତନ ହେବା ଅତି ଜରୁରୀ ହୋଇ ପଡ଼ିଛି ବୋଲି କହିଥିଲେ l

ଶିକ୍ଷାବିଦ୍ ଡ଼ଃ ପ୍ରତିମା ରଥ, ହୋମୀଓ ଚିକିତ୍ସକ ଜଗଦୀଶ ମେହେର, ସାମାଜିକ କର୍ମୀ ଜଗନ୍ନାଥ ଭୁଏ ଙ୍କୁ ଦୟାନନ୍ଦ ଏକ୍ସସେଲେନ୍ସ ଆୱାର୍ଡ଼ ରେ ସମ୍ବର୍ଧିତ କରାଯାଇଥିଲା l ଓ ରିସର୍ସ ପର୍ସନ ଭାବେ ଶ୍ରୀଧର ବାଗ, ଉମାକାନ୍ତ ନାଗ, ଡଃ ଇତିଶ୍ରୀ ଦାଶ ଙ୍କୁ ସମ୍ବର୍ଧିତ କରାଯାଇଥିଲା l ସ୍କୁଲ ର ନିର୍ଦେଶକ ଶିବ ପ୍ରସାଦ ପାତ୍ର ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧାନ ରେ ସମସ୍ତ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିବା ବେଳେ ସୁଶ୍ରୀ ଅଙ୍କିତା ଶତପଥି  ସଭା ପରିଚାଳନା କରିଥିବା ବେଳେ ଇଂରାଜୀ ଟିଚର୍  ଇତି ଦାଶ ଧନ୍ୟବାଦ୍ ଅର୍ପଣ କରିଥିଲେ l ସ୍କୁଲ ଛାତ୍ର ଛାତ୍ରୀ ଙ୍କ ଦ୍ଵାରା ରଙ୍ଗା ରଙ୍ଗ ସାଂସ୍କୃତିକ କାର୍ଯ୍ଯ କ୍ରମ ଗୀତ ନାଚ ପରିବେଷଣ କରା ଯାଇଥିଲା l ଅତିଥି ଙ୍କ ଦ୍ବାରା କୃତୀ ପ୍ରତିଯୋଗୀ ଓ ବେଷ୍ଟ ଷ୍ଟୁଡେଣ୍ଟସ ଙ୍କୁ ପୁରସ୍କୃତ କରା ଯାଇଥିଲା l ସ୍କୁଲ ର ସମସ୍ତ ଟିଚର, କର୍ମଚାରୀ ଓ ଭାରତ ବିକାଶ ପରିଷଦ ର ସଭାପତି ଶ୍ରୀ ଦୂର୍ଯୋଧନ ସାହୁ, ସଦସ୍ୟା ସୁନନ୍ଦା ସାହୁ, ନନ୍ଦିନୀ ତ୍ରୀପାଠୀ ପ୍ରମୁଖ ସମସ୍ତ ସଦସ୍ୟ କାର୍ଯ୍ଯ କ୍ରମ ରେ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like