-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ , ବି୍ଏଫ୍ ସି କୁଚିଣ୍ଡା ଦଳ ଫାଇନାଲରେ

24-Dec-2025



ଆଗଲପୁର, (ବିନୋଦ ଦୀପ) ଆଗଲପୁର ବ୍ଲକ ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ର ପ୍ରଥମ  ସେମି ଫାଇନାଲ୍ ଖେଳ ବି୍ଏଫ୍ ସି କୁଚିଣ୍ଡା ଦଳ  ଓ  ବରଗଡ ୟୁନାଇଟେଡ୍  ମଧ୍ଯରେ ଅନୁଷ୍ଠିତ ହୋଇଥିଲା । ଆଜିର ଖେଳରେ ବି୍ଏଫ୍ ସି କୁଚିଣ୍ଡା ଟ୍ରାଇବେକର ଜରିଆରେ ରେ ବିଜୟୀ ହୋଇ ପୁଲ୍ -ଏ ରୁ ଫାଇନାଲ୍ କୁ ପ୍ରବେଶ କରିଛି । ଏହି ଅବସରରେ  ମୁଖ୍ଯ ଅତିଥି ଭାବେ ପୂର୍ବତନ ଆଗଲପୁର ବ୍ଲକ୍ ଅଧ୍ଯକ୍ଷ  ମନମୋହନ ପଟେଲ ଯୋଗଦେଇ ଥିବାବେଳେ ବଡଟିକା ଗ୍ରାମ ପଞ୍ଚାୟତ ପୂର୍ବତନ ସରପଞ୍ଚ ଅଶୋକ କୁମାର ପଟେଲ , ଆଇନଜୀବି ଦିଲିପ କୁମାର ବେହେରା, ରାଜ୍ଯ ଯୁବ କଂଗ୍ରେସ ସଭାପତି ଗଣେଶ କୁମାର ସାହୁ, ଝରଣୀପାଲି ସରପଞ୍ଚ ସୁନୀତା ସାହୁ, ଡାକ୍ତର ସଞ୍ଜିବ କୁମାର ଦୋରା, ଅବସର ପ୍ରାପ୍ତ ପୂର୍ବତନ ବଡଟିକା ଗ୍ରାମ ପଞ୍ଚାୟତ ସଂପାଦକ  ତଥା ଆଞ୍ଚଳିକ କୁଲୁତା ସମାଜର ସଂପାଦକ ନେପାଲ ବେହେରା, ବେନ୍ଦ୍ରା ସରପଞ୍ଚ ରବିନ୍ଦ୍ର ସାହୁ, ବିଏସ୍ ଏଫ୍ ଜବାନ୍ ଗିରିଧନ ରାଏ, ସମାଜସେବୀ ସୁଜିତ କୁମାର ସାହୁ ପ୍ରମୁଖ  ସମ୍ମାନୀତ ଅତିଥିଭାବେ ଯୋଗଦେଇଥିଲେ ।  ମ୍ଯାଚ୍ କମିଶନର୍ ସୁଦୟ ବାରିକ ଙ୍କ ପ୍ରତ୍ଯକ୍ଷ ତତ୍ୱାବଧାନରେ କରୁଣାକର ପଧାନ ,ସୁଧାଂଶୁ ଶେଖର ସେଠ୍,  ସଞ୍ଜିବ ମହାରଣା ଓ ରୋଶନ୍ ମେହେର ଆଜିର ଖେଳକୁ ପରିଚାଳନା କରିଥିଲେ ।   ବି୍ଏଫ୍ ସି କୁଚିଣ୍ଡା ଦଳର ସିଦ୍ଧୁ କିଶାନ ଆଜିର ଖେଳର ଶ୍ରେଷ୍ଠ ଖେଳାଳି ଭାବେ    ମୁଖ୍ଯ ଅତିଥିଙ୍କଠାରୁ ପୁରସ୍କୃତ ହୋଇଥିଲେ  ।  ବଡଟିକା କ୍ରୀଡା ସଂଘର କାର୍ଯ୍ୟକ୍ରମ ସଂଯୋଜକ ଋଷଭ ପଧାନ ମଞ୍ଚ ପରିଚାଳନା କରିଥିବା ବେଲେ  ହିମାଶୁ ଦଳପତି ଧାରା ବିବରଣୀ ପ୍ରଦାନ କରିଥିଲେ । କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ,   ଧନସିଂ ବାଗ ଶୁଶିଲ ବିଶ୍ବାଲ, ପୂର୍ବତନ ବରିଷ୍ଠ ଫୁଟବଲ୍ ଖେଳାଳି  ଦିଲିପ ଧରୁଆ, କ୍ରୀଡା ସଂଘ ର  ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like