-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ରାୟଗଡ଼ା ସ୍ଵୟଂ ଶାସିତ ମହାବିଦ୍ୟାଳୟର ବାର୍ଷିକ କ୍ରୀଡ଼ା ଉତ୍ସବ ଉଦଯାପିତ

24-Dec-2025



ରାୟଗଡା(ପ୍ରେରଣା ଖବର): ରାୟଗଡ଼ା ମହାବିଦ୍ୟାଳୟ ର ତିନି ଦିନ ବ୍ୟାପୀ ଚାଲିଥିବା ବାର୍ଷିକ କ୍ରୀଡ଼ା ଉତ୍ସବ ଆଜି ସନ୍ଧ୍ୟା ରେ ଉଦଯାପିତ ହୋଇଯାଇଛି I ଏଇ ଅବସରରେ ଛାତ୍ରଛାତ୍ରୀ ଙ୍କ ମଧ୍ୟରେ ବିଭିନ୍ନ କ୍ରୀଡ଼ା ଯଥା, ଦୌଡ଼, ଲମ୍ବ ଡିଆଁ, ଉଚ୍ଚ ଡିଆଁ, ଡିସ୍କାସ, ଜେଭଲିନ, ସଟ ପୁଟ, କବାଡି, ଖୋଖୋ, ରିଲେ ରେସ, ଭଲି ବଲ୍ ଇତ୍ୟାଦି ପ୍ରତିଯୋଗିତା ଅନୁଷ୍ଠିତ ହୋଇଥିଲା I ମା ମାଝୀଘରିଆଣି ମନ୍ଦିର ରୁ ମଶାଲ ଶୋଭାଯାତ୍ରା ଆସିବା ପରେ ଏହି କାର୍ଯ୍ୟକ୍ରମ ର ଶୁଭାରମ୍ଭ କରାଯାଇଥିଲା I ଅଧ୍ୟକ୍ଷା ଡ. ସରସ୍ଵତୀ ରାୟ ଛାତ୍ର ଛାତ୍ରୀ ମାନଙ୍କୁ ସକରାତ୍ମକ ମୋନିବୃତି ସହ ଖେଳିବା ପାଇଁ ପ୍ରୋତ୍ସାହିତ କରିଥିଲେ I ଉଦଯାପନୀ ଉତ୍ସବ ରେ ମୁଖ୍ୟ ଅତିଥି ଭାବରେ ଅତିରିକ୍ତ ଜିଲ୍ଲାପାଳ ତଥା ମହାବିଦ୍ୟାଳୟ ପରିଚାଳନା କମିଟି ର ସଭାପତି ନବୀନ ଚନ୍ଦ୍ର ନାଏକ ଯୋଗ ଦେଇଥିଲେ I ବିଭିନ୍ନ ବିଶ୍ଵବିଖ୍ୟାତ କ୍ରୀଡାବିତ୍ ଙ୍କ ଉଦାହରଣ ଦେଇ କ୍ରୀଡ଼ା କୁ ଜୀବନ ସହ ଅଙ୍ଗାଙ୍ଗୀ ଭାବେ ଯୋଡ଼ିବାକୁ ସମସ୍ତଙ୍କୁ ଉପଦେଶ ଦେଇଥିଲେ I ଏହାପରେ ବିଜୟୀ ପ୍ରତିଯୋଗୀ ମାନଙ୍କୁ ସେ, ଅଧ୍ୟକ୍ଷା ଓ ଅନ୍ୟ ଅଧ୍ୟାପକ ଅଧ୍ୟାପିକା ମାନେ ପୁରସ୍କୃତ କରିଥିଲେ I ଯେଉଁମାନେ ଚମ୍ପିୟାନ ଭାବେ  ପୁରସ୍କୃତ ହୋଇଥିଲେ ସେମାନେ ହେଲେ, ରେବତୀ ମାଝୀ, ବି. ରାମ ଚରଣ, ଦୀପିକା ବିଡ଼ିକା, କିଶାନ କୁମାର ପ୍ରଧାନୀ Iପ୍ରଥମ ପର୍ଯ୍ୟୟରେ ମଞ୍ଚ ପରିଚାଳନା କରିଥିଲେ ସ୍ନାତକତ୍ତୋର ପରିଷଦ ସଭାପତି ପି. ଅରୁଣ କୁମାର ଏବଂ ଦ୍ଵିତୀୟ ପର୍ଯ୍ୟାୟ ରେ ମଞ୍ଚ ପରିଚାଳନା କରିଥିଲେ ଲେଫ୍ଟେନାଣ୍ଟ ଉଦୟ ନାଏକ I ସମଗ୍ର କ୍ରୀଡ଼ା କାର୍ଯ୍ୟକ୍ରମ ର ଦାୟିତ୍ୱ ନେଇଥିଲେ କ୍ରୀଡ଼ା ପରିଷଦ ର ସଭାପତି ଟିକେଶ୍ୱର ମାଝୀ ଏବଂ ଉପସଭାପତି ଅଶୋକ ସାହୁ, ନୀତି ମିନିଆକା, ଶ୍ରୁତି ଦିପାଳୀ ସାମଲ, ମନ୍ମଥ ଟୋଇକା, ସ୍ନେହଞ୍ଜଳି ପାଣ୍ଡେ,  ଏବିଭି ଗୁପ୍ତା, ପିଣ୍ଟୁ କାଡ୍ରାକା  I କାର୍ଯ୍ୟକ୍ରମ ର ସଫଳତାରେ ସହାୟତା କରିଥିଲେ ପି ଜ୍ୟୋତି, ସୁବ୍ରତ ପ୍ରଧାନ, ଭବେଶ ମହାନ୍ତି, ରମେଶ ହୁଇକା, ଅଜୟ ରାଇତା I ବିଶେଷ ଭାବେ ସହାୟତା କରିଥିଲେ କ୍ରୀଡ଼ା ଶିକ୍ଷକ ଆଶିଷ ପୂଜାରୀ ଏବଂ ନାଗମଣି କୁମ୍ଭାର  I ଶେଷ ରେ କାର୍ଯ୍ୟକ୍ରମ ର ସଫଳତା ପାଇଁ କଲେଜ ଅଧ୍ୟକ୍ଷା ଡ. ସରସ୍ଵତୀ ରାୟ ସମସ୍ତଙ୍କୁ କୃତଜ୍ଞତା ଜଣାଇ ଥିଲେ I


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like