-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||     

HOME   ଜିଲ୍ଲା

ଧୁମଧାମ ରେ ପାଳିତ ହେଲା ନୀଳଜୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରର "ବନବିହାର" କାର୍ଯ୍ୟକ୍ରମ l

25-Dec-2025



ସିନାପାଲି ( ଚିନ୍ତାମଣି ନେତାମ )ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ  ନୀଳଜୀ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ର  "ବନବିହାର " କାର୍ଯ୍ୟକ୍ରମ ପତିଆଳପଡା ନିକଟସ୍ଥ ଉଦନ୍ତୀ ନଦୀ କୂଳରେ ଅନୁଷ୍ଠିତ ହୋଇଯାଇଛି l  ଉକ୍ତ କାର୍ଯ୍ୟକ୍ରମ କୁ  ପରିଚାଳନା କମିଟି ର ସଭାପତି ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର ସଭାପରିଚାଳନା କରିଥିବା ବେଳେ ମୁଖ୍ୟ ଅତିଥି ଭାବରେ ଶ୍ରୀଯୁକ୍ତ ସିନାପାଲି ବ୍ଲକ ବିଜେପି ସାଂସଦପ୍ରତିନିଧି  ଶ୍ରୀଯୁକ୍ତ ମିଥୁନ ବାଗ,ସମ୍ମାନିତ ଅତିଥି ଭାବରେ ସମାଜ ସେବୀ ଶ୍ରୀଯୁକ୍ତ ଫରସ ରାମ ସା, ସମାଜ ସେବୀ ଶ୍ରୀଯୁକ୍ତ ଦିବାକର ଖମାରୀ, ପୂର୍ବତନ ବିଜେପି ମଣ୍ଡଳ ସଭାପତି ଶ୍ରୀଯୁକ୍ତ ପ୍ରତାପ ଚନ୍ଦ୍ର ମେହେର,ଶିକ୍ଷକ ଶ୍ରୀଯୁକ୍ତ ପୂର୍ଣଚନ୍ଦ୍ର ମେହେର, ପରିଚାଳନା ସମିତିର ସମ୍ପାଦକ ଶ୍ରୀଯୁକ୍ତ ଲକ୍ଷ୍ମଣ ପ୍ରଧାନ,ପରିଚାଳନା ସମିତିର କୋଷାଧକ୍ଷ ଶ୍ରୀଯୁକ୍ତ ଓଂକାର ପାଣ୍ଡେ ମଞ୍ଚାସିନ ଥିଲେ l ପରିଚାଳନା ସମିତିର ସଦସ୍ୟା ଶ୍ରୀମତୀ କୁମାରୀ ମାଝୀ,ତାରାଚନ୍ଦ୍ର ପ୍ରଧାନ,ଧବଳେଶ୍ୱର ପ୍ରଧାନ ସହଯୋଗ କରିଥିଲେ l ଶିଶୁ ମନ୍ଦିରର ପ୍ରଧାନ ଆଚାର୍ଯ୍ୟ ଶ୍ରୀଯୁକ୍ତ ପ୍ରଶାନନ୍ଦ କୁମାର ଅତିଥି ପରିଚୟ ସହ  ମଞ୍ଚପରିଚାଳନା କରିଥିଲେ  l କୋଷାଧକ୍ଷ ଶ୍ରୀଯୁକ୍ତ ଓଂକାର ପାଣ୍ଡେ ଧନ୍ୟବାଦ ଅର୍ପଣ କରିଥିଲେ  l ନଦୀ ଓ କୂଳରେ ଥିବା ସବୁଜ ଗଛଳତା ସବୁ ପର୍ଯ୍ୟବେକ୍ଷଣ କରି ଶିଶୁ ଓ ଭାଇ ଭଉଣୀ ପ୍ରକୃତି ବିଷୟରେ ପ୍ରତ୍ୟକ୍ଷ ଜ୍ଞାନ ଆହରଣ କରିଥିଲେ l ଶିଶୁ ଭାଇଭଉଣୀ ମାନଙ୍କ ଦ୍ୱାରା ପରିବେଶିତ ସାଂସ୍କୃତିକ କାର୍ଯ୍ୟକ୍ରମ କୁ ଅନ୍ୟ ଶିଶୁ,ଭାଇଭଉଣୀ ଅତିଥିଗଣ ଓ ଅଭିଭାବକ / ଅଭିଭାବିକା ମନଭରି ଉପଭୋଗ କରିଥିଲେ l ଏହି "ବନବିହାର"କାର୍ଯ୍ୟକ୍ରମ କୁ ସଫଳ କରିବାରେ ଶିଶୁ ମନ୍ଦିର ର  ଆଚାର୍ଯ୍ୟ ଶ୍ରୀଯୁକ୍ତ ବୀରଭଦ୍ର ସା,ସରୋଜ କୁମାର ସୁନାନୀ,ସୁନେଶ୍ୱର ପୁଞ୍ଜି,ଅକ୍ଳେଶ ପାଣ୍ଡେ,ଖିରାଦ୍ଧି ସୁନାନୀ,ବେଣୁଧର ନିଆଲ,ଆଚାର୍ଯ୍ୟା ଶ୍ରୀମତୀ ଡ଼ୁମେରମତି ଗହୀର,ସୁଶ୍ରୀ  ପ୍ୟାରୀ ସା,ସୁଶ୍ରୀ ମିନାକୁମାରୀ ନାଗ ଓ ସମସ୍ତ ଅଭିଭାବକ ଅଭିଭାବିକା  ପୂର୍ଣ୍ଣ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026

You Might Also Like