-+91-9937148622 |

prerana_bgr@rediffmail.com |

  Tuesday 23rd June 2026 |

| | | |

R.N.I. Regd No. ODIODI/2010/46693

Breaking News

ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   (23-Jun-2026)       ||      ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ    (23-Jun-2026)       ||      ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   (23-Jun-2026)       ||      ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   (23-Jun-2026)       ||      ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   (23-Jun-2026)       ||      ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   (23-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||      ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   (22-Jun-2026)       ||      ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   (22-Jun-2026)       ||      *ଖଡିଆଳରେ ଜିଲ୍ଲାପାଳ ଓ ଆରକ୍ଷୀ ଅଧିକ୍ଷକଙ୍କ ଯୁଗ୍ମ ଅଭିଯୋଗ ଶୁଣାଣୀ ଶିବିର : ୧୦୬ଟି ଅଭିଯୋଗର ଶୁଣାଣୀ, ରେଡକ୍ରସ୍ ପାଣ୍ଠିରୁ ସହାୟତା ପ୍ରଦାନ*   (22-Jun-2026)       ||      ବିଞ୍ଝାରପୁର ବ୍ଲକ୍ କାର୍ଯ୍ଯାଳୟ ଠାରେ ଯୁଗ୍ମ ଜନ ଅଭିଯୋଗ ଶୁଣାଣି ଶିବିର   (22-Jun-2026)       ||      ରେଳ ପ୍ରକଳ୍ପ ଜମି ଅଧିଗ୍ରହଣରେ ଅନିୟମିତତା : ଜୀବିତ ମହିଳା ଙ୍କୁ ମୃତ ଦର୍ଶାଇ କ୍ଷତିପୂରଣରୁ ବଞ୍ଚିତ   (22-Jun-2026)       ||      ସିନାପାଲି ସହର ବର୍ଷାରେ ଜଳମଗ୍ନ: ପ୍ରଶାସନ ଓ PWD ବିଭାଗର ଅବହେଳା ନେଇ ଜନଅସନ୍ତୋଷ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଡୁଡୁକା କଲ୍ୟାଣମଣ୍ଡପ ପରିସରରେ ମିଶନ ଶକ୍ତି ସୁଭଦ୍ରା ମେଳା କାର୍ଯ୍ୟକ୍ରମ   (22-Jun-2026)       ||      ପିଏମଶ୍ରୀ ଜର୍ଜ ଉଚ୍ଚ ବିଦ୍ୟାଳୟ ରେ ଯୋଗ ଶିବିର    (22-Jun-2026)       ||      ସାମ୍ବାଦିକ ଅଶୋକ ନାରାୟଣ ଭୋଇ ଙ୍କ ଦେହାନ୍ତ ♦️ଦୀର୍ଘ ୧୭ ବର୍ଷ ଧରି ବିଭିନ୍ନ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ ରେ କାର୍ଯ୍ୟ କରୁଥିଲେ   (22-Jun-2026)       ||      ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ଲୁହୂରମୁଣ୍ଡା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ    (22-Jun-2026)       ||     

HOME   ଜିଲ୍ଲା

ସିନାପାଲି ରାଜଶ୍ରୀ ପବ୍ଲିକ ସ୍କୁଲର ୧୯ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ଅନୁଷ୍ଠିତ l

25-Dec-2025



ସିନାପାଲି ( ଚିନ୍ତାମଣି ନେତାମ )
ନୂଆପଡା ଜିଲ୍ଲା ସିନାପାଲି ବ୍ଲକ ଅନ୍ତର୍ଗତ  ସିନାପାଲି  ସହର ଠାରେ  ଅବସ୍ଥିତ ରାଜଶ୍ରୀ ପବ୍ଲିକ ସ୍କୁଲର  ୧୯ ତମ ବାର୍ଷିକ କ୍ରୀଡା ପ୍ରତିଯୋଗିତା ବହୁତ ଉତ୍ସାହ ଉଦ୍ଦୀପନା ସହ ବିଦ୍ୟାଳୟ ର  ଖେଳପଡିଆ ଠାରେ ଅନୁଷ୍ଠିତ ହୋଇଯାଇଛି  l  ଏହି ଅବସରରେ ଅନୁଷ୍ଠିତ ଉଦ୍ଘାଟନୀ ସଭାରେ ରାଜଶ୍ରୀ ପବ୍ଲିକ ସ୍କୁଲ ର  ଚେୟାରମ୍ୟାନ ଶ୍ରୀଯୁକ୍ତ ରାଜେଶ କୁମାର ଅଗ୍ରୱାଲ  ସଭାପତିତ୍ୱ କରିଥିବାବେଳେ  ମୁଖ୍ୟ ଅତିଥି ଭାବରେ  ପୋଲିସ  ଏସ  ଆଈ   ଶ୍ରୀମତୀ  ରେବତୀ ପ୍ରଧାନ, ବିଶିଷ୍ଟ ଅତିଥି ଭାବରେ   ଖରସେଲ ଗ୍ରାମ ପଂଚାୟତର ସରପଞ୍ଚ  ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଖମାରୀ, ମୁଖ୍ୟ ବକ୍ତା ଭାବରେ  ଶିକ୍ଷାବିତ  ନୀଳଜି ଉ:ପ୍ରା ବିଦ୍ୟାଳୟ ର ପ୍ରଧାନ ଶିକ୍ଷକ  ଶ୍ରୀଯୁକ୍ତ ସତ୍ୟବ୍ରତ ଗହୀର,  ସମ୍ମାନିତ ଅତିଥି ଭାବରେ ଅବସର ପ୍ରାପ୍ତ ଆର୍ମି ଅଫିସର  ଶ୍ରୀଯୁକ୍ତ ଭୂପିନ୍ଦର ନାଏକ,ଏୟାରଟେଲ ଇଞ୍ଜିନିଅର ଶ୍ରୀଯୁକ୍ତ ଅଖିଳ ଚନ୍ଦ୍ର ସା, ଏବଂ ବିଦ୍ୟାଳୟ ର  ଅତିଥି ଖେଳ ପ୍ରଶିକ୍ଷକ   ଶ୍ରୀଯୁକ୍ତ  ସୁରେନ୍ଦ୍ର କୁମାର  ଯୋଗଦାନ କରିଥିଲେ l  ସ୍କୁଲର ଅଧ୍ୟକ୍ଷା ଭାଗ୍ୟବତୀ ପ୍ରଧାନ ଅତିଥି ଗଣଙ୍କୁ  ମଞ୍ଚକୁ ଆମନ୍ତ୍ରଣ କରିବା ସହ ସ୍ୱାଗତ  ଭାଷଣ ପ୍ରଦାନ କରିଥିଲେ  l  ଛାତ୍ରୀଗଣ ଅତିଥି ଗଣ ଙ୍କୁ  ଫୁଲ ଗୁଛ, ସିନ୍ଦୁର ଚନ୍ଦନ ଓ  ବ୍ୟାଚ ଦେଇ ସମ୍ମର୍ଦ୍ଧିତ କରିଥିଲେ l ଛାତ୍ରୀମାନେ ହୃଦୟ ଛୁଆଁ  ସ୍ୱାଗତ ସଂଗୀତ ଓ ନୃତ୍ୟ  ପରିବେଷଣ କରିଥିଲେ  l ତାପରେ ଅତିଥିଗଣ  ବିଦ୍ୟାଦାତା  ଶ୍ରୀଗଣେଶ ଭଗବାନ ଙ୍କ  ପ୍ରତିମୂର୍ତ୍ତି କୁ  ଫୁଲ ଚନ୍ଦନ, ଧୂପ,ଦୀପ, ନାରିକେଳ ଦେଇ ବିଦ୍ୟାଳୟ ର  ମଙ୍ଗଳ କାମନା କରିଥିଲେ l   ସ୍କୁଲ ଚେୟାରମ୍ୟାନ ଅତିସୁନ୍ଦର ଭାବରେ ସଭାକାର୍ଯ୍ୟ  ପରିଚାଳନା କରିଥିଲେ l  ମୁଖ୍ୟ ଅତିଥି ବିଦ୍ୟାଳୟ ର ମଶାଲ ସ୍ଥାପନ ଓ  ପତାକା ଉତ୍ତୋଳନ କଲାପରେ କ୍ରୀଡା ପ୍ରତିଯୋଗିତା  ଶୁଭାରମ୍ବ  ହେଲା ବୋଲି  ଅନୁଷ୍ଠାନିକ ଭାବରେ   ଘୋଷଣା କରିଥିଲେ  l ଶରୀର, ମନ ଓ   ଆତ୍ମା ର  ବିକାଶ ପାଇଁ କ୍ରୀଡା  କସରତ , ଯୋଗ ପ୍ରାଣାୟାମ ଓ ବ୍ୟାୟାମର ନିତାନ୍ତ ଆବଶ୍ୟକ ରହିଛି ବୋଲି  ଅତିଥିଗଣ ନିଜ ବକ୍ତବ୍ୟ ରେ  ମତ ରଖିଥିଲେ  l  ସଭା ଶେଷରେ ଅଧ୍ୟକ୍ଷା  ଅତିଥିଗଣଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ   l ନର୍ସରୀ ରୁ  ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ଶ୍ରେଣୀ ଓ ବାଳକ  ବାଳିକା ୱାରୀ ଷାଠିଏଟି  ଏଭେଣ୍ଟରେ ପ୍ରାୟ ୧୮୦ ଜଣ ଛାତ୍ରଛାତ୍ରୀ ଅଂଶ ଗ୍ରହଣ କରିଥିଲେ  l ବିଜେତା ଛାତ୍ରଛାତ୍ରୀ ମାନଙ୍କୁ  ମେଡାଲ ଓ ପ୍ରମାଣ ପତ୍ର ପ୍ରଦାନ କରି  ପ୍ରଶଂସିତ କରିବା ସହ   ଅତିଥିଗଣ ଉତ୍ସାହିତ କରିଥିଲେ  l ଉକ୍ତ କ୍ରୀଡା ପ୍ରତିଯୋଗିତା ଆୟୋଜନ କରିବାରେ ବିଦ୍ୟାଳୟ ର  ସମସ୍ତ  ଶିକ୍ଷକ / ଶିକ୍ଷୟିତ୍ରୀ ଆନ୍ତରିକ ସହଯୋଗ କରିଥିଲେ  l


News Comment




Photo in News

Advertisment
Lastest News
  ଜିଲ୍ଲା  
ଡାବୁଗାଁ ବ୍ଲକ ରେ ବିକାଶର ଧାରା ଓଡିଶା ସାରା କାର୍ଯ୍ୟକମ ମଧ୍ୟ ଚାଲୁ...... କିନ୍ତୁ ବ୍ଲକବାସୀଙ୍କୁ ସୂଚନା ଦେବା ଏଲଇଡି ମଧ୍ୟ ମରାମତି ହେଉ   23-Jun-2026
  ଜିଲ୍ଲା  
ସ୍କୁଲ ପାଖରେ ମଦ ବିକ୍ରି କୁ ନେଇ ଅଭିଭାବକ ଓ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ   23-Jun-2026
  ଜିଲ୍ଲା  
ଚୌଦ୍ୱାର ରେ ଅନ୍ତର୍ଜାତୀୟ ଯୋଗ ଦିବସ ପାଳିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା ଉପଲକ୍ଷେ ସାଲେଭଟା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   23-Jun-2026
  ଜିଲ୍ଲା  
ଆସନ୍ତା ଜୁଲାଇ ୧୨ ରେ ସୁବର୍ଣ୍ଣପୁର ଠାରେ ଅନୁଷ୍ଠିତ ହେବ ଓଜେୟୁ ରାଜ୍ୟ କାର୍ଯ୍ୟକାରିଣୀ ବୈଠକ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବରପାଲିରେ ଜିଲ୍ଲାପାଳଙ୍କ ନିକଟ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ନିଜ ଜନ୍ମ ମାଟିରେ ଡଃ ନିବେଦିତା ରଥଙ୍କୁ ଅଭୁତପୂର୍ବ ସଂବର୍ଦ୍ଧନା   23-Jun-2026
  ଜିଲ୍ଲା  
ଜିଲ୍ଲା ସ୍ତରୀୟ STEM ଶିକ୍ଷା କାର୍ଯ୍ୟକ୍ରମରେ ଶିଶୁମାନଙ୍କ ସୃଜନ କ୍ଷମତାର ପ୍ରଦର୍ଶନ ଅନୁଷ୍ଠିତ   23-Jun-2026
  ଜିଲ୍ଲା  
ବିକାଶ ଧାରା ଓଡିଶା ସାରା କାର୍ଯ୍ୟକ୍ରମ ଅବସରରେ ବେନ୍ଦ୍ରା ପଂଚାୟତ ପରିସରରେ ସୁଭଦ୍ରା ଶକ୍ତି ସମାବେଶ କାର୍ଯ୍ୟକ୍ରମ   22-Jun-2026
  ଜିଲ୍ଲା  
ଗାଁ ସ୍କୁଲରେ ପହଞ୍ଚି କାର୍ଯ୍ୟରତ ଶିକ୍ଷକଙ୍କ ସହ ଆଲୋଚନା କଲେ ଡି.ଇ.ଓ ♦️ ସରକାରଙ୍କ ବିଭିନ୍ନ କାର୍ଯ୍ୟକ୍ରମର ସଫଳ ରୂପାୟନ ଉପରେ ଜୋର୍   22-Jun-2026
  ଜିଲ୍ଲା  
ରେଶମ ପ୍ରଶାଖା କେନାଲରେ ମିଳିଥିବା ମୃତ ମହିଳାଙ୍କ ପରିଚୟ ମିଳିଲା   22-Jun-2026

You Might Also Like