-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

ଶିକେରପାଟ ମହୋତ୍ସବ ଅବସରରେ ସ୍ବେଚ୍ଛାକୃତ ରକ୍ତଦାନ ଶିବିର ୪ ଜଣ ମହିଳା ସମେତ ୪୭ ୟୁନିଟ ରକ୍ତ ସଂଗ୍ରହ

25-Dec-2025



ତୁଷୁରା (ପଞ୍ଚାନନ ନାଏକ )ବଲାଙ୍ଗୀର ଜିଲ୍ଲା ଗୁଡଭେଲା ବ୍ଲକ ଅନ୍ତର୍ଗତ ଘୁନା ହାଇସ୍କୁଲଠାରେ ଶିକେରପାଟ୍ ମହୋତ୍ସବ କମିଟୀ ଖଡଙ୍ଗା ଅଞ୍ଚଳ ଦ୍ବାରା ସ୍ବେଚ୍ଛାକୃତ ରକ୍ତଦାନ ଶିବିର ଅନୁଷ୍ଠିତ ହୋଇଯାଇଛି ।  ଶିବିରରେ ମୋଟ ୪୭ ଜଣ ୪୩ ପୁରୁଷ ଓ ୪ ମହିଳା ରକ୍ତଦାନ କରିଥିଲେ l  ଏହି ଅବସରରେ ମହୋତ୍ସବ କମିଟିର ସଭାପତି ରୋହିତ ମାଝୀଙ୍କ ସଭାପତିତ୍ୱରେ ଅନୁଷ୍ଠିତ ସଭାରେ  ମୁଖ୍ୟ ଅତିଥି ଭାବେ ଗୁଡଭେଲ ବ୍ଳକ ପୂର୍ବତନ  ଅଧ୍ୟକ୍ଷ ଅଶୋକ ଦୋରା, ସମ୍ମାନିତ ଅତିଥି ଗୁଡଭେଲା ଗୋଷ୍ଟି ସ୍ୱାସ୍ଥ୍ୟକେନ୍ଦ୍ରର ଡ଼. ସମୀର ଆଚାର୍ଯ୍ୟ, ଭାଗବତ ନାହାକ, ଘୁନା ସରପଞ୍ଚ କବିତା ମହାନନ୍ଦ  ଉପସ୍ଥିତ ରହି ରକ୍ତଦାତାଙ୍କୁ ଉତ୍ସାହିତ କରିଥିଲେ । ମଞ୍ଚ ପରିଚାଳନା ଓ ସ୍ୱାଗତ ଭାଷଣ ମହୋତ୍ସବ କମିଟି ସମ୍ପାଦକ  ଲମ୍ବୋଦର ମନହିରା ପ୍ରଦାନ କରିଥିବାବେଳେ,ଧୁବଳେଶ୍ବର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ । ରକ୍ତ ଭଣ୍ଡାର କାଉନସିଲର ଶେଖ ଅସରଫ ଓ ରକ୍ତ ପରୀକ୍ଷକ ଲକ୍ଷ୍ମୀଧର ସାହୁ, ରଞ୍ଜିତ ବେହେରା ଙ୍କ ସହ ଗୁଡଭେଲା ଗୋଷ୍ଟି ସ୍ୱାସ୍ଥ୍ୟ କେନ୍ଦ୍ର ସ୍ବାସ୍ଥ୍ୟ ଅଧିକାରୀ ଡ଼. ସୂର୍ଯ୍ୟକାନ୍ତ ପତ୍ର ପ୍ରମୁଖ ଉପସ୍ଥିତ ଥିଲେ l ଏଥିରେ ମହୋତ୍ସବ କମିଟୀର  ସମସ୍ତ ସଦସ୍ୟ ସଦସ୍ୟା ସହଯୋଗ କରିଥିଲେ ।
ଅପରପକ୍ଷରେ  ଖଡଙ୍ଗା ଅଞ୍ଚଳ ଲୋକ ସାହିତ୍ୟ, ସଂସ୍କୃତି ଓ ପରମ୍ପରାକୁ ପୁଣିଥରେ ଆସନ୍ତା ଡିସେମ୍ବର ୨୫ରୁ ୨୯ ତାରିଖରେ ପର୍ଯ୍ୟନ୍ତ  ଶିକେରପାଟ୍ ମହୋତ୍ସବ ୨୦୨୫-୨୬ ଅନୁଷ୍ଠିତ ହେବାକୁ ସମସ୍ତ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଥିବାବେଳେ ରାଜ୍ୟର ବିଭିନ୍ନ ଜିଲ୍ଲାର ସାଂସ୍କୃତିକ ଦଳ ଅଂଶଗ୍ରହଣ କରିବା ସହ ମିନା ବଜାର ପଲ୍ଲୀଶ୍ରୀ ମେଳା ଓ କୃଷି ମେଳାର ମଧ୍ୟ ବ୍ୟବସ୍ଥା ରହିଥିବା କମିଟୀ ପକ୍ଷରୁ ସୂଚନା ମିଳିଛି ।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like