-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଜିଲ୍ଲା

ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଲବିହାରୀ ବାଜପେୟୀ ଙ୍କ ପୁଣ୍ୟ ତିଥିରେ ବିଜେପି ପକ୍ଷରୁ ଶ୍ରଦ୍ଧାଞ୍ଜଳି

25-Dec-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ଆଗଲପୁର ହାଇସ୍କୁଲ ପଡିଆ ର ପେଣ୍ଡାଲ ରେ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଲବିହାରୀ ବାଜପେୟୀ ଙ୍କ ପୁଣ୍ୟତିଥି ରେ ବି ଜେ ପି ତରଫ ରୁ ଶ୍ରଦ୍ଧାଞ୍ଜଳି ସଭା ଅନୁଷ୍ଠିତ ହୋଇଯାଇଅଛି l ଏଥିରେ ଆଗଲପୁର ଜୋନ ୧ ର ବି ଜେ ପି ମଣ୍ଡଳ ସଭାପତି ହିମାଂଶୁ ସାହୁ ଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ଅଟଳବିହାରୀ ବାଜପେୟୀ ଙ୍କ ପୁଣ୍ୟତିଥି ରେ ଏକ ସଭା ହୋଇଥିଲା ।ପ୍ରଥମେ ପ୍ରତିମୂର୍ତ୍ତି ରେ ଫୁଲ ଦୀପ ଦେଇ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଥିଲା l ଏହା ପରେ ସଭାପତି ଏହି ମହାନ୍ ପୁରୁଷ ଙ୍କ ଜୀବନୀ ସହ ରାଜନୀତି ରେ ଅଂଶଗ୍ରହଣ କରି ବଳିଷ୍ଠ ନେତୃତ୍ୟୁ ନେବା ସହ ଦାରିଦ୍ର୍ୟ ଦୂରୀକରଣ , ଶିକ୍ଷା , ସ୍ବାସ୍ଥ୍ୟ ,ସେବା , ସଂସ୍କୃତି ଓ ସାମାଜିକ ସଂଗଠନ ରେ ଉନ୍ନତି ପଥରେ ଆଗେଇ ନେବାପାଇଁ ପ୍ରୟାସ ଜାରି  ରଖିବା ପାଇଁ ଜନସାଧାରଣ ଙ୍କୁ ଆହ୍ଵାନ ଦେଇଥିବା ମଣ୍ଡଳ ସଭାପତି ହିମାଂଶୁ ସାହୁ ନିଜ ସୁ ଚିନ୍ତ ମନ୍ତବ୍ୟ ପ୍ରକାଶ କରିଥିଲେ । ଏହ।ବ୍ୟତୀତ ଜୋନ 1 ରେ ବି ଜେ ପି ସରକାର ଙ୍କ ମଣ୍ଡଳ ସଭାପତି ନ ଥିବାରୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଡ଼. ମୁକେଶ ମହାଳିଙ୍ଗ ଏକ କର୍ମୀ ସମ୍ମିଳନୀ ରେ ଶ୍ରୀ ହିମାଂଶୁ ସାହୁ ଙ୍କୁ ମଣ୍ଡଳ ସଭାପତି ଭାବେ ମନୋନୀତ କରିବା ସହିତ ଘୋଷଣା କରିଥିଲେ । ଏହି କାର୍ଯ୍ୟକ୍ରମ ରେ ବରିଷ୍ଟ କର୍ମୀ ଗୌର ମେହେର , ନବୀନ ମହାକୁର , ଯୁବ ମୋର୍ଚ୍ଚା ସଭାପତି ପ୍ରେମାନନ୍ଦ ପଧାନ ,  ପାଣ୍ଡବ ପୁଟେଳ , ସିଭିଲ ସାହୁ , ସୁରଥ ଗଡ଼ତ୍ୟା, ରୋହିଣୀ ସାହୁ , ପିଣ୍ଟୁ ସାହୁ , ରାଜୀବ ଭୋଇ , ମୁକେଶ ଥପ। , ଉତ୍ତମ ନାୟକ , ଝସକେତନ ସାହୁ , ପ୍ରଦୀପ ସ୍ୱାଇଁ , ପ୍ରମୁଖ ଶତାଧିକ କର୍ମୀ ଏହି ପୁଣ୍ୟ ତିଥି ରେ ଯୋଗ ଦେଇଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like