-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   (03-Nov-2026)       ||      କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||     

HOME   ଜିଲ୍ଲା

ବରପାଲି ଗଙ୍ଗାଧର ଶିକ୍ଷା ନିକେତନ ର ବାର୍ଷିକ ଉତ୍ସବ ଅର୍ଘ୍ୟଥାଳି

25-Dec-2025



ବରପାଲି  (ସୁଦାମ ଦୀପ)
ବରଗଡ ଜ଼ିଲ୍ଲା ବରପାଲି ଠାରେ ଗଙ୍ଗାଧର ଶିକ୍ଷା ନିକେତନ ର ସପ୍ତମ ବାର୍ଷିକ ଉତ୍ସବ ଅର୍ଘ୍ୟଥାଳି ସ୍ଥାନୀୟ ମାରୱାଡି ଧର୍ମଶାଳା ଠାରେ ସ୍କୁଲ ପରିଚାଳନା କମିଟି ର ସଭାପତି କମ୍ବୁପାଣି ବେହେରା ଙ୍କ ସଭାପତିତ୍ୱ ରେ ଅନୁଷ୍ଠିତ ହୋଇଯାଇଛି l ଏହି କାର୍ଯ୍ୟକ୍ରମ ରେ  ସୁକାନ୍ତି ଭୋଇ ଅତିଥି ପରିଚୟ ପ୍ରଦାନ କରିଲେ l  ମୁଖ୍ୟ ଅତିଥି ଭାବରେ ବରପାଲି ବ୍ଲକ ଶିକ୍ଷା ଅଧିକାରୀ ମୁକୁନ୍ଦ ମାହାର ଯୋଗଦାନ କରିଥିବା ବେଳେ ସମ୍ମାନିତ ଅତିଥି ଭାବରେ ବରପାଲି ମହାବିଦ୍ୟାଳୟ ର ପୂର୍ବତନ ଅଧକ୍ଷ ଡ଼କ୍ଟର ଘନଶ୍ୟାମ ପାଣିଗ୍ରାହୀ ଯୋଗଦାନ କରିଥିଲେ l ଏହି କାର୍ଯ୍ୟକ୍ରମ ରେ ମୁଖ୍ୟବକ୍ତା ଭାବରେ ସମ୍ବଲପୁର ବିଇଡି କଲେଜ ର ଡକ୍ଟର ଅଧ୍ୟାପକ ଯୁଧିଷ୍ଠିର ମିଶ୍ର ଓ ବରପାଲି ଏନଏସି ହାଇସ୍କୁଲ ର ପ୍ରଧାନ ଶିକ୍ଷକ ମନୋଜ କୁମାର ବାରିକ ଯୋଗଦାନ କରିଥିଲେ l ଶିକ୍ଷାନିକେତନ ର ଅଧକ୍ଷ ଦେବାଶିଷ ମେହେର କାର୍ଯ୍ୟକ୍ରମ କୁ ସଂଯୋଜନା କରିଥିବା ବେଳେ ଶିକ୍ଷକ ମହାଦେବ ମେହେର ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଗାଏବ ହୋଇଗଲା ଜିସି କଲେଜ ପରିଚାଳନା କମିଟି ପୁସ୍ତକ,,,,, ଉଚ୍ଚସ୍ତରୀୟ ତଦନ୍ତ ଦାବିରେ କର୍ମଚାରୀଙ୍କ ଅହୋରାତ୍ର ଧାରଣା   03-Nov-2026
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026

You Might Also Like