-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ , ଆଦର୍ଶ କ୍ଲବ୍ ଝାରସୁଗୁଡା ପୁଲ୍ - ବି ର ସେମି ଫାଇନାଲ୍ କୁ ପ୍ରବେଶ

25-Dec-2025



ଲୋଇସିଂହା, (ବିନୋଦ ଦୀପ) ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ପୁଲ୍ - ବି ର ପ୍ରଥମ   କ୍ବାଟର୍ ଫାଇନାଲ୍ ବେଦିକ୍ ଇଲେଭେନ୍ ସମ୍ବଲପୁର  ଓ ଆଦର୍ଶ କ୍ଲବ୍ ଝାରସୁଗୁଡା  ମଧ୍ଯରେ ଅନୁଷ୍ଠିତ ହୋଇଥିଲା । ଆଜିର ଖେଳରେ ଆଦର୍ଶ କ୍ଲବ୍ ଝାରସୁଗୁଡା ୪-୨  ଗୋଲ୍ ରେ ବିଜୟୀ ହୋଇ ପୁଲ୍ -ବି ର ସେମି ଫାଇନାଲ୍ କୁ ପ୍ରବେଶ କରିଛି ।ଏହି ଅବସରରେ   ମୁଖ୍ଯ ଅତିଥି ଭାବେ  ଲୋଇସିଂହା ବ୍ଲକ୍ ଅଧ୍ଯକ୍ଷ ଯତୀନ୍ଦ୍ର କୁମାର ପଟେଲ ଯୋଗଦେଇ ଥିବାବେଳେ ବଡଟିକା ଗ୍ରାମ ପଞ୍ଚାୟତ ପୂର୍ବତନ ପେକ୍ସ୍ ସଭାପତି ଦାମୋଦର ବେହେରା,  ଫୁଟବଲ୍ ଖେଳାଳି ତଥା ଆର୍ ପି ଏଫ୍  କନେଷ୍ଟବଲ୍ ସୁବାଷ ଚନ୍ଦ୍ର ବିଶ୍ବାଲ,ପୂର୍ବତନ ବଡଟିକା ଗ୍ରାମ ପଞ୍ଚାୟତ ପିଇଓ ରାଜକିଶୋର ସାହୁ,ବଳରାମ ଧରୁଆ  ପ୍ରମୁଖ   ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ ।  ମ୍ଯାଚ୍ କମିଶନର୍ ସୁଦୟ କୁମାର ବାରିକ ଙ୍କ ପ୍ରତ୍ଯକ୍ଷ ତତ୍ତାବଧାନରେ ରାଜ୍ କୁମାର ମଣ୍ଡଳ, କରୁଣାକର ପଧାନ ,ସୁଧାଂଶୁ ଶେଖର ସେଠ୍ ଓ ରୋଶନ୍ ମେହେର ଆଜିର ଖେଳକୁ ପରିଚାଳନା କରିଥିଲେ ।    ଆଦର୍ଶ କ୍ଲବ୍ ଝାରସୁଗୁଡା ଦଳର  ଟଙ୍କଧର ବାଗ ଆଜିର ଖେଳର ଶ୍ରେଷ୍ଠ ଖେଳାଳି ଭାବେ    ମୁଖ୍ଯ ଅତିଥିଙ୍କଠାରୁ ପୁରସ୍କୃତ ହୋଇଥିଲେ  ।   ବଡଟିକା କ୍ରୀଡା ସଂଘର କାର୍ଯ୍ୟକ୍ରମ ସଂଯୋଜକ ଋଷଭ ପଧାନ ମଞ୍ଚ ପରିଚାଳନା କରିଥିବା ବେଲେ  ହିମାଶୁ ଦଳପତି ଧାରା ବିବରଣୀ ପ୍ରଦାନ କରିଥିଲେ । କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ,   ଶୁଶିଲ ବିଶ୍ବାଲ,ଯୁବ ସ୍ବେଚ୍ଛାସେବୀ ଡୋଳାମଣି ଦଳପତି  ତଥା କ୍ରୀଡା ସଂଘ ର  ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ । ଆସନ୍ତା କାଲି  ପୁଲ୍ - ବି ର ଦ୍ବିତୀୟ କ୍ବାଟର୍ ଫାଇନାଲ୍   ସୁରଜ-୧୧ ଫୁଲବାଣୀ ଓ ସ୍ପୋର୍ଟସ ହଷ୍ଟେଲ ବଲାଙ୍ଗିର  ମଧ୍ଯରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ସୂତ୍ର ରୁ ପ୍ରକାଶ l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like