-+91-9937148622 |

prerana_bgr@rediffmail.com |

  Tuesday 3rd November 2026 |

| | | |

R.N.I. Regd No. ODIODI/2010/46693

Breaking News

କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   (03-Nov-2026)       ||      ‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   (03-Nov-2026)       ||      ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   (02-Nov-2026)       ||      ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   (02-Nov-2026)       ||      ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ    (02-Nov-2026)       ||      ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   (02-Nov-2026)       ||      ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   (02-Nov-2026)       ||      ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   (02-Nov-2026)       ||      ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   (02-Nov-2026)       ||      ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   (02-Nov-2026)       ||      ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   (02-Nov-2026)       ||      ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   (02-Nov-2026)       ||      ନାଗାଁ (ବି) ଠାରେ CRY ଓ PAP ପକ୍ଷରୁ ଶିଶୁମାନଙ୍କ ଅନଲାଇନ୍ ସୁରକ୍ଷା ଅଭିଯାନ ‘Ting Tang’ର ଶୁଭାରମ୍ଭ   (02-Nov-2026)       ||      ପ୍ରଧାନ ଶିକ୍ଷକଙ୍କୁ ଅବସରକାଳୀନ ସମ୍ବର୍ଦ୍ଧନା   (02-Nov-2026)       ||      *ପାପଡାହାଣ୍ଡି ବ୍ଲକ କ୍ଷତ୍ରିୟ ଧାକଡ ସମାଜ ବୈଠକ*   (02-Nov-2026)       ||      ବୁଦ୍ଧିଜୀବୀ ସମ୍ମିଳନୀ ଏବଂ ଆଲୋଚନା ଚକ୍ର ଲୋଇସିଂହା ଅଗ୍ରେସନ ଭବନ ଠାରେ ଅନୁଷ୍ଠିତ    (02-Nov-2026)       ||      ବଲାଙ୍ଗୀରକୁ ଏକନମ୍ବର କରିବାର ମିଳିତ ଉଦ୍ୟମ ହେଉ-ଜିଲ୍ଲା ଯୋଜନାବୋର୍ଡ ଅଧ୍ୟକ୍ଷ   (01-Nov-2026)       ||      *ସାମ୍ୱାଦିକ ତଥା ସମାଜସେବୀ ଙ୍କ ମାତୃ ବିୟୋଗ*- *ସୋନପୁର ରେ ଶୋକ*-   (01-Nov-2026)       ||      ଡା ବୁ ଗାଁ ମା ଗଜଲଷ୍ମୀ ଭାଷା ଣୀ ଉତ୍ସବ    (01-Nov-2026)       ||      ଜାତୀୟ ବିଦ୍ୟାଳୟ ରଗ୍‌ବୀ ପ୍ରତିଯୋଗିତାରେ ଟିଟିଲାଗଡର ଝିଅ ଖିଲି ପାତ୍ର - ୧୭ ବର୍ଷରୁ କମ୍ ବର୍ଗରେ ଦିଲ୍ଲୀରେ ଦେଖାଇଲେ ଦମଦାର୍ ପ୍ରଦର୍ଶନ   (01-Nov-2026)       ||     

HOME   ଜିଲ୍ଲା

ନୂଆପଡ଼ା ଜିଲ୍ଲାପାଳଙ୍କ ଓସ୍ ୱାନ୍ ମାଧ୍ୟମରେ ରାଜ୍ୟସ୍ତରୀୟ ବାଜପେୟୀ ଜୟନ୍ତୀରେ ଆଭାସୀ ଯୋଗଦାନ*

25-Dec-2025



(ଡୋଲେଶ୍ୱର ବାଗ)
ଓୟୁଏଟି ପରିସରରେ ଆୟୋଜିତ ରାଜ୍ଯସ୍ତରୀୟ ସୁଶାସନ ଦିବସ ତଥା ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ଜୟନ୍ତୀ ସମାରୋହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ମୁଖ୍ଯ ଅତିଥି ଭାବରେ ଯୋଗଦାନ କରି ସ୍ବର୍ଗତ ବାଜପେୟୀଙ୍କୁ ଶ୍ରଦ୍ଧାସୁମନ ଅର୍ପଣ କରିଥିଲେ।ଏହି ଅବସରରେ ଶ୍ରୀ ମାଝୀ ସିଏମ୍ ଡାସ୍ ବୋର୍ଡର ଲୋକାର୍ପଣ କରିବା ସହ ଜିଲ୍ଲାସ୍ତରରେ ପେପରଲେସ୍ ସରକାରୀ କାର୍ଯ୍ୟ ନିମନ୍ତେ ଉଦ୍ଦିଷ୍ଟ ଓସ୍ବାସ୍ ପ୍ରକ୍ରିୟାର ଶୁଭାରମ୍ଭ କରିଥିଲେ। ସେହିଭଳି ଶ୍ରୀ ମାଝୀ "ଆମ ସାଥୀ" ୟୁନିଫାଏଡ୍ ହ୍ବାଟସ୍‌ଆପ୍ ଚାଟ୍‌ବୋଟ୍‌ର ଲୋକାର୍ପଣ କରିଥିଲେ l ଏହାସହିତ, ନୂଆପଡ଼ା ଜିଲ୍ଲପାଳଙ୍କ କାର୍ଯ୍ୟାଳୟ , ଅନ୍ୟ ଜିଲ୍ଲା କାର୍ଯ୍ୟାଳୟ , ତହସିଲ ଏବଂ ବ୍ଲକ ସ୍ତରୀୟ କାର୍ଯ୍ୟାଳୟରେ OSWAS ମାଧ୍ୟମରେ ଅନଲାଇନ ଫାଇଲ କାର୍ଯ୍ୟ କରିବା ବ୍ୟବସ୍ଥା ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିଛନ୍ତି ।ନୂଆପଡ଼ା ଜିଲ୍ଲାପାଳ ମଧୁସୁଦନ ଦାସ ଏହି କାର୍ଯ୍ୟକ୍ରମରେ ଭିଡିଓ କନଫରେନ୍ସିଙ୍ଗ, ଆଭାସୀ ମାଧ୍ୟମରେ ଯୋଗଦାନ କରିଥିଲେ। ଜିଲ୍ଲାପାଳଙ୍କ ଓସ୍ ୱାନ୍ ସମ୍ମିଳନୀ କକ୍ଷରେ ଆୟୋଜିତ ଏହି ସଭାରେ ଜିଲ୍ଲା ମୁଖ୍ୟ ଉନ୍ନୟନ ଅଧିକାରୀ ଲମ୍ବୋଦର ଧରୂଆ, ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ଡଃ ଧନେଶ୍ଵର ସେଠୀ, ଉପ ଜିଲ୍ଲାପାଳ ସୂର୍ମି ସୋରେନ, ଅଧିକାରୀ ଯୋଗ ଦେଇଥିଲେ।


News Comment




Photo in News

Advertisment
Lastest News
  ଜିଲ୍ଲା  
କଣ୍ଟାମାଳରେ ମାଗଣା ଚକ୍ଷୁ ଚିକିତ୍ସା କେନ୍ଦ୍ର ଉଦଘାଟିତ   03-Nov-2026
  ଜିଲ୍ଲା  
‘ବିକଶିତ ଭାରତ-୨୦୪୭’ ଓ ଶିକ୍ଷା ବ୍ୟବସ୍ଥା ଉପରେ ଆଲୋଚନା ଚକ୍ର♦️ଶିକ୍ଷାର ବିକାଶ ପାଇଁ ସରକାରଙ୍କ ବିଭିନ୍ନ ପଦକ୍ଷେପ ଉପରେ ଆଲୋକପାତ   03-Nov-2026
  ରାଜ୍ୟ  
ସିଲଭର ଗାନ୍ଧୀଙ୍କ ଦ୍ୱାରା ଗୁଜରାଟ ରେ ସ୍ୱଚ୍ଛ ଭାରତ ପଦଯାତ୍ରାର ଭବ୍ୟ ଆୟୋଜନ   02-Nov-2026
  ଜିଲ୍ଲା  
ଥାନାରେ ଦାଦନ ଓ ସର୍ଦାରଙ୍କ ହାଜିରୀ ଚୁଲିକି ଗଲାଣି ଟାସ୍କଫୋର୍ସ  !   02-Nov-2026
  ଜିଲ୍ଲା  
ଟିଟିଲାଗଡ଼ ବ୍ଲକର ପ୍ରାଥମିକ ଶିକ୍ଷକ ସଂଘର ନୂତନ କର୍ମକର୍ତ୍ତା ଚୟନ - ସୁଶାନ୍ତ କୁମାର ରଥ ସଭାପତି ଭାବେ ମନୋନୀତ   02-Nov-2026
  ଜିଲ୍ଲା  
ଦ୍ୱାଦଶ ଭୀମପାହାଡମହୋତ୍ସବର ଲୋଗୋ ଉନ୍ମୋଚିତ   02-Nov-2026
  ଜିଲ୍ଲା  
ବଲାଙ୍ଗିର ଦିନ୍‌ କାର୍ଯ୍ୟକ୍ରମରେ ବଲାଙ୍ଗିର ଜିଲ୍ଲା ସାମ୍ବାଦିକ ସଂଘ ଅପମାନିତ   02-Nov-2026
  ଜିଲ୍ଲା  
ଧୀରପାଟଣା ଗ୍ରାମରେ ପହଞ୍ଚିଲା ସୁପ୍ରିମକୋର୍ଟ ଓ ହାଇକୋର୍ଟଙ୍କ ଇ-ସେବା ମୋବାଇଲ୍ ଭ୍ୟାନ୍, ଭିଡିଓ କନ୍‌ଫରେନ୍ସିଂରେ ୫ ବରିଷ୍ଠ ନାଗରିକଙ୍କ ସାକ୍ଷ୍ୟ ରେକର୍ଡ।   02-Nov-2026
  ଜିଲ୍ଲା  
ବଲାଙ୍ଗୀର ପବ୍ଲିକ୍ ସ୍କୁଲରେ ଯୁଧିଷ୍ଠିର ମିଶ୍ରଙ୍କ ଶ୍ରାଦ୍ଧୋତ୍ସବ   02-Nov-2026
  ଜିଲ୍ଲା  
ବଲାଙ୍ଗୀର ସହରରେ ଆଧୁନିକ ଇଣ୍ଡୋର ଷ୍ଟାଡିୟମ୍ ନିର୍ମାଣ ଦାବି   02-Nov-2026
  ଜିଲ୍ଲା  
ଗରିବଙ୍କ ହକ୍‌ର ଚାଉଳ କୁଆଡ଼େ ଗଲା? ବାବେବିର ପଞ୍ଚାୟତରେ ପିଡିଏସ୍ ଚାଉଳ ବଣ୍ଟନକୁ ନେଇ ଅସନ୍ତୋଷ, ଯୋଗାଣ ସହାୟକଙ୍କ ବିରୋଧରେ ଅନିୟମିତତା ଅଭିଯୋଗ   02-Nov-2026
  ଜିଲ୍ଲା  
ଆମପାଣି ଗ୍ରାମ ଠାରେ ବୁଢ଼ାରଜାଙ୍କ ପ୍ରସିଦ୍ଧ ଦଶରା ପର୍ବ ପାଳିତ   02-Nov-2026

You Might Also Like