-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

କଟକ ବାରବାଟୀ ଷ୍ଟାଡିୟମ ଠାରେ ଅନୁଷ୍ଠିତ ହେବାକୁ ଥିବା ରାଜ୍ୟ ଆଥେଲେଟିକ ମିଟ ରେ ଅଂଶଗ୍ରହଣ ପାଇଁ ବୌଦ୍ଧର ୨୭ ଜଣ ଖେଳାଳିଙ୍କୁ ଉତ୍ସାହିତ କଲେ ବିଧାୟକ ଏବଂ ଜ଼ିଲ୍ଲା ପ୍ରଶାସନ

25-Dec-2025



ବୌଦ୍ଧ(ଦୁର୍ଯ୍ୟୋଧନ ବିଶି): ଆଜି ସନ୍ଧ୍ୟାରେ ଜ଼ିଲ୍ଲା ସଂଗ୍ରହାଳୟ ଠାରେ ବୌଦ୍ଧର ଜ଼ିଲ୍ଲା ଦଳ ର ଖେଳରେ ଅଂଶଗ୍ରହଣ କରି ଚୟନ ପାଇଁ ଯାଉଥିବା  ୨୭ଜଣ ଖେଳାଳି  ବୌଦ୍ଧ ବିଧାୟକ  ତଥା ମୁଖ୍ୟ ସଚେତକ, ଓଡିଶା ସରକାର ଶ୍ରୀଯୁକ୍ତ ସରୋଜ କୁମାର ପ୍ରଧାନ, ଜ଼ିଲ୍ଲାପାଳ ବିଭୁତି ଭୂଷଣ ନାୟକ, ଅତିରିକ୍ତ ଜ଼ିଲ୍ଲାପାଳ ଅନିରୁଦ୍ଧ ପ୍ରଧାନ,  ବୌଦ୍ଧ ଜ଼ିଲ୍ଲା ଏଥେଲେଟିକ ଆସୋସିଏସନ ର ସାଧାରଣ ସମ୍ପାଦକ ଯୁଗଳ କିଶୋର ସାମଲ, ସହ ସମ୍ପାଦକ ଲମ୍ବୋଦର ପୁରୋହିତ  ଶୁଭେଚ୍ଛା ଜଣାଇବା ସହ କୃତକାର୍ଯ୍ୟ ହୋଇ ଆସିବା ପାଇଁ ଉତ୍ସାହିତ କରିଥିଲେ l ସୂଚନା ଯୋଗ୍ୟ ଯେ  ଡିସେମ୍ବର ୨୭ ଏବଂ ୨୮ତାରିଖ ବାରବାଟି ଷ୍ଟାଡିୟମ, କଟକ ଠାରେ ରାଜ୍ୟ ଏଥେଲେଟିକ ମିଟ ଅନୁଷ୍ଠିତ ହେବ l  ଏହି ଉପଲକ୍ଷେ ବୌଦ୍ଧ ଜ଼ିଲ୍ଲାର ୨୭ଜଣ ଏଥେଲେଟ ରେ ଅଂଶଗ୍ରହଣ କରିବା ପାଇଁ ଆଜି କଟକ ଯାତ୍ରା କରୁଛନ୍ତି l ଏହା ପୂର୍ବରୁ ବୌଦ୍ଧ ଜ଼ିଲ୍ଲା ଆଥେଲେଟିକ ଆସୋସିଏସନ ପକ୍ଷରୁ ଜ଼ିଲ୍ଲାରେ ଆଥେଲେଟିକ ମିଟ ଅନୁଷ୍ଠିତ କରାଯାଇ ଖେଳାଳି ଚୟନ କରାଯାଇଥିଲା  ଏବଂ ଏଥିରେ ୫୫୦ଜଣ ଜ଼ିଲ୍ଲାରୁ ଅଂଶଗ୍ରହଣ କରିଥିଲେ l


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like