-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

୭୮ତମ ବିଶ୍ଵ ପ୍ରସିଦ୍ଧ ଧନୁଯାତ୍ରା ଅବସର ରେ ନିଷ୍ଠା ପରିବାର ର ରକ୍ତ ଦାନ ଶିବିର ଦ୍ଵିତୀୟ ଦିନ ରେ #୪୩ୟୁନିଟ ରକ୍ତ ସଂଗୃହୀତ .......

26-Dec-2025



ବରପାଲି (ସୁଦାମ ଦୀପ)
ବିଶ୍ବ ପ୍ରସିଦ୍ଧ ଧନୁଯାତ୍ରା ଅବସର ରେ ବୀରାଧି ବୀର ବର ପ୍ରବଳ ପ୍ରତାପୀ ମଥୁରା ନରେଶ କଂସ ମହାରାଜ ଙ୍କ ଆଦେଶ ରେ ଜର୍ଜ ହାଇସ୍କୁଲ ,ମିନା ବଜାର ପଡିଆ ଠାରେ ନିଷ୍ଠା ପରିବାର ତରଫ ରୁ ଦ୍ଵିତୀୟ  ଦିନ ସ୍ଵେଚ୍ଛାକୃତ ରକ୍ତ ଦାନ ଶିବିର ଅନୁଷ୍ଠିତ ହୋଇଥିଲା।ଏହି ଶିବିର ରେ ମୁଖ୍ୟ ଅତିଥି ଭାବରେ ବରଗଡ଼ ଉପ ଜିଲ୍ଲାପାଳ ଶ୍ରୀ ପ୍ରସନ୍ନ କୁମାର ପାଣ୍ଡେ, ବରଗଡ଼ ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ କୁବେର କୁମାର ମହାନ୍ତ ଯୋଗ ଦେଇ ଫିତା କାଟି ଶିବିର ର ଶୁଭାରମ୍ଭ କରିଥିଲେ।ଧନୁଯାତ୍ରା ଦେଖି ଆସିଥିବା ସମୟ ରେ ରକ୍ତ ଦେବା ପାଇଁ ଯୁବକ ଯୁବତୀ ଙ୍କ ମଧ୍ୟ ରେ ବେଶ୍ ଉତ୍ସାହ ଦେଖିବାକୁ ମିଳିଥିଲା। ଦ୍ଵିତୀୟ ଦିନ ରେ ବରଗଡ଼ ରକ୍ତ ଭଣ୍ଡାର ଦ୍ଵାରା ସର୍ବମୋଟ ୪୩ୟୁନିଟ ରକ୍ତ ସଂଗୃହୀତ ହୋଇଥିଲା।ଏହି ଶିବିର କୁ ନିଷ୍ଠା ପରିବାର ର ସମସ୍ତ ସଦସ୍ୟ ସଦସ୍ୟା ସୁପରିଚାଳନା କରିଥିଲେ। ରକ୍ତ ଦାତା ମାନଙ୍କୁ ନିଷ୍ଠା ପରିବାର ତରଫରୁ କୋଟି କୋଟି ପ୍ରଣାମ ଓ ହୃଦୟ ରୁ ଧନ୍ୟବାଦ ଜ୍ଞାପନ କରୁଛୁ। ରକ୍ତଦାନ ଶିବିର କୁ ସଂଲଗ୍ନ କରି ନିଷ୍ଠା ପରିବାର ତରଫ ରୁ ଏକ ସ୍ତନ୍ୟପାନ କେନ୍ଦ୍ର ର ବ୍ୟବସ୍ଥା କରାଯାଇଛି।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like