-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||      *CRG ଚୟନରେ ପାରଦର୍ଶିତା ନେଇ ପ୍ରଶ୍ନ: ସିଆରସି ର ଏକ ପାଖିଆ ନିଷ୍ପର୍ତ୍ତି ରେ ଯୋଗ୍ୟତା ଓ ଅଭିଜ୍ଞତାକୁ ଗୁରୁତ୍ୱ ନାହିଁ*   (09-Sep-2026)       ||     

HOME   ଜିଲ୍ଲା

*ବିଜୁ ଜନତା ଦଳ ର ୨୯ ତମ ପ୍ରତିଷ୍ଠା ଦିବସ ପଳିତ୍*

26-Dec-2025



(ଡୋଲେଶ୍ୱର ବାଗ)
 ନୂଆପଡ଼ା ଜିଲ୍ଲା ଖଡିଆଳ ନିର୍ବାଚନ ମଣ୍ଡଳୀ ରେ ଖଡିଆଳ କଲ୍ୟାଣ ମଣ୍ଡପ ୨ ଠାରେ ବିଜୁ ଜନତା ଦଳ ର ୨୯ ତମ ପ୍ରତିଷ୍ଠା ଦିବସ ପଳିତ୍ ହୋଇଯାଇଅଛି। ଏହି ପ୍ରତିଷ୍ଠା ଦିବସରେ ଖଡିଆଳ ବିଧାୟକ ଅଧିରାଯ ପାଣିଗ୍ରାହୀ ଯୋଗ ଦେଇ ଦଳୀୟ ସାଂଗଠାନିକ ମଜଭୁତ କରିବା ପାଇଁ  ତୃଣମୂଳ ସ୍ତରରେ କାର୍ଯ୍ୟ କରିବାକୁ ଆହ୍ବାନ କରିଥିଲେ। ଓଡ଼ିଶା ର ବିଶାଲ ସ୍ୱାର୍ଥ ଦୃଷ୍ଟିରୁ ବିଜୁ ଜନତା ଦଳ ଗଠିତ ହୋଇଥିବା ବେଳେ ଓଡ଼ିଶା ବାସୀଙ୍କ ପାଇଁ ଅନେକ ସଫଳ କାର୍ଯ୍ୟ କରିଅଛି। ସଭାରେ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଡଲି ମାଝୀ,  ବ୍ଲକ ଅଧ୍ୟକ୍ଷା ପୁଷ୍ପାଞ୍ଜଳୀ ନନ୍ଦ,  ଜିଲ୍ଲା ପରିଷଦ ସଭ୍ୟ ଚିତ୍ତରଞ୍ଜନ ବେହେରା, ମଲ୍ୟବନ୍ତ ସୁନା, ତନୟା ଶବର, ସନ୍ତୋଷ ମିଶ୍ର ପ୍ରମୁଖ ମଞ୍ଚଶିନ ହୋଇଥିଲେ।  ସଭା ରେ ବହୁ କର୍ମୀ, ନେତା ଏବଂ ସମର୍ଥକ ଯୋଗ ଦେଇ ଦଳକୁ ମଜବୁତ୍ ପାଇଁ କାର୍ଯ୍ୟ କରିବାକୁ ଆହ୍ବାନ କରିଥିଲେ।


News Comment




Photo in News

Advertisment
Lastest News
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026
  ଜିଲ୍ଲା  
କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   09-Sep-2026

You Might Also Like