-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

ଗୋ ମାତା ଙ୍କ ପୂଜା ଦିଆଲି

26-Dec-2025



ନବରଙ୍ଗପୁର (ପ୍ରିୟଦର୍ଶିନୀ ପାତ୍ର)
ପାରମ୍ପରିକ ପର୍ବ " ଗୋ-ମାତାଙ୍କ " ପୂଜା ଦିଆଲି  ଡାବୁଗାଁ ଅଞ୍ଚଳରେ "ପାଳିତ ହୋଇଯାଇଛି ।ମାନ୍ୟତା ଅନୁସାରେ ଗାଈ କୁ ହିନ୍ଦୁଧର୍ମରେ ମା ଭାବରେ ପୂଜା କରାଯାଏ । ଧାନ ଅମଳ ପରେ ପୌଷ ମାସରେ ଡାବୁଗାଁ ଅଂଚଳରେ ଭିନ୍ନ ଭିନ୍ନ ଦିନ ଭିନଭିନ୍ନ ସ୍ଥାନରେ ଦିଆଲି ପର୍ବ ପାଳନ କରାଯାଏ । ଗାଁରେ  ବଅଁଲାନି ଯାତ୍ରା ପରେ ଗୋମତାଙ୍କୁ ଦିଆଲି ଦିନ ନୈବେଦ୍ୟ ଦେଇ ପୂଜା କରାଯାଏ । ଘର ଓ ଦ୍ବାରକୁ ବିଭିନ୍ନ ପ୍ରକାର ଝୋଟି ଦେଇ ଧଳା ଓ ରଙ୍ଗମଟିରେ ସଜାଯାଏ । ଗୌଡ଼ିଆ ମନେ ବାଦ୍ୟର ତଳେତାଳେ ନୃତ୍ୟ କରି ଘର ଘର ବୁଲନ୍ତି ।ଯେଉଁ ଘରର ଗରୁ ଗାଈର ରାକ୍ଷଣା ବେକ୍ଷଣର ଦାଇତ୍ୱ ନେଇଥାନ୍ତୁ ସେସବୁ ଘରରୁ ବର୍ଷର ପାରିଶ୍ରମିକ ନେଇ ଥାନ୍ତି ।ଘର ମାଲିକ ମାନଙ୍କୁ ଚୁଡା,ଗୁଡ଼, ହଂସ, କୁକୁଡ଼ା ଭେଟଦେଇ ଥାନ୍ତି ଖାଲି ସେତିକି ନୁହେଁ ଚିତ୍ରବୀଚିତ୍ର ବାଡ଼ି ଧରି ନୃତ୍ୟୁ ପରିବେଷଣ କରିଥାନ୍ତି  । ଦିଆଲି ସମୟରେ ଯେଉଁ ବାଡ଼ି ଧରି ନୃତ୍ୟ ପରିବେଷଣ କରିଥାନ୍ତି ସେଇ ବାଡିକୁ ବନାଡାଙ୍ଗ କୁହାଯାଏ ,ଏହାର ରଙ୍ଗ 'କଲା ଓ ଧଳା' । ଧୀରେଧୀରେ ଏହି ପରମ୍ପରା ଲୁପ୍ତହେବାକୁ ବସିଲାଣି କିନ୍ତୁ ଆଜିବି ଏହି ପାରମ୍ପରିକ ପର୍ବ ଗୁଡିକ ଆମ ଗାଁ ଓ ପଲ୍ଲୀ ଅଞ୍ଚଳରେ ଧୁମଧାମରେ ପାଳନ କରାଯାଏ । ଦିଆଲି ଦିନ ସଖାଲେ  ଘରେଥିବା ସମସ୍ତ ଗାଈଗୋରୁଙ୍କୁ ଗାଧଇ ଖିଚୁଡ଼ି ଏବଂ ବିରିପିଠା ଖାଇବାକୁ ଦିଆଯାଏ ।ଏହାପରେ ସାହିପଡିସାର ଲୋକଙ୍କୁ ପ୍ରସାଦ ବଣ୍ଟନ କରାଯାଏ । କେଉଁ ଆଦିମ କାଳରୁ  ଡାବୁଗାଁ ଅଞ୍ଚଳରେ ଏହି ପର୍ବ ପାଳନ କରାଯାଉଛି କିନ୍ତୁ ପ୍ରଚାର ପ୍ରସାର ଅଭାବରୁ ଏସବୁ ଆଦିବାସୀମାନଙ୍କ ପାରମ୍ପରିକ ପର୍ବ ଗୁଡିକ ଲୋକଲୋଚନକୁ ଆସିପାରୁନି  ।

*ବି:ଦ୍ରା:-ପ୍ରଚାର ପ୍ରସାର ଅଭାବରୁ ଦିଆଲି ଭଳି ଆଦିବାସୀ ମାନଙ୍କ ପାରମ୍ପରିକ ପର୍ବ ଗୁଡିକ ଲୋକ ଲୋଚନକୁ ଆସିପାରୁନି*


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like