-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||      ଓଡ଼ିଶା ଆଦର୍ଶ ବିଦ୍ୟାଳୟ, ପଥରଚେପାରେ ସଂସ୍କୃତ ସପ୍ତାହୋତ୍ସବ ଆୟୋଜିତ   (09-Sep-2026)       ||     

HOME   ଜିଲ୍ଲା

*ହସ୍ପିଟାଲ ଓ ନୂତନ ବସଷ୍ଟାଣ୍ଡ କୁ ଜିଲ୍ଲାପାଳଙ୍କ ଅଚାନକ ପରିଦର୍ଶନ*

26-Dec-2025



ସୁବର୍ଣ୍ଣପୁର (ମନୋରଞ୍ଜନ ତ୍ରିପାଠୀ)
 ସୁବର୍ଣ୍ଣପୁର ଜିଲ୍ଲାପାଳ ଡ. ନୃପରାଜ ସାହୁ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟ ଓ ଅସ୍ଥାୟୀ ଭାବେ ନିର୍ମାଣ ହେଉଥିବା ହାତୀଶାଲ୍ ର ନୂତନ ବସଷ୍ଟାଣ୍ଡ କୁ ଅଚାନକ ଗସ୍ତ କରିବା ସହ ସ୍ଥିତି ପରଖିଛନ୍ତି। ଗତ ସପ୍ତାହ ରେ ଜିଲ୍ଲାପାଳ ମେଡିକାଲ୍ ର ସମସ୍ତ ବିଭାଗ ର ସମୀକ୍ଷା  କରିଥିବା ବେଳେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଅଚଳ ଅବସ୍ଥାରେ ଥିବା ଶହେରୁ ଉର୍ଦ୍ଧ୍ବ ସିସି ଟିଭି, ଲିଫ୍ଟ ଓ ଅକ୍ସିଜେନ ପ୍ଲାଣ୍ଟ ର ଶୀଘ୍ର କାର୍ଯ୍ଯକ୍ଷମ କରାଇବାକୁ ଆଜି ଗସ୍ତ ରେ ମେଡିକାଲ୍ ଅଧିକାରୀ ଙ୍କୁ ନିର୍ଦ୍ଦେଶ ଦେଇଥିଲେ । ଆଜି ଅଚଳ ଥିବା ୩ ଗୋଟି ଲିଫ୍ଟ, ସମସ୍ତ ସିସି ଟିଭି କାମ ମରାମତି ଚାଲିଥିବା ବିଷୟ ସ୍ବାସ୍ଥ୍ୟ ବିଭାଗ ରୁ ସୂଚନା ମିଳିଛି ।

ଅସ୍ଥାୟୀ ବସଷ୍ଟାଣ୍ଡ ର ସ୍ବଚ୍ଛତା , ସୁରକ୍ଷା , ଅଲୋକିକରଣ ଓ ଟଏଲେଟ୍ ବ୍ୟବସ୍ଥା ର କାର୍ଯ୍ଯ ତଦାରଖ କରି ଥିଲେ  ଏବଂ ଏ ଡି ଏମ୍, ପୌର ପରିଷଦ ଅଧିକାରୀ ଙ୍କ ସହ ସ୍ପଟ୍ ରେ ଏ ସବୁ ଉପରେ ଆଲୋଚନା କରିଥିଲେ l ଜିଲ୍ଲାପାଳ ଡ଼. ସାହୁ ଯୋଗ ଦେବା ପରେ ନୂତନ ଡ଼ାକ୍ତରଖାନା କୁ ପ୍ରତି ମାସ ରେ ଦୁଇ ତିନି ଥର ପରିଦର୍ଶନ କରି ରୋଗୀ ଙ୍କ ସମସ୍ୟା ସହ ଲୋକ ଙ୍କ ସମସ୍ୟା ବୁଝି ସେ ସବୁ ର ସମାଧାନ କରି ଆସୁଥିବାରୁ ସହର ତଥା ଜିଲ୍ଲା ର ଜନ ସାଧାରଣ ବୁଦ୍ଧିଜିବୀ ପ୍ରଶଂସା କରିଛନ୍ତି l


News Comment




Photo in News

Advertisment
Lastest News
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026
  ଜିଲ୍ଲା  
ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   09-Sep-2026

You Might Also Like