-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||      ନୂଆଖାଇ ପୂର୍ବରୁ ଭତ୍ତା ଦିଅ, ନହେଲେ ଆନ୍ଦୋଳନ: ବିଜେଡି   (09-Sep-2026)       ||     

HOME   ଜିଲ୍ଲା

ଆଗଲପୁର ବ୍ଲକ ରାମପୁର ଠାରେ ବିଜେଡ଼ି ର ପ୍ରତିଷ୍ଠା ଦିବସ ପାଳିତ

26-Dec-2025



ଆଗଲପୁର, (ବିନୋଦ ଦୀପ) ବଲାଙ୍ଗୀର ଜିଲ୍ଲା ଆଗଲପୁର ବ୍ଲକ ରାମପୁର ଠାରେ ବିଜେଡ଼ି ର ପ୍ରତିଷ୍ଠା ଦିବସ ପାଳନ ହୋଇଛି । ଏଥିରେ ବ୍ଲକ ବିଜେଡି ସଭାପତି ପଞ୍ଚୁ ପଧାନ ଙ୍କ ସଭାପତିତ୍ବ ରେ ଅନୁଷ୍ଠିତ ସଭାରେ ବିଜେଡି ବିଧାୟକ ପ୍ରାର୍ଥୀ ନିହାର ରଞ୍ଜନ ବେହେରା, ଯୁବ ନେତା ଆକାଶ ମିଶ୍ର , ପ୍ରମୋଦ ମିଶ୍ର , ମୁକେଶ ମିଶ୍ର , ଲୋଇସିଂହା ବ୍ଲକ ମହିଳା ସଭାନେତ୍ରୀ ଜୋତ୍ସ୍ନାମୟୀ ନାଗ , ଜୋନ 2 ର ଜିଲ୍ଲା ପରିଷଦ ସଭ୍ୟ। ବୀଣାପାଣି ଦାସ , ଆଗଲପୁର ବ୍ଲକ ଉପାଧ୍ୟକ୍ଷା ନିରୁପମା ପଧାନ , ସମିତି ସଭ୍ୟ। ସତ୍ୟବତୀ କୁଆଁର , ପୁଇଁତଲା ବ୍ଲକ ବିଜେଡି ସଭାପତି ସୁଧୀର ଅମାତ , ଚାଷୀ ନେତା ଦିଲ୍ଲୀପ ବାରିକ , ମଂଚାସୀନ ଅତିଥି ଭାବରେ ଯୋଗ ଦେଇଥିଲେ l ଉକ୍ତ ସଭାରେ ବରିଷ୍ଟ ବୃଦ୍ଧ ବାବୁଲାଲ ଭୋଇ , ବିନାୟକ ବାରିକ ଙ୍କୁ ଫୁଲ ତୋଡା ଦେଇ ସମ୍ମାନିତ କରାଯାଇଥିଲା ।

ଉକ୍ତ ସଭାକୁ ଉତ୍ତମ ଭୋଇ ଆୟୋଜନ କରି ଅତିଥି ଙ୍କୁ ଫୁଲ ତୋଡା ଦେଇ ସମ୍ମାନିତ କରିଥିଲେ । ବିଜେ ପି ର ବିଫଳତା , ଇ ଭି ଏମ ଦୁର୍ନୀତି , ଗୋ ଚାଲାଣ , ଟୋକାନ ଅବ୍ୟବସ୍ଥା , ଏହା ବ୍ୟତୀତ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକ ଙ୍କ ଜନ୍ମ ଦିବସ ର ଗାରୀମାମୟ , ଜୀବନୀ ,ସେବା ,ସମର୍ପଣ , ସ୍ୱାଭିମାନ , ସଂଘର୍ଷମୟ ଏହି ବିଜେଡି କାର୍ଯ୍ୟ କରିଥାଏ ବୋଲି ଅତିଥି ମାନେ ନିଜ ନିଜ ଶୁଚିନ୍ତିତ ମତ ପ୍ରକାଶ କରିଥିଲେ ।  ଏହି ସଭାରେ ପ୍ରଶାନ୍ତ ଭୋଇ , ସୁଶାନ୍ତ ମିଶ୍ର , ଶ୍ରୀନିବାସ ମଲ୍ଲିକ , ବଲାଙ୍ଗୀର ବିଜେଡି ଛାତ୍ର ଉପ ସଭାପତି ଟିବୁଲୁ କଦମ, ଚିତ୍ର ସେନ ମାଝୀ , ପୂର୍ଣ୍ଣ ଚନ୍ଦ୍ର ସାହୁ , ପବିତ୍ର ପଧାନ , ସୁଶିଲ ଗୁରୁ , ସମେତ ଶତାଧିକ ମହିଳା ,ପୁରୁଷ ଯୋଗ ଦେଇ ଥିଲେ ।ଶେଷରେ ଆଗଲପୁର ବ୍ଲକ ବିଜେଡି ସଭାପତି ପଞ୍ଚୁ ପଧାନ ଙ୍କ ପରାମର୍ଶ କ୍ରମେ ଉତ୍ତମ ଭୋଇ ଧନ୍ୟବାଦ ଅର୍ପଣ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026
  ଜିଲ୍ଲା  
ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   09-Sep-2026

You Might Also Like