-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||      ବାଗବାଡ଼ି ରେ ଅନନ୍ତ ବ୍ରତ ଯାତ୍ରା ପାଇଁ କଂସ ବରଣ   (09-Sep-2026)       ||     

HOME   ଜିଲ୍ଲା

ସର୍ବଭାରତୀୟ ମଠଖାଇ ମହୋତ୍ସବ ଦ୍ଵିତୀୟ ସନ୍ଧ୍ୟା

26-Dec-2025



ବଲାଙ୍ଗିର(ପ୍ରେରଣା ଖବର): ବଲାଙ୍ଗିରର ଅଗ୍ରଣୀ ସାଂସ୍କୃତିକ ଅନୁଷ୍ଠାନ ଭୂମିକା ଓ ମଠଖାଇ ମହୋତ୍ସବ ପାଳନ କମିଟି ପକ୍ଷରୁ କୃଷ୍ଣଚନ୍ଦ୍ର ମହାପାତ୍ର(କେସି)ଙ୍କ ସ୍ମୃତିରେ ଆୟୋଜିତ ୧୭ତମ ସର୍ବଭାରତୀୟ ବହୁଭାଷୀ ନାଟକ ସମାରୋହ ମଠଖାଇ ମହୋତ୍ସବର ଦ୍ଵିତୀୟ ସନ୍ଧ୍ୟା ସ୍ଥାନୀୟ କୋସଲ କଳାମଣ୍ଡଳ ପଡ଼ିଆରେ ହୋଇଯାଇଛି। ଭୂମିକା ସଭାପତି ଶିରୀଶ ଚନ୍ଦ୍ର ହୋତାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉଦଘାଟନୀ ସଭାରେ ମୁଖ୍ୟଅତିଥି ଭାବରେ ପୂର୍ବତନ ମନ୍ତ୍ରୀ ନିରଞ୍ଜନ ପଟନାୟକ ଯୋଗଦେଇ କହିଥିଲେ ଯେ ବହୁଭାଷୀ ସର୍ବଭାରତୀୟ ନାଟ୍ୟ ସମାରୋହ ମଠଖାଇ ମହୋତ୍ସବ ଓଡିଶା ରେ ପ୍ରଥମ ଓ  ଶ୍ରୀ ନରସିଂହ ମିଶ୍ର ଙ୍କ ମାଟି ପ୍ରତି ମମତା ଅଧିକ ବୋଲି ଏହା ସମ୍ଭବ ହୋଇଛି ବୋଲି କହିଥିଲେ। 
ସେହିପରି ସମ୍ମାନିତ ଅତିଥି ଡ଼ ଉମେଶ ଚନ୍ଦ୍ର ଶତପଥୀ କହିଥିଲେ ଯେ ନାଟକ ସବୁବେଳେ ମଣିଷ ଭିତରେ ରହିଥାଏ ଓ ବିଭିନ୍ନ ସମୟ ରେ ପ୍ରଦର୍ଶନ କରିଥାଏ ବୋଲି କହିଥିଲେ । ପରେ ମହୋତ୍ସବ କମିଟି ଅଧ୍ୟକ୍ଷ ନରସିଂହ ମିଶ୍ର କହିଥିଲେ ଯେ ଏହା କୌଣସି ରାଜନୈତିକ ମଞ୍ଚ ନୁଁହେସେ ଓ ଆମେ ବିଭିନ୍ନ ସମୟ ରେ ବିଭିନ୍ନ ରାଜନୈତିକ ଦଳ ବ୍ୟକ୍ତି ବିଶେଷ ଙ୍କୁ ନିମନ୍ତ୍ରଣ କରିଛୁ ଓ ସେମାନେ ଆସି ଆମକୁ ସହଯୋଗ ମଧ୍ୟ କରିଛନ୍ତି ବୋଲି କହିଥିଲେ। ଆଜିର କାର୍ଯ୍ୟକ୍ରମ ମଞ୍ଚକୁ ନାଟ୍ୟକାର ସ୍ଵର୍ଗତ ବିନୋଦ କୁମାର ପାଶାୟତ ଙ୍କ ଉଦ୍ଦେଶ୍ୟରେ ସମର୍ପଣ କରାଯାଇଥିଲା। ଏହି ଅବସରରେ ଜାତୀୟ ପଦକ ବିଜେତା ସୌରଭ ପଟେଲଙ୍କୁ ମଠଖାଇ ସମ୍ମାନରେ ସମ୍ମାନୀତ କରାଯାଇଥିଲା । ଭୂମିକା ସମ୍ପାଦକ ଅଶୋକ ଦାସ ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ନାଟ୍ୟ ନିଦେଶକ ଜମଲା ଖାନ ଧନ୍ୟବାଦ ଦେଇଥିଲେ।  ସଭାପରେ ସୁନ୍ଦରଗଡ଼ ର  ନବଜୀବନ ସାଂସ୍କୃତିକ ଅନୁଷ୍ଠାନ ତରଫରୁ କୋଶଳୀ ନାଟକ ‘କାଉଁର ’ ମଞ୍ଚସ୍ଥ ହୋଇଥିଲା।


News Comment




Photo in News

Advertisment
Lastest News
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026
  ଜିଲ୍ଲା  
ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   09-Sep-2026

You Might Also Like