-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||      ଗଙ୍ଗାଧର ସାହିତ୍ୟ ଆଲୋଚନାଚକ୍ର   (09-Sep-2026)       ||      ପୁରୀ ଠାରୁ ଓଖା କୁ ଟ୍ରେନ ଚଲାଇବାକୁ ଦାବି    (09-Sep-2026)       ||     

HOME   ଜିଲ୍ଲା

ସ୍ବର୍ଗତ ଅଟଳବିହାରୀ ବାଜପେୟୀ ଙ୍କ 101 ତମ ଜନ୍ମ ଜୟନ୍ତୀ ପାଳନ ଅବସରରେ ପ୍ରତିମୂର୍ତ୍ତି ଉନ୍ମୋଚନ

26-Dec-2025



ଲୋଇସିଂହା, (ବିନୋଦ ଦୀପ) ଲୋଇସିଂହା ବ୍ଲକ ଚାରିଛକ ଠାରେ ବିଜେପି ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ସ୍ବର୍ଗତ ଅଟଳବିହାରୀ ବାଜପେୟୀ ଙ୍କ 101 ତମ ଜନ୍ମ ଜୟନ୍ତୀ ପାଳନ କରାଗଲା l ଏହି ଅବସରରେ ଲୋଇସିଂହା ବିଧାୟକ ଙ୍କ ଲୋଇସିଂହା ପ୍ରତିନିଧି ଗୌରାଙ୍ଗ ନାଏକ ଙ୍କ ସଭାପତିତ୍ୱ ରେ ସ୍ବର୍ଗତ ଅଟଳ ଜୀ ଙ୍କ ଏକ ପ୍ରତିମୂର୍ତ୍ତି ଉନ୍ମୋଚନ କରାଗଲା l ସେହିପରି ବୁର୍ଡl ସରପଞ୍ଚ ସୁଦିପ ସା, ଲୋଇସିଂହା ସରପଞ୍ଚ ନବକିଶୋର ନାଏକ, ଭୁତନାଥ ନାଏକ, ସୁରେଶ ମହାଳିଙ୍ଗ, ହିମାଂଶୁ ସାହୁ, ରିଙ୍କୁ ସାହୁ ନିରଜ ନାଗ, ବାହାଦୁର ନନ୍ଦ, କୁମର ପାଣ୍ଡେ, ଶଙ୍କର ସାହୁ, ରାମ ସାହୁ, ଆନନ୍ଦ ହୋତା, ଅନ୍ତର୍ଯ୍ୟାମୀ ବିଶ୍ୱାଳ, ରବୀନ୍ଦ୍ର ପୁଟେଲ ସହ ବହୁ ସଂଖ୍ୟାରେ ବିଜେପି କାର୍ଯ୍ୟକର୍ତ୍ତା ଉପସ୍ଥିତ ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026
  ରାଜ୍ୟ  
ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି   09-Sep-2026
  ଜିଲ୍ଲା  
ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   09-Sep-2026

You Might Also Like