-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||      ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    (09-Sep-2026)       ||      ଲୋୟର ସୁକତେଲକୁ ପଶ୍ଚିମ ଓଡ଼ିଶାର ପ୍ରମୁଖ ଜଳ-ପର୍ଯ୍ୟଟନ କେନ୍ଦ୍ର କରିବାକୁ ଦାବି♦️ ମୁଖ୍ୟମନ୍ତ୍ରୀଙ୍କୁ ବଲାଙ୍ଗିର ବିଧାୟକ କଳିକେଶ ନାରାୟଣ ସିଂହଦେଓଙ୍କ ଚିଠି    (09-Sep-2026)       ||      ମାୟାବର୍ହା ଉଚ୍ଚ ବିଦ୍ୟାଳୟଠାରେ ଯକ୍ଷ୍ମ| ମୁକ୍ତ ଭାରତ ଅଭିଯାନ ଆନୁକୂଲ୍ୟରେ ଏକ୍ସ-ରେ କାର୍ଯ୍ୟକ୍ରମ ।   (09-Sep-2026)       ||      ଦୁର୍ଘଟଣାରେ ଆହତ ମାଙ୍କଡ ଆଖି ବୁଜିଲା   (09-Sep-2026)       ||      ଲୋଇସିଂହା ରେଲ ଷ୍ଟେସନରୁ ଗଞ୍ଜେଇ ଜବତ, ଜଣେ ଗିରଫ   (09-Sep-2026)       ||      ଜିଲ୍ଲା କଂଗ୍ରେସ ସାଧାରଣ ସଂପାଦକ ଭାବେ ସରୋଜ କୁମାର ମେଶ୍ୱା ନିଯୁକ୍ତ   (09-Sep-2026)       ||      କେନ୍ଦ୍ର ସରକାର ର ଆଦିବାସୀ ବିରୋଧୀ ଏମ୍‌ଏମ୍‌ଡିଆର୍‌  ଆଇନ ପ୍ରତ୍ୟାହାର ପାଇଁ ରାଷ୍ଟ୍ରପତି ଙ୍କୁ ସ୍ମାରକପତ୍ର   (09-Sep-2026)       ||      ଭୀମଭୋଇ ଭିନ୍ନକ୍ଷମ ସାମର୍ଥ୍ୟ ଅଭିଯାନ ଶିବିର ଅନୁଷ୍ଠିତ    (09-Sep-2026)       ||      ନୁଆଁଖାଇ ପର୍ବ ପାଇଁ ତିନି ଦିନ ଛୁଟି ଦାବି କଲେ ନରସିଂହ   (09-Sep-2026)       ||     

HOME   ଜିଲ୍ଲା

କଣ୍ଟାମାଳରେ ବିଜେଡିର ୨୯ତମ ପ୍ରତିଷ୍ଠା ଦିବସ

27-Dec-2025



କଣ୍ଟାମାଳ(ଜୟକୁମାର ମହାରଣା): କଣ୍ଟାମାଳ ନିର୍ବାଚନ ମଣ୍ଡଳୀ ବିଜୁ ଜନତା ଦଳ ପକ୍ଷରୁ   ବିଜେଡିର ୨୯ତମ ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି l ପୂର୍ବତନ କଣ୍ଟାମାଳ ବିଧାୟକ ମହୀଧର ରଣା ସମେତ ଅନ୍ୟମାନେ ସକାଳ ୧୧ଘଣ୍ଟା ସମୟରେ ବିଜୁ ପଟ୍ଟନାୟକ ଛକ ଠାରେ ଥିବା ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଅର୍ପଣ କରିଥିଲେ  l  କଣ୍ଟାମାଳ ବ୍ଲକ ବିଜେଡି ସଭାପତି ପ୍ରେମରାଜ ରଣାଙ୍କ ସଂଯୋଜନାରେ ଆୟୋଜିତ ସମାବେଶରେ କଣ୍ଟାମାଳ ପୂର୍ବତନ ବିଧାୟକ ମହୀଧର ରଣା ମୁଖ୍ୟଅତିଥି ଭାବେ ଯୋଗଦେଇ ବିଜେଡି ଶାସନ ସମୟରେ ହୋଇଥିବା ବିକାଶ ମୂଳକ ଯୋଜନାର ପ୍ରଶଂସା କରିଥିବା ବେଳେ ବିଜେପିର ଡବଲ ଇଞ୍ଜିନ ସରକାର ର ବିଭିନ୍ନ ବିଫଳତା ସମ୍ପର୍କରେ ବକ୍ତବ୍ୟ ରଖିଥିଲେ l ଅନ୍ୟମାନଙ୍କ ମଧ୍ୟରେ କଣ୍ଟାମାଳ ବ୍ଲକ ଉପାଧ୍ୟକ୍ଷ ମହେନ୍ଦ୍ର ରଣା, ଯୁବ ବିଜେଡି ସଭାପତି ଶମ୍ଭୁ ପ୍ରସାଦ ସାହୁ, ବ୍ଲକ ସରପଞ୍ଚ ସଂଘ ସଭାପତି ସାରଦୁଳ ନାଗ, ଭାଗିରଥି ମଲିକ, ମହିଳା ନେତ୍ରୀ ଶ୍ରୀମତୀ ଶ୍ରଦ୍ଧାଞ୍ଜଳି ବାରିକ, ଅମ୍ବଗାଁ ସରପଞ୍ଚ ଶ୍ରୀମତୀ ପ୍ରତିମା ରଣା,

କୁଲୁତାଜୋର ସରପଞ୍ଚ ଶ୍ରୀମତୀ ଚୁମୁକି ଭୋଇ,ସନ୍ତୋଷ ଦନ୍ତା, ସଞ୍ଜୀବ କର୍ଣ୍ଣ, କୁନୁ ଦନ୍ତା, କୁଶଳେଶ୍ୱର କର୍ମୀ, ହିମାଞ୍ଚଳ ରଣା, ରମାକାନ୍ତ ସାହୁ, ତପେଶ୍ୱର କଳତା ,ମୁରଲୀ ସେଠି,ସଞ୍ଜୟ ଭୋଇ, ଜୟକୃଷ୍ଣ ପ୍ରଧାନ, ଗରିବ ପ୍ରଧାନ, ଚକ୍ରଧର ପରଡ଼ିଆ, ନିତ୍ୟାନନ୍ଦ ରଣା, ଗୟା ମହାକୁଡ଼, କଷ୍ଟ ଦୀପ, ପିତାମ୍ବର ଭୋଇ ଆଦିବାସୀ ନେତା, ଯୁବରାଜ ଦଣ୍ଡୁଆସି, ଶୈଳେନ୍ଦ୍ର ବାରିକ, ସୁମନ୍ତ ମିଶ୍ର, ଶିବପ୍ରସାଦ ସାହୁ, ଶଙ୍କର୍ଷଣ ଭୋଇ ସମେତ ବହୁ ତୁଙ୍ଗ ନେତା ଏହି ପ୍ରତିଷ୍ଠା ଦିବସରେ ଉପସ୍ଥିତି ଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026
  ଜିଲ୍ଲା  
*ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   10-Sep-2026
  ଜିଲ୍ଲା  
ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   10-Sep-2026
  ଜିଲ୍ଲା  
*ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    10-Sep-2026
ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   10-Sep-2026
  ଜିଲ୍ଲା  
ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   09-Sep-2026
  ଜିଲ୍ଲା  
ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା   09-Sep-2026
  ଜିଲ୍ଲା  
ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   09-Sep-2026
  ଜିଲ୍ଲା  
ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   09-Sep-2026
  ଜିଲ୍ଲା  
ପ୍ରଫେସର କୀର୍ତ୍ତି ଚନ୍ଦ୍ର ଙ୍କୁ ରାଷ୍ଟ୍ରୀୟ ଶିକ୍ଷକ ସମ୍ମାନ ରେ ସମ୍ମାନ    09-Sep-2026

You Might Also Like