-+91-9937148622 |

prerana_bgr@rediffmail.com |

  Thursday 10th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ପଥରଚେପା ଆଦର୍ଶବିଦ୍ୟାଳୟର ବାର୍ଷିକୋତ୍ସବ (ବିବର୍ତ୍ତନ) ପାଳିତ ଏଆଇର ସଫଳଉପଯୋଗ ଛାତ୍ରଛାତ୍ରୀଙ୍କୁ ଉଚ୍ଚତର ସୋପାନକୁ ନେଇପାରିବ-ପ୍ରଫେସର ପୃଷେଠ

27-Dec-2025



ବଲାଙ୍ଗୀର: ମଣିଷ ଜୀବନ ସବୁବେଳେ ପରିବର୍ତ୍ତନଶୀଳ । ତେଣୁ ଶିକ୍ଷାନୀତିରେ ମଧ୍ୟ ପରିବର୍ତ୍ତନ ହେଉଛି । ଏବେ ବିଜ୍ଞାନର ବହୁଳ ବ୍ୟବହାର ବଢୁଛି । ଶିକ୍ଷାରେ ବିବର୍ତ୍ତନ ହୋଇ ଆଜି ଆର୍ଟିଫିସିଆଲ ଇଣ୍ଟେଲିଜେନ୍ସର ଭୂମୀକା ବଢିଚି । ତେଣୁ ଛାତ୍ରଛାତ୍ରୀ ଓ ଶିକ୍ଷକମାନେ ଏଆଇ ବିଷୟରେ ଅଧିକ ଜାଣିବାର ଆବଶ୍ୟକତା ରହିଛି । ଏଆଇର ସଫଳ ଉପଯୋଗ କରିପାରିଲେ ଛାତ୍ରଛାତ୍ରୀ ଜୀବନର ଉଚ୍ଚତର ସୋପାନକୁ ପହଞ୍ଚି ପାରିବେ ବୋଲି ଆଜି ପଥରଚେପା ଆଦର୍ଶ ବିଦ୍ୟାଳୟ ର ବାର୍ଷିକୋତ୍ସବ(ବିବର୍ତ୍ତନ)ରେ ମୁଖ୍ୟବକ୍ତା ଭାବରେ

ଯୋଗଦେଇ ସମ୍ବଲପୁର ଆଇଆଇଏମର ପ୍ରଫେସର ଡ.ସୁଜୀତ କୁମାର ପୃଷେଠ କହିଛନ୍ତି । ଛାତ୍ରଛାତ୍ରୀଙ୍କୁ ଗଢିବାରେ ପଥରଚେପା ଆଦର୍ଶ ବିଦ୍ୟାଳୟ ଯେଉଁ ସଂକଲ୍ପନେଇଛି ସେଥିରେ ବିଜ୍ଞାନପ୍ରଯୁକ୍ତିବିଦ୍ୟାର ଉପ ଯୋଗ ଆହୁରି ସଫଳତା ଦେବ ବୋଲି ସେ ମତବ୍ୟକ୍ତ କରିଥିଲେ । ଆଦର୍ଶବିଦ୍ୟାଳୟର ଅଧ୍ୟକ୍ଷ କ୍ଷମାନିଧି ଝାଙ୍କରଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବରେ ବଲାଙ୍ଗୀର ଉପଜିଲ୍ଲାପାଳ ଆଲୋକକୁମାର ପଟେଲ,ସମ୍ମାନୀତ ଅତିଥି ଭାବରେ ଓଟିଭିର ପଶ୍ଚିମଓଡିଶା ବ୍ୟୁରୋଚିଫ ମନୋରଂଜନ ଯୋଷୀ,ପ୍ରମେୟଗ୍ରୁପର କେବିକେ ଏଡିସନ ମୁଖ୍ୟ ଅଖିଳଚନ୍ଦ୍ର ହୋତା,ଡାକ୍ତର ପ୍ରଦୀପ କୁମାର ଦାସ, ବିଜେପୁର ଆଦର୍ଶସ୍କୁଲର ଅଧ୍ୟକ୍ଷ ମୁରାରୀ ସାହୁ, ସୋନପୁର ପିପିଲିପାଲି ଆଦର୍ଶସ୍କୁଲର ଅଧ୍ୟକ୍ଷ ଅରୁଣକୁମାର ମହାକୁର,ବିବିଏମସିଏଚର ଫର୍ମାଶିଷ୍ଟ ହାଡୁ ଭୋଇ ଓ ମୁଖ୍ୟବକ୍ତା ଭାବରେ ସମ୍ବଲପୁର ଆଇଆଇଏମର ପ୍ରଫେସର ସୁଜୀତକୁମାର ପୃଷେଠ ଯୋଗଦେଇଥିଲେ । ମୁଖ୍ୟଅତିଥି ଉପଜିଲ୍ଲାପାଳ ଶ୍ରୀ ପଟେଲ ତାଙ୍କ ବକ୍ତବ୍ୟରେ ଛାତ୍ରଛାତ୍ରୀଙ୍କ କୃତୀତ୍ୱରେ ହିଁ ସ୍କୁଲର ସଫଳତା ଜଣାପଡିଥାଏ । ତେଣୁ ଆଗାମୀଦିନରେ ଛାତ୍ରଛାତ୍ରୀ ପରିବର୍ତ୍ତନଶୀଳ ପରିସ୍ଥିତିରେ ଖାପଖୁଆଇ ଅଧିକ ପାଠପଢି ସଫଳ ହେବାକୁ କାମନା କରିଥିଲେ । ଏହି ଅବସରରେ ସାମ୍ବାଦିକତା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ବରିଷ୍ଠସାମ୍ବାଦିକ ମନୋରଂଜନ ଯୋଷୀ ଓ ଅଖିଳଚନ୍ଦ୍ର ହୋତା,ସ୍ୱାସ୍ଥ୍ୟସେବା କ୍ଷେତ୍ରରେ କାମ କରୁଥିବା ଡାକ୍ତର ପ୍ରଦୀପକୁମାର ଦାସ ଓ ଫର୍ମାଶିଷ୍ଟ ହାଡୁ ଭୋଇଙ୍କୁ ମାନପତ୍ର ଓ ଉପଢୌକନ ଦେଇ ସମ୍ମର୍ଦ୍ଧିତ କରାଯାଇଥିଲା । ପ୍ରାରମ୍ଭରେ ଅତିଥିଗଣ ପ୍ରଦୀପ ପ୍ରଜ୍ୱଳନ କରି

କାର୍ଯ୍ୟକ୍ରମକୁ ଶୁଭାରମ୍ଭ କରିଥିଲେ ଓ ଛାତ୍ରଛାତ୍ରୀ ପ୍ରାରମ୍ଭିକ ସଂଗୀତଗାନ କରିଥିଲେ । ଏହି ଅବସରେେ ସ୍କୁଲର ପୂର୍ବତନ ଛାତ୍ରଛାତ୍ରୀ ଯେଉଁମାନେ ଜେଇଇ,ନିଟ,ଆଇଜର ଇତ୍ୟାଦି ଏଣ୍ଟ୍ରାନ୍ସରେ ସଫଳ ହୋଇଥିବା ଛାତ୍ରଛାତ୍ରୀ ଓ ସ୍କୁଲର ଗୌରବ ବଢାଇଥିବା ସ୍କୁଲର ୬ଜଣ ପୂର୍ବତନ ଶିକ୍ଷକ/ଶିକ୍ଷୟିତ୍ରୀଙ୍କୁ  ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ମଧ୍ୟ ସମ୍ବର୍ଦ୍ଧିତ କରାଯାଇଥିଲା । ଏହା ସହିତ ସ୍କୁଲର ବିଭିନ୍ନ ପ୍ରତିଯୋଗୀତାରେ କୃତୀତ୍ୱଲାଭ କରିଥିବା ଛାତ୍ରଛାତ୍ରୀଙ୍କୁ ମଧ୍ୟ ବେଷ୍ଟ ଆୱାର୍ଡ ପ୍ରଦାନ କରାଯାଇ ଥିଲା । ଶେଷରେ ସ୍କୁଲର ଛାତ୍ରଛାତ୍ରୀମାନଙ୍କ ଦ୍ୱାରା ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ପରିବେଷଣ କରାଯାଇଥିଲା । ସ୍କୁଲର ସିପିଲିସା ଦାସ,ଅଲିଭା ଦୀପ ଓ ଶେଷଦେବ ମିଶ୍ର କାର୍ଯ୍ୟକ୍ରମକୁ ସଂଯୋଜନା କରିଥିଲେ । ଏହି କାର୍ଯ୍ୟକ୍ରମରେ ହଜାର ସଂଖ୍ୟାରେ ସମସ୍ତ ଛାତ୍ରଛାତ୍ରୀ ଓ ଅଭିଭାବକ ଉପସ୍ଥିତ ରହିଥିବା ବେଳେ ସ୍କୁଲର ସମସ୍ତ ଶିକ୍ଷକ/ଶିକ୍ଷୟିତ୍ରୀ, କର୍ମଚାରୀମାନେ ସହଯୋଗ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like