-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

*ବିଶ୍ବଭାରତୀ ଚିନ୍ତନ ଶିକ୍ଷା ନିକେତନର ବାର୍ଷିକୋତ୍ସବ - "କୌଣସି ଛାତ୍ର ଛାତ୍ରୀ ଗଧ ନୁହଁନ୍ତି - "ପ୍ରତିଭା କୁ ଖୋଜିବା ଶିକ୍ଷକ ଙ୍କ ଗୁରୁ ଦାୟିତ୍ଵ" - "ମୁଖ୍ୟ ବକ୍ତା"*

27-Dec-2025



ସୋନପୁର (ମନୋରଞ୍ଜନ ତ୍ରିପାଠୀ)
 ସୋନପୁର ବ୍ଲକ ପିପିଲିପାଲି ସ୍ଥିତ ବିଶ୍ଵଭାରତୀ ଚିନ୍ତନ ଶିକ୍ଷା ନିକେତନର ୧୩ତମ ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି । ବିଦ୍ୟାଳୟର ପ୍ରଧାନଶିକ୍ଷକ ଶ୍ରୀଯୁକ୍ତ ଅକ୍ଷୟ କୁମାର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି ସଭାରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଜିଲ୍ଲାପାଳ ଶ୍ରୀମତୀ ଅଞଳିନା ପ୍ରଧାନ, ସମ୍ମାନୀତ ଅତିଥି ଶ୍ରୀ ଉମାକାନ୍ତ ନାଗ,  ଅଧ୍ୟାପକ, ସୋନପୁର ମହାବିଦ୍ୟାଳୟ , ଶ୍ରୀ କରୁଣାକାର ନନ୍ଦ, ନିର୍ଦ୍ଦେଶକ,ପଦାର୍ଥ ବିଜ୍ଞାନ ଅନୁଷ୍ଠାନ, ଭୁବନରଶ୍ଵର, ମୁଖ୍ୟବକ୍ତା ଡ. ଜ୍ୟୋତିରଞ୍ଜନ ବହିଦାର,ଅବସର ପ୍ରାପ୍ତ ଶିକ୍ଷା ଅଧ୍ୟାପକ, ସୋନପୁର ମହାବିଦ୍ୟାଳୟ,  ଏବଂ ବିଦ୍ୟାଳୟର ସଂପାଦିକା ଶ୍ରୀମତୀ ଜ୍ୟୋସ୍ନାଞ୍ଜଳି ସାହୁ ମୋହଦୟା ମଂଚାସୀନ ଥିଲେ । ବିଦ୍ୟାଳୟର ବିଭିନ୍ନ ପ୍ରତିଯୋଗୀତାରେ କୃତିତ୍ଵ ଲାଭ କରିଥିବା ସମସ୍ତ କୃତୀ ପ୍ରତିଯୋଗୀମାନଙ୍କୁ ଅତିଥିବୃନ୍ଦ ପୁରସ୍କାର ପ୍ରଦାନ କରିଥିଲେ । “ଶିକ୍ଷାର ସଫଳତା ଛାତ୍ରଛାତ୍ରୀ ମାନଙ୍କର ଶୃଙ୍ଖଳା ଓ ଶିକ୍ଷକଙ୍କ ସମର୍ପିତ ମନୋଭାବ ହିଁ ନିର୍ଭର କରେ ବୋଲି ଅତିଥି ମାନେ ମତବ୍ୟକ୍ତ କରିଥିଲେ । କୌଣସି ଛାତ୍ର ଛାତ୍ରୀ ଗଧ ନୁହଁନ୍ତି ପ୍ରତ୍ୟେକ ଛାତ୍ର ଛାତ୍ରୀ ଙ୍କ କିଛି ନା କିଛି ପ୍ରତିଭା ରହିଛି, ତାକୁ ଖୋଜି ବାହାର କରିବା ଶିକ୍ଷକ ମାନଙ୍କ ଗୁରୁ ଦାୟିତ୍ଵ ଅଟେ ବୋଲି ମୁଖ୍ୟ ବକ୍ତା ଡ଼ଃ ଜ୍ୟୋତି ରଞ୍ଜନ ବହିଦାର କହିଥିଲେ l

ଶିକ୍ଷକ ଲକ୍ଷ୍ମୀ ପ୍ରସାଦ ଦାସ ମଂଚ ପରିଚାଳନା କରିଥିଲେ, ପ୍ରଧାନଶିକ୍ଷକ ଅକ୍ଷୟ କୁମାର ସାହୁ ଅତିଥି ପରିଚୟ ଓ ସାଗତ ଭାଷଣ ଦେଇଥିଲେ । ବାସୁଦେବ ବିଶି ବାର୍ଷିକ ବିବରଣୀ ପଠନ କରିଥିଲେ । ଶିକ୍ଷକ ଲୋକନାଥ ମିସ୍ତ୍ରୀ, ଲବ ପାରୁଆ, ଶୁଭାଶିଷ ଖେତୀ, ଜୟନ୍ତ ପଧାନ, ସାର୍ଥକ ନାଏକ, ପ୍ରତାପ ନାଏକ, ଆଶିର୍ବାଦ ମିଶ୍ର, ଯୋଗେଶ ଥାନାପତି, ଦେବେନ୍ଦ୍ର ଗହିର, ନିହାରିକା ଘିବିଲା, ଲିଜାରାଣୀ ସାହୁ, ଉଇଲିମା ମନହିରା ଓ କର୍ମକର୍ତା ଦିବ୍ୟରଂଜନ ପ୍ରଧାନ, ଅକ୍ଷୟ ବଘାର, ଶେଷଦେବ ଝାଙ୍କର, ପପୁନ ପାଣ୍ଡେ, ସୁରଥ ଶାଣ୍ଢ ଓ ସୁଜିତ ଭୁକ୍ତା ଉତ୍ସବକୁ ସହଯୋଗ କରିଥିଲେ । ବିଦ୍ୟାଳୟର ଛାତ୍ରଛାତ୍ରୀମାନେ ସାଂସ୍କୃତିକ କାର୍ଯ୍ଯ କ୍ରମ ଗୀତ ନାଚ ପରିବେଷଣ କରିଥିଲେ l ଶେଷରେ ସୁଶିଲ କୁମାର ଗାଇଗରିଆ ଧନ୍ୟବାଦ ଅର୍ପଣ କରିଥିଲେ ।
ପ୍ରଧାନଶିକ୍ଷକ ଶ୍ରୀ ସାହୁ ଙ୍କ ପ୍ରତ୍ୟକ୍ଷ ତତ୍ୱା ବଧାନରେ ସମସ୍ତ କାର୍ଯ୍ଯ କ୍ରମ ଅନୁଷ୍ଟିତ ହୋଇଥିବା ବେଳେ ବିଶ୍ବଭାରତୀ ପରିବାର ର ସମସ୍ତ ଶିକ୍ଷକ ଶିକ୍ଷୟିତ୍ରୀ କର୍ମଚାରୀ ସହଯୋଗ କରିଥିଲେ l


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like