-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   (18-Jun-2026)       ||      ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   (18-Jun-2026)       ||      ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   (18-Jun-2026)       ||      ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ    (18-Jun-2026)       ||      ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||     

HOME   ଜିଲ୍ଲା

ବଲାଙ୍ଗୀର ସିଭିଲ୍ କୋର୍ଟ ଠାରେ ମାଗଣା ସ୍ବାସ୍ଥ୍ୟ ଶିବିର

27-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ଆୟୁଷ୍ମାନ ଆରୋଗ୍ୟ କେନ୍ଦ୍ର କନ୍ଧପାଲି ପଡା, ବଲାଙ୍ଗୀର ଯାହା ରାଜେନ୍ଦ୍ର ଯୁବକ ସଂଘ ଦ୍ୱାରା ପରିଚାଳିତ ତରଫରୁ ଏକ ଅଣସଂକ୍ରାମକ ରୋଗ ଚିହ୍ନଟ ସ୍ବାସ୍ଥ୍ୟ ଶିବିର ସିଭିଲ କୋର୍ଟ ବଲାଙ୍ଗୀର ଠାରେ  ଅନୁଷ୍ଠିତ ହୋଇଥିଲା। ଏହି ସ୍ବାସ୍ଥ୍ୟ ଶିବିରର ମୂଳ ଉଦ୍ଦେଶ୍ୟ ଅଣ ସଂକ୍ରାମକ ରୋଗର ଚିହ୍ନଟ ସହ, ମାଗଣା ରକ୍ତପରୀକ୍ଷା, ମାଗଣା ଔଷଧ, ଜୀବନ ଶୈଳୀ ଓ ଖାଦ୍ୟପେୟ ଉପରେ ପରାମର୍ଶ ଏବଂ ମାଗଣା ଡାକ୍ତର ସେବା ସହ ଡାକ୍ତର ପରାମର୍ଶ ସେବା ଯୋଗାଇ ଦିଆଯାଇଥିଲା । 

ଏହି ଶିବିରରେ ସ୍ବାସ୍ଥ୍ୟ କେନ୍ଦ୍ରର ସମସ୍ତ ଷ୍ଟାଫ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିର ରେ ଡାକ୍ତର ନନ୍ଦ କିଶୋର ପାଢ଼ୀ , ଭୀମଭୋଇ ମେଡିକାଲ କଲେଜର ଡ଼ାକ୍ତର ବିଶ୍ୱଜିତ୍ ପଣ୍ଡା,

ଡାକ୍ତର ବିଶ୍ଵ ଭାରତୀ ପ୍ରିୟଦର୍ଶିନୀ ଏବଂ ରାଜେନ୍ଦ୍ର ଯୁବକ ସଂଘ ର ପରିଚାଳକ ରାଜେନ୍ଦ୍ର ପାଣିଗ୍ରାହୀ ଓ ଅନୁଶ୍ରୀ ମୁଖାର୍ଜୀ ଯୋଗ ଦେଇଥିଲେ। ଏହି ସ୍ବାସ୍ଥ୍ୟ ଶିବିରକୁ ଜିଲ୍ଲା ସ୍ବାସ୍ଥ୍ୟ ବିଭାଗ କାର୍ଯ୍ୟାଳୟ ତରଫରୁ ଏ.ପି.ଏମ ରାମାନୁଜ ପଣ୍ଡା ଓ ୟୁ.ଡି.ଏମ ଅନିଲ କୁମାର ମହାକୁର ତଦାରଖ କରାଯାଇଛି। ଏହି ସ୍ବାସ୍ଥ୍ୟ ଶିବିର ରେ ୧୨୫ ରୁ ଉର୍ଦ୍ଧ ସଂଖ୍ୟକ ରୋଗୀ ଚିକିତ୍ସା ଲାଭ କରିଥିଲେ । 


News Comment




Photo in News

Advertisment
Lastest News
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରା ଚତୁର୍ଥ ଦିବସରେ ବୈଦିକ ରୀତିରେ ହେଲା ଗଣ୍ଠିଆଳ ଫିଟା , ରାତ୍ରରେ ବରାନୁଗମନ ସମାପନ   18-Jun-2026
  ଜିଲ୍ଲା  
ଦୟାନିଧି ପ୍ରତିଭା ବିକାଶ ପ୍ରତିଷ୍ଠାନ ପକ୍ଷରୁ ଭ୍ରାମ୍ୟମାଣ ସେବା   18-Jun-2026
  ଜିଲ୍ଲା  
ଡୁଙ୍ଗୁରିପାଲିରେ ଶୀତଳ ଷଷ୍ଠୀ ଯାତ୍ରା ଆରମ୍ଭ |ମା ପାର୍ବତୀଙ୍କୁ କନ୍ୟା ରୂପେ ପାଇ ମିଶ୍ର ଦମ୍ପତି ଆନନ୍ଦିତ   18-Jun-2026
  ଜିଲ୍ଲା  
ବରଗଡ଼ ସାଂସଦ ପ୍ରଦୀପ ପୁରୋହିତଙ୍କ ପଶ୍ଚିମବଙ୍ଗ ଗସ୍ତ : ନବ ନିର୍ବାଚିତ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କୁ ନୃସିଂହନାଥ ଧାମ ପରିଦର୍ଶନ ପାଇଁ ନିମନ୍ତ୍ରଣ   18-Jun-2026
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026
  ଜିଲ୍ଲା  
ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   18-Jun-2026
  ଜିଲ୍ଲା  
ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ   18-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026

You Might Also Like