-+91-9937148622 |

prerana_bgr@rediffmail.com |

  Friday 11th September 2026 |

| | | |

R.N.I. Regd No. ODIODI/2010/46693

Breaking News

ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   (10-Sep-2026)       ||      ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   (10-Sep-2026)       ||      ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ    (10-Sep-2026)       ||      *ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   (10-Sep-2026)       ||      ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   (10-Sep-2026)       ||      ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   (10-Sep-2026)       ||      ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ    (10-Sep-2026)       ||      ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   (10-Sep-2026)       ||      ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   (10-Sep-2026)       ||      ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   (10-Sep-2026)       ||      ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   (10-Sep-2026)       ||      ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   (10-Sep-2026)       ||      *ଡ଼ାବୁଗାଁ ବନାଞ୍ଚଳରେ ବିପୁଳ ପରିମାଣରେ ଶାଗୁଆନ ଗଣ୍ଡି ଓ ପଟା ଜବତ*   (10-Sep-2026)       ||      ଜିଲ୍ଲାସ୍ତରୀୟ ବିଜ୍ଞାନ ଆଲୋଚନାଚକ୍ର ଉଦଘାଟିତ -୧୪ ବ୍ଲକର ବିଜ୍ଞାନ ପ୍ରତିଭାଙ୍କ ମଧ୍ୟରେ ହେବ ମହାମୁକାବିଲା!   (10-Sep-2026)       ||      *ଖବର ଆଜିର*  ତାରିଖ:୧୦/୦୯/୨୬, ଗୁରୁବାର    (10-Sep-2026)       ||      ପ୍ରେସ କ୍ଲବ ନିର୍ବାଚନକୁ ଅସିଦ୍ଧ ଓ ଅବୈଧ ଘୋଷଣା ପାଇଁ କୋର୍ଟରେ ମାମଲା: ପ୍ରତିପକ୍ଷଙ୍କୁ ଅଦାଲତରୁ ନୋଟିସ I   (10-Sep-2026)       ||      ନିଆଳି ଅଞ୍ଚଳର ଟାଟା ପାୱାର ଭିତ୍ତିଭୂମିର ସମୀକ୍ଷା କଲେ ମାନ୍ୟବର ଉପମୁଖ୍ୟମନ୍ତ୍ରୀ   (09-Sep-2026)       ||      ଝାଡଖଣ୍ଡ ଯଦି ରାଜସ୍ବ ହାସଲ କଲା ତେବେ ଓଡିଶା କରୁଥିଲା କଣ ? ♦️ ଏମଏମଡିଆର କଳା ଆଇନ ପ୍ରତ୍ୟାହାରକୁ ନେଇ କଂଗ୍ରେସ ବିଧାୟକ ଦଳର ଯୁଦ୍ଧ ଘୋଷଣା    (09-Sep-2026)       ||      ଓଡ଼ିଶା ପ୍ରଦେଶ କଂଗ୍ରେସ ସେବାଦଳର କର୍ମକର୍ତ୍ତା ଘୋଷିତ   (09-Sep-2026)       ||      ଭୁବନେଶ୍ୱରରେ ‘ବିକଶିତ ଭାରତ ଯୁବ ନେତୃତ୍ୱ ସଂଳାପ-୨୦୨୭’ର ଶୁଭାରମ୍ଭ: ଯୁବପିଢ଼ିଙ୍କୁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ଆହ୍ୱାନ   (09-Sep-2026)       ||     

HOME   ଜିଲ୍ଲା

ବଲାଙ୍ଗିର ବିଜେଡି ର ୨୯ତମ ବିଜେଡି ପ୍ରତିଷ୍ଠା ଦିବସ ପାଳିତ

27-Dec-2025



ବଲାଙ୍ଗୀର (ପ୍ରେରଣା ଖବର): ବଲାଙ୍ଗିର ନିର୍ବାଚନ ମଣ୍ଡଳୀ ସ୍ତରୀୟ ବିଜୁ ଜନତା ଦଳର ୨୯ତମ ପ୍ରତିଷ୍ଠା ଦିବସ ସ୍ଥାନୀୟ ବିଜୁ ପଟ୍ଟନାୟକ ଶିଶୁ ଉଦ୍ୟାନ ଠାରେ ପାଳିତ ହୋଇ ଯାଇଛି । ଏହି ଦିବସରେ ବଲାଙ୍ଗିର ଜିଲ୍ଲାପରିଷଦ ଅଧ୍ୟକ୍ଷା ଦେବକୀ ସାହୁ ମୁଖ୍ଯ ଅତିଥ ଭାବରେ ଯୋଗଦାନ କରି ପ୍ରବାଦ ପୁରୁଷ ସ୍ବର୍ଗତ ବିଜୁ ପଟ୍ଟନାୟକଙ୍କ ପ୍ରତିମୁର୍ତ୍ତି ରେ ପୁଷ୍ପମାଲ୍ଯ ଅର୍ପଣ କରି ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିଥିଲେ । ପରେପରେ ବଲାଙ୍ଗିର ବିଜେଡି ନଗର ସଭାପତି ତଥା ବରିଷ୍ଠ କାଉନସିଲର ସମ୍ଭୁ ନାଗ ଙ୍କ ସଭାପତିତ୍ବ ରେ ବିଜେଡି ପ୍ରତିଷ୍ଠା ଦିବସ ସମାରୋହ ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ବୈଠକ ରେ ପାଣ୍ଡବ କୁମ୍ଭାର , ଇସ୍ମତ ଆରା ଖାନ, ସତ୍ଯ ନାରାୟଣ ଭୋଇ , ଛାତ୍ର ସଭାପତି ସୁମନ ନନ୍ଦ, ମହିଳା ସଭାନେତ୍ରୀ ଦମୟନ୍ତୀ ବାଗ , ପ୍ରଦ୍ୟୁମ୍ନ ହୋତା , ନିହାର ରଞ୍ଜନ ସ୍ବାଇଁ , ଦେଓଗାଁ ବ୍ଲକ ଅଧ୍ୟକ୍ଷ ଦୟନୀଧି ଖମାରୀ , ବିଧୁ ଭୂଷଣ ତ୍ରୀପାଠି , କୈଳାଶ ଚନ୍ଦ୍ର ମହାନ୍ତି ଙ୍କ ପରେପରେ ମୁଖ୍ଯ ଅତିଥି ଦେବକୀ ସାହୁ ବିଜୁ ଜନତା ଦଳର ଗଠନ ଓ ମାନ୍ୟବର ପୁର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଙ୍କ ନିତୀ ଆଦର୍ଶ ଓ ବିଚାରଧାରା ବିଷୟରେ ଆଲୋକପାତ କରିବା ସହିତ ବକ୍ତା ମାନେ ନବୀନ ପଟ୍ଟନାୟକ ସୁ-ଶାସନ ରେ ଓଡିଶା ବାସୀଙ୍କ ବିକାଶ ଓ ଆଜିର ଡବଲ ଇଞ୍ଜିନ ସରକାରଙ୍କ ବିଫଳତା ବିଷୟରେ କର୍ମକର୍ତ୍ତାଙ୍କୁ ଅବଗତ କରାଇ ଆଗକୁ ବିଜୁ ଜନତା ଦଳକୁ ମାନ୍ୟବର ପୁର୍ବତନ ମନ୍ତ୍ରୀ ଶ୍ରୀଯୁକ୍ତ ଅନଙ୍ଗ ଉଦୟ ସିଂହଦେଓ ବଲାଙ୍ଗିର ବିଧାୟକ ଶ୍ରୀଯୁକ୍ତ କଳିକେଶ ନାରାୟଣ ସିଂହଦେଓ ଙ୍କ ନେତୃତ୍ବ ରେ ସଙ୍ଗଠନ କୁ ମଜଭୁତ କରିବାକୁ ଆହ୍ବାନ ଦେଇଥିଲେ । ଏହି କାର୍ଯ୍ୟକ୍ରମରେ ସମସ୍ତ କାଉନସିଲର ଜିଲ୍ଲାପରିଷଦ ସରପଞ୍ଚ ସମିତି ସଭ୍ଯଙ୍କ ସମେତ ସମସ୍ତ ବରିଷ୍ଠ ଓ କନିଷ୍ଠ ନେତୃବୃନ୍ଦ ଙ୍କ ସମେତ ଛାମୁଆ ସଂଗଠନ ର ସମସ୍ତ କର୍ମକର୍ତ୍ତା ଉପସ୍ଥିତ ଥିବାବେଳେ ବଲାଙ୍ଗିର ବିଜୁ ଜନତା ଦଳର ସାମାଜିକ ଗଣମାଧ୍ୟମ ର ଜିଲ୍ଲା ସଂଯୋଜକ ବିଭୁତି ଭୂଷଣ ମିଶ୍ର ଧନ୍ୟବାଦ ଅର୍ପଣ କରିଥିଲେ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଭୀମଟାଙ୍ଗି ବରିଷ୍ଠ ନାଗରିକ ମଞ୍ଚର ବାର୍ଷିକୋତ୍ସବ   10-Sep-2026
  ଜିଲ୍ଲା  
ଝାରମୁଣ୍ଡା ଓଏଭି ର ସୌମ୍ୟାଶ୍ରୀଙ୍କ ବାଜିମାତ୍‌   10-Sep-2026
  ଜିଲ୍ଲା  
ଶିଶୁଙ୍କ ପେଟରୁ କାଟି ଲୁଣ୍ଠନ : ଧର୍ମ ସହିବନି ! କାରଣ ଅଜଣା : ଅଧିକାରୀଙ୍କ ମୁହଁ ବନ୍ଦ   10-Sep-2026
  ଜିଲ୍ଲା  
*ବିଜ୍ଞାନ କୁ ଅସ୍ତ୍ର ରୁପେ ଗ୍ରହଣ କରି ସମାଜ ର ଅନ୍ଧ ବିଶ୍ୱାସ ଓ କୁସଂସ୍କାର ବିରୁଦ୍ଧରେ ଯୁଦ୍ଧ ଘୋଷଣା କରନ୍ତୁ*- *ଅତିଥି* -   10-Sep-2026
  ଜିଲ୍ଲା  
ସିଦ୍ଧାର୍ଥ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ମାଁ ପାଇଁ ଗଛଟିଏ କାର୍ଯ୍ୟକ୍ରମ   10-Sep-2026
  ଜିଲ୍ଲା  
ବିଶ୍ୱାତ୍ମ ବିଦ୍ୟାମନ୍ଦିରରେ ପରମହଂସ ଶ୍ରୀ ସ୍ୱାମୀଜୀ ମହାରାଜଙ୍କ ୭୧ତମ ଜନ୍ମୋତ୍ସବ ଓ ୩୧ତମ ପ୍ରତିଷ୍ଠା ଦିବସ ପାଳିତ   10-Sep-2026
ଡକ୍ଟର ପ୍ରତିଭା ରାୟଙ୍କୁ ସାହିତ୍ୟ ଅକାଦେମି ଫେଲୋସିପ୍ ପ୍ରଦାନ ପ୍ରତିଭା ରାୟ ଭାରତୀୟ ସାହିତ୍ୟର ଜୀବନ୍ତ କିମ୍ବଦନ୍ତୀ   10-Sep-2026
  ଜିଲ୍ଲା  
ବୀରାଙ୍ଗନା ପାର୍ବତୀ ଗିରିଙ୍କ ଜନ୍ମଶତାବ୍ଦୀରେ ସ୍ମାରକ ଡାକଟିକଟ ପାଇଁ ପ୍ରସ୍ତାବ :  ସାଂସଦ ପ୍ରଦୀପ ପୁରୋହିତଙ୍କ ଦାବିକୁ କେନ୍ଦ୍ରର ସକାରାତ୍ମକ ପଦକ୍ଷେପ   10-Sep-2026
  ଜିଲ୍ଲା  
ୟୁଏଇର ମନ୍ତ୍ରୀ ଅବ୍ଦୁଲ୍ଲା ବିନ୍ ତୌକ୍ ଅଲ୍ ମାରିଙ୍କ ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ସାକ୍ଷାତକାର   10-Sep-2026
  ଜିଲ୍ଲା  
ଧାନ ଫସଲରେ ସମନ୍ୱିତ ପୋଷକତତ୍ତ୍ୱ ପରିଚାଳନା ନେଇ ଦ୍ୱିଦିବସୀୟ ତାଲିମ ଶିବିର   10-Sep-2026
  ଜିଲ୍ଲା  
ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ଜବରଦଖଲ ଜମି ପୁନଃରୁଦ୍ଧାର ପାଇଁ ଦାବି କଲା ବଲାଙ୍ଗୀର ଜିଲ୍ଲା ସିଭିଲ ସୋସାଇଟି   10-Sep-2026
  ଜିଲ୍ଲା  
ହୃଦଘାତରେ ଶିକ୍ଷକଙ୍କ ମୃତ୍ୟୁ, ଶିକ୍ଷକ-ଛାତ୍ରଛାତ୍ରୀ ଓ ଅଞ୍ଚଳବାସୀଙ୍କ ମଧ୍ୟରେ ଶୋକର ଛାୟା*   10-Sep-2026

You Might Also Like