-+91-9937148622 |

prerana_bgr@rediffmail.com |

  Thursday 18th June 2026 |

| | | |

R.N.I. Regd No. ODIODI/2010/46693

Breaking News

ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   (18-Jun-2026)       ||      ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ    (18-Jun-2026)       ||      ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ    (18-Jun-2026)       ||      ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ    (18-Jun-2026)       ||      ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   (18-Jun-2026)       ||      ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   (18-Jun-2026)       ||      ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ    (18-Jun-2026)       ||      ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   (17-Jun-2026)       ||      ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   (17-Jun-2026)       ||      ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   (17-Jun-2026)       ||      ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ    (17-Jun-2026)       ||      ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   (17-Jun-2026)       ||      ନୂତନ ମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ   (17-Jun-2026)       ||      ଟୋକନ ନ ସମସ୍ୟା; ମଙ୍ଗଳବାର ରାସ୍ତାରୋକ ସ୍ଥଗିତ   (17-Jun-2026)       ||      ନବମ ଓଡ଼ିଶା ପେନକାକ୍ ସିଲାଟ ଚମ୍ପିଆନସିପ୍‌ରେ ବଲାଙ୍ଗିରର ସଫଳତା; ୧୪ ପଦକ ହାସଲ   (17-Jun-2026)       ||      *ଚନ୍ଦାହାଣ୍ଡି ଠାରେ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ*   (17-Jun-2026)       ||      *ସି.ଆର.ସି.ସି.,ବି.ଇ.ଓ.,ଵି.ଆର.ସି.ସି. ମିଳିତ ପରିଦର୍ଶନ-ବିଦ୍ୟାଳୟ ସ୍ତରୀୟ "ସୁରକ୍ଷା ଓ ନିରାପତ୍ତା ନିଶ୍ଚିତକରଣ-*   (17-Jun-2026)       ||      *କେରଣ୍ଡି ଗାଁରେ କାଳବୈଶାଖୀ ତାଣ୍ଡବ.... ଉପଡିଲା ଗଛ ଭାଙ୍ଗିଲା ଘର ଗୁଡିକର ଛପର*   (17-Jun-2026)       ||      ମହାରାଣା ପ୍ରତାପ: ବୀରତ୍ୱ ,ସ୍ୱାଭିମାନ ଏବଂ ଦେଶପ୍ରେମର ଏକ ଅମର ପ୍ରତୀକ।ତ୍ୟାଗ, ସାହସ ଏବଂ ସ୍ୱାଧୀନତାର ଏକ ଅନନ୍ୟା ଗାଥା। (ମହାରାଣା ପ୍ରତାପ ଙ୍କ ଜୟନ୍ତୀ ଅବସରରେ) -ସ୍ଵାମୀ ବିଜୟାନନ୍ଦଜୀ।   (17-Jun-2026)       ||      ଗ୍ରାମର ସମସ୍ୟା ନେଇ ବିଡିଓଙ୍କ ସହିତ ଆଲୋଚନା   (17-Jun-2026)       ||     

HOME   ଜିଲ୍ଲା

ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ , ସୁରଜ-୧୧ ଫୁଲବାଣୀ ପୁଲ୍ -ବି ର ଫାଇନାଲ୍ କୁ ପ୍ରବେଶ

27-Dec-2025



ଲୋଇସିଂହା, (ବିନୋଦ ଦୀପ) ବଡଟିକା କ୍ରୀଡା ସଂଘ ଆନୁକୂଲ୍ଯରେ ଆୟୋଜିତ ଦ୍ବିତୀୟ ରାଜ୍ଯ ସ୍ତରୀୟ ବଡଟିକା କପ୍ ଫୁଟବଲ୍ ଟୁର୍ଣ୍ଣାମେଣ୍ଟ୍ ପୁଲ୍ - ବି ର ସେମି ଫାଇନାଲ୍ ଆଦର୍ଶ କ୍ଲବ୍ ଝାରସୁଗୁଡା ଓ   ସୁରଜ-୧୧ ଫୁଲବାଣୀ   ମଧ୍ଯରେ ଅନୁଷ୍ଠିତ ହୋଇଥିଲା l ଆଜିର ଖେଳରେ ସୁରଜ-୧୧ ଫୁଲବାଣୀ  ୩-୦ ଗୋଲ୍ ରେ ରେ ବିଜୟୀ ହୋଇ ପୁଲ୍ -ବି ର  ଫାଇନାଲ୍ କୁ ପ୍ରବେଶ କରିଛି । ଏହି ଅବସରରେ      ଆଗଲପୁର ତହସିଲ କାର୍ଯ୍ୟାଳୟ ସେକ୍ ସନ୍ ଅଫିସର ଭରତ ଭୋଇ, ବୁର୍ଡା ଗ୍ରାମ ପଞ୍ଚାୟତ ସରପଞ୍ଚ ସୁଦିପ ସା, ଅଵସର ପ୍ରାପ୍ତ ଭିଜିଲାନ୍ସ  ଅଫିସର ଯୁଧିଷ୍ଠିର ପଧାନ,  ବଡଟିକା ଗ୍ରାମ ପଞ୍ଚାୟତ ସରପଞ୍ଚ  ଉଦେନାଥ ନାଏକ,  ଯୁବନେତା ତଥା ସମାଜସେବୀ ଆନନ୍ଦ ମେହେର,   ଅବସରପ୍ରାପ୍ତ କେନ୍ଦୁଲିଫ୍ ଫରେଷ୍ଟର ଦୁର୍ବାସା ସା ପ୍ରମୁଖ ସମ୍ମାନୀତ ଅତିଥିଭାବେ ଯୋଗ ଦେଇଥିଲେ ।  ମ୍ଯାଚ୍ କମିଶନର୍ ସୁଦୟ କୁମାର ବାରିକ ଙ୍କ ପ୍ରତ୍ଯକ୍ଷ ତତ୍ୱାବଧାନରେ କରୁଣାକର ପଧାନ , ରାଜ୍ କୁମାର ମଣ୍ଡଳ, ସୁଧାଂଶୁ ଶେଖର ସେଠ୍  ଓ ରୋଶନ୍ ମେହେର ଆଜିର ଖେଳକୁ ପରିଚାଳନା କରିଥିଲେ ।  ସୁରଜ-୧୧ ଫୁଲବାଣୀ ଦଳର   ଜିମ୍ମା  ଆଜିର ଖେଳର ଶ୍ରେଷ୍ଠ ଖେଳାଳି ଭାବେ ମୁଖ୍ଯ ଅତିଥିଙ୍କଠାରୁ ପୁରସ୍କୃତ ହୋଇଥିଲେ  ।  ହିମାଶୁ ଦଳପତି ମଞ୍ଚ ପରିଚାଳନା ଓ ଧାରା ବିବରଣୀ ପ୍ରଦାନ କରିଥିଲେ । କ୍ରୀଡା ସଂଘର ସଭାପତି ଭୁବନେଶ୍ବର ଧରୁଆ, ଉପ ସଭାପତି ଗୋପାଳ ବିଶ୍ବାଳ, ସଂପାଦକ ଅନିଋଦ୍ଧ ଭୋଇ, ସହ ସଂପାଦକ ମନରଞ୍ଜନ ବିଶ୍ବାଳ, କୋଷାଧ୍ୟକ୍ଷ ରାଜୁ ପଧାନ,   ଶୁଶିଲ ବିଶ୍ବାଲ,ଯୁବ ସ୍ବେଚ୍ଛାସେବୀ ଡୋଳାମଣି ଦଳପତି  ତଥା କ୍ରୀଡା ସଂଘ ର  ସମସ୍ତ ସଭ୍ଯ ତଥା ଗ୍ରାମବାସୀ ସହଯୋଗ କରିଥିଲେ । ଆସନ୍ତା କାଲି   ଫାଇନାଲ୍ ଖେଳ  ସୁରଜ-୧୧ ଫୁଲବାଣୀ ଓ  ବିଏଫ୍ ସି କୁଚିଣ୍ଡା  ମଧ୍ଯରେ ଅନୁଷ୍ଠିତ ହେବ ବୋଲି ଆୟୋଜକ ସୂତ୍ର ରୁ ପ୍ରକାଶ ।


News Comment




Photo in News

Advertisment
Lastest News
  ଜିଲ୍ଲା  
ଆବର୍ଜନା ଉଠାଇଲେ ଏନଏସି ଅଧ୍ୟକ୍ଷ, କାଉନସିଲର ଓ ଯୁବ ଗୋଷ୍ଠୀ, ସଫେଇ କର୍ମଚାରୀଙ୍କ ସହ ମୁହାଁ ମୁହିଁ ପରିସ୍ଥିତି ନାକେଦମ୍ ପୁଲିସ, ଦୁଇ ଘଣ୍ଟା ତୁଷୁରା - ବଲାଙ୍ଗୀର ରାସ୍ତା ଅବରୋଧ   18-Jun-2026
  ଜିଲ୍ଲା  
ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜଙ୍କ ସାମ୍ବାଦିକ ସମ୍ମିଳନୀ ଅନୁଷ୍ଠିତ ଗତ ଦୁଇ ବର୍ଷରେ ରାଜ୍ୟ ସରକାରଙ୍କ ବିକାଶମୂଳକ ଯୋଜନା ଏବଂ ସଫଳତା ସମ୍ପର୍କରେ ଉପସ୍ଥାପନ କଲେ ମନ୍ତ୍ରୀ   18-Jun-2026
  ରାଜ୍ୟ  
ବଲାଙ୍ଗୀର ଜିଲ୍ଲା ଓକିଲ ସଂଘ ପକ୍ଷରୁ ସାଇବର୍ ଆଇନ ସମ୍ପର୍କିତ ଆଲୋଚନାଚକ୍ର ୨୧ ରେ   18-Jun-2026
  ଜିଲ୍ଲା  
ବ୍ରାହ୍ମଣୀ ଗ୍ରାମରେ ମାଇକ୍ରୋ ଟୁରିଜିମ୍‌ ପ୍ରକଳ୍ପର ପରିଦର୍ଶନ କଲେ ପ୍ରଶାସନିକ ଦଳ   18-Jun-2026
  ଜିଲ୍ଲା  
ଆନ୍ତର୍ଜାତୀୟ ଯୋଗ ଦିବସ ପାଳନ ନେଇ ପ୍ରସ୍ତୁତି ବୈଠକ   18-Jun-2026
  ଜିଲ୍ଲା  
ଶିଶୁ ମଙ୍ଗଳ କମିଟି କୋର୍ଟ କ୍ୟାମ୍ପ: ବ୍ଲକ ସ୍ତରୀୟ ପିତୃ-ମାତୃହୀନ ଶିଶୁଙ୍କ ଉପସ୍ଥାପନା ଓ ପରାମର୍ଶ ଶିବିର   18-Jun-2026
  ଜିଲ୍ଲା  
ମା ଜାଗୁଳାଇ ରାମଲୀଳା ସମିତି ପକ୍ଷରୁ ଦୁଇଦିନିଆ ରାମଲୀଳା ଉତ୍ସବ   18-Jun-2026
  ଜିଲ୍ଲା  
ଆଗଲପୁର ବ୍ଲକ୍ ରେ ବିକାଶ ର ଧାରା ଓଡ଼ିଶା ସାରା କାର୍ଯକ୍ରମ   17-Jun-2026
  ଜିଲ୍ଲା  
ବରପାଲି ୧୪୯ ତମ ଶୀତଳ ଷଷ୍ଠୀ ଯାତ୍ରାର ତୃତୀୟ ଦିବସ, ଭୈରବ ବାବାଙ୍କ ଗୁଆଗୁଣ୍ଡା ନିଉତା ସମ୍ପନ୍ନ   17-Jun-2026
  ଜିଲ୍ଲା  
ବଲାଙ୍ଗିର ର ୯ ଗୋଟି ଶିତଳ ଷଷ୍ଠୀ ଅନୁଷ୍ଠାନକୁ ମୁଖ୍ୟମନ୍ତ୍ରୀଙ୍କ ୩୬ ଲକ୍ଷ ଟଙ୍କା ଅନୁଦାନ   17-Jun-2026
  ଜିଲ୍ଲା  
ବଲାଙ୍ଗିର ସହରରେ ଅଘୋଷିତ ବିଦ୍ୟୁତ୍ କାଟ   17-Jun-2026
  ଜିଲ୍ଲା  
ଲୋଇସିଂହା ରେ ବ୍ଲକ ସ୍ତରୀୟ କୃଷକ ସମ୍ବାଦ ବିକାଶ ର ଧାରା ଓଡିଶା ସାରା କାର୍ଯ୍ୟକ୍ରମ   17-Jun-2026

You Might Also Like