-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ    (14-Sep-2026)       ||      ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   (14-Sep-2026)       ||      ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   (14-Sep-2026)       ||      ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   (14-Sep-2026)       ||      ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||     

HOME   ଜିଲ୍ଲା

କାଉଡୋଳା ଗ୍ରାମର ବିଶିଷ୍ଟ ବ୍ୟକ୍ତି ବଳଭଦ୍ର ବେଶ୍ରା ଙ୍କ ପରଲୋକ

27-Dec-2025



 

(ତ୍ରିନାଥ ବେଶ୍ରା )
ଆଜି ଏମିତି ଜଣେ ବିଶିଷ୍ଟ ବ୍ୟକ୍ତିଙ୍କ ବିୟୋଗ ହୋଇଛି ଯାହାଙ୍କ ବିୟୋଗରେ ଶୋକର ଛାୟା ଖେଳି ଯାଇଛି ପରିବାରରେ, ଗ୍ରାମରେ ତଥା ଅଞ୍ଚଳରେ। ଝୁରୁଛନ୍ତି ପରିବାରର ପୁଅ, ବୋହୁ, ନାତି ନାତୁଣୀ, ଭାଇ ବନ୍ଧୁ, ଆତ୍ମୀୟ ପରିଜନ, ଗାଁ ଓ ଅଞ୍ଚଳବାସୀ। ସେ ହେଉଛନ୍ତି କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକ କାଉଡୋଳାଗ୍ରାମପଞ୍ଚାୟତ ଠାରେ ସମ୍ପାଦକ ଭାବରେ କାର୍ଯ୍ୟ କରିଥିଵା, ଅବସର ପ୍ରାପ୍ତ ସମ୍ପାଦକ ଶ୍ରୀଯୁକ୍ତ ବଳଭଦ୍ର ବେଶ୍ରା  l  ଲୋକସେବା କରିବା ତଥା ସମାଜ ସେବlକରିବାରେ ତାଙ୍କର ଚାକିରୀ କ୍ଷେତ୍ର ରେ ବହୁତ ଅବଦାନ ରହିଛି  । ସେ  ସୁରେଶ ଚନ୍ଦ୍ର ବେଶ୍ରା, ସୁବାଷ ବେଶ୍ରା, ସୁନୀଲ ବେଶ୍ରା, ସୁଶୀଲ ବେଶ୍ରା ଙ୍କ ପିତା ଅଟନ୍ତି। ତାଙ୍କର 82ବର୍ଷ ବୟସରେ ନିଜ ବାସ ଭବନରେ ପରଲୋକ ହୋଇ ଯାଇଛି।ସେ କାଉଡୋଳା ଗ୍ରାମର ଜଣେ ବିଶିଷ୍ଟ ବ୍ୟକ୍ତି ଭାବରେ ଜଣାଶୁଣା ଥିଲେ। କାଉଡୋଳା ଗ୍ରାମପଞ୍ଚାୟତ ରେ ଦୀର୍ଘ ଦିନ ଧରି ସମ୍ପାଦକ ଭାବରେ ଦାୟିତ୍ଵ ନିର୍ବାହ କରିଥିଲେ। କାଉଡୋଳା ତଥା ଅଞ୍ଚଳର ଜଣେ ପରୋପକାରୀ, ମିଷ୍ଟ ଭାଷୀ, ମାନବ ପ୍ରେମୀ, ଜାତି ପ୍ରେମୀ ଭାବରେ ତାଙ୍କର ଆଦର ଓ ସମ୍ମାନ ରହିଥିଲା। ଆଜି ତାଙ୍କ ବିୟୋଗ ପରେ ପରିବାର ବର୍ଗ, ଭାଇ ବନ୍ଧୁ, ଆତ୍ମୀୟ ପରିଜନଙ୍କ ଉପସ୍ଥିତିରେ ଗ୍ରାମ୍ୟ ଶ୍ମଶାନରେ ତାଙ୍କର ଶେଷ କୃତ୍ୟ ସଂପନ୍ନ କରାଯାଇଛି। ତାଙ୍କ ବିୟୋଗରେ ଅଞ୍ଚଳରେ ଶୋକର ଛାୟା ଖେଳି ଯାଇଛି।ସମସ୍ତେ ତାଙ୍କୁ ଝୁରି ହେବା ସହ ଅଶ୍ରୁଳ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି।


News Comment




Photo in News

Advertisment
Lastest News
  ଜିଲ୍ଲା  
ନିରଞ୍ଜନ ବିଶିଙ୍କ ଦାବି ଉପରେ ରେଳବୋର୍ଡର ପ୍ରତିକ୍ରିୟା, ପ୍ରସ୍ତାବ ରେଳବାଇର ଚାଲୁ ପ୍ରକ୍ରିୟାର ଅଂଶ ବୋଲି ସୂଚନା ଦେଲେ ରେଳ ବିଭାଗ   14-Sep-2026
  ଜିଲ୍ଲା  
ଡାବୁଗାଁ ଅଂଚଳରେ ଧୂମଧାମରେ ପାଳିତ ହେଲା ଗଣେଶ ପୂଜା   14-Sep-2026
  ଜିଲ୍ଲା  
ଗାନ୍ଧି ପାଠଗାର (ପୂଜା ମଣ୍ଡପ), ଟିକ୍ରାପଡା ର ଦୁର୍ଗାପୂଜା ଆୟୋଜନ ପାଇଁ ପ୍ରସ୍ତୁତି ବୈଠକ   14-Sep-2026
  ଜିଲ୍ଲା  
ମାରାଗୁଡା ସାହିତ୍ୟ ସଂସଦ ଦ୍ବାରା ପ୍ରକାଶିତ ପ୍ରଣବପ୍ରଭା ଇ -ପତ୍ରିକାର ଆଭାସୀ ଉନ୍ମୋଚନ ଉତ୍ସବ   14-Sep-2026
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026

You Might Also Like