-+91-9937148622 |

prerana_bgr@rediffmail.com |

  Monday 14th September 2026 |

| | | |

R.N.I. Regd No. ODIODI/2010/46693

Breaking News

ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   (14-Sep-2026)       ||      ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   (14-Sep-2026)       ||      ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   (14-Sep-2026)       ||      ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   (14-Sep-2026)       ||      ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   (14-Sep-2026)       ||      ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   (13-Sep-2026)       ||      ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   (13-Sep-2026)       ||      ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ    (13-Sep-2026)       ||      କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ    (13-Sep-2026)       ||      କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   (13-Sep-2026)       ||      ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   (13-Sep-2026)       ||      ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ    (13-Sep-2026)       ||      ସ୍ବର୍ଗତ ଉମେଶ ଚନ୍ଦ୍ର ମହାନ୍ତିଙ୍କ ଦ୍ୱାଦଶରେ ଯୋଗଦେଲେ ସହରର ବିଭିନ୍ନ ମାନ୍ୟଗଣ୍ୟ ବ୍ୟକ୍ତି    (13-Sep-2026)       ||      ଧରପଗଡ ପରେ ବଢୁଛି ଓମ୍ଫେଡ୍ ପନିର ଓ ଉତ୍ପାଦର ଚାହିଦା ‘ଗୁଣବତ୍ତାରେ କୌଣସି ସାଲିସ୍ କରାଯିବ ନାହିଁ’-ପରିଚାଳନା ନିର୍ଦେଶକ   (13-Sep-2026)       ||      ଶ୍ରୀ ଦାଦିଜି ମନ୍ଦିର ଟ୍ରଷ୍ଟ ପ୍ରଭାବତୀ ପବ୍ଲିକ ସ୍କୁଲରେ ଦୁଇ ଦିନିଆ ଦକ୍ଷତା ବିକାଶ କାର୍ଯ୍ୟକ୍ରମ   (13-Sep-2026)       ||      ରେଟାମୁଣ୍ଡା ୟୁଥ୍ କ୍ଲବ ଆନୁକୁଲ୍ୟରେ ୫୦ ତମ ଫୁଟବଲ୍ ଟୁର୍ଣ୍ଣlମେଣ୍ଟ ଉଦଯାପିତ, ଆମ୍ବେଦକର ଏଫ୍ସି ବରଗଡ ଚମ୍ପିୟାନ   (13-Sep-2026)       ||      ପ୍ରତିଭାର ଆଲୋକରେ ଉଦ୍‌ଭାସିତ ହେଲା ପଥରଚେପା ଆଦର୍ଶ ବିଦ୍ୟାଳୟର ୧୨ତମ ପ୍ରତିଷ୍ଠା ଦିବସ   (13-Sep-2026)       ||      ଓଡ଼ିଶା ନାରୀ ସେବା ସଂଘ ପକ୍ଷରୁ ସଚେତନତା କାର୍ଯକ୍ରମ   (13-Sep-2026)       ||      ଏଜି ଆମ୍ବୁଲାନ୍ସ ପକ୍ଷରୁ ବିଶ୍ୱ ପ୍ରାଥମିକ ଚିକିତ୍ସା ଦିବସ ପାଳିତ l ଜରୁରୀକାଳୀନ ପରିସ୍ଥିତିରେ ପ୍ରତି ସେକେଣ୍ଡ ଦୁର୍ଘଟଣାଗ୍ରସ୍ତ ଆହତଙ୍କ ଜୀବନରକ୍ଷା ପାଇଁ ଗୁରୁତ୍ୱପୂର୍ଣ୍ଣ    (12-Sep-2026)       ||      ରାଷ୍ଟ୍ରୀୟ ଲୋକ ଅଦାଲତ♦️୬୨,୪୮୭ ମାମଲାର ଫଇସଲା   (12-Sep-2026)       ||     

HOME   ଜିଲ୍ଲା

ଖୁଟୁଣାପାଣି କପ ଫୁଟବଳ ପ୍ରତିଯୋଗିତା ଉଦଯାପିତ

28-Dec-2025



ବଲାଙ୍ଗୀର(ପ୍ରେରଣା ଖବର): ବଲାଙ୍ଗୀର ଜିଲ୍ଲାର ପାଟଣାଗଡ ବ୍ଲକ୍ ଅନ୍ତର୍ଗତ ଖୁଟୁଣାପାଣି ଖେଳ ପଡିଆ ଠାରେ ଦୁଇ ଦିନ ଧରି ଚାଲିଥିବା ଖୁଟୁଣାପାଣି କପ ଫୁଟବଳ ପ୍ରତିଯୋଗିତା ପାଟଣାଗଡ଼ ବ୍ଲକ ବନେଇମୁଣ୍ଡା ପଞ୍ଚାୟତ ଖୁଟୁଣାପାଣି ଖେଳପଡ଼ିଆ ଠାରେ ଖୁଟୁଣାପାଣି ଫୁଟବଲ କ୍ଲବ ଦ୍ୱାରା ଅନୁଷ୍ଠିତ ହୋଇଥିଲା | ଏହି ପ୍ରତିଯୋଗିତାରେ ଆଠ ଗୋଟି ଦଳ ଅଂଶଗ୍ରହଣ କରିଥିଲେ | ଆଜି ଏହି ପ୍ରତିଯୋଗିତାର ଫାଇନାଲ ଖେଳ ଅନୁଷ୍ଠିତ ହୋଇଥିଲା | ସଂଘର୍ଷପୁର୍ଣ ଖେଳ ଖେଳି  ଘସିଏନ ଏବଂ ରେଙ୍ଗଟସିଲ ଦଳ ଫାଇନାଲକୁ ପ୍ରବେଶ କରିଥିଲେ | ଉଭୟ ଦଳ ମଧ୍ୟରେ ସଂଘର୍ଷ ପୁର୍ଣ ଖେଳ ଅନୁଷ୍ଠିତ ହୋଇ ରେଙ୍ଗଟାସିଲ ଦଳ ଘସିଏନ ଦଳକୁ ଗୋଟିଏ ଗୋଲ ଦେଇ ବିଜୟୀ ହୋଇଥିଲା | ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ବିଶ୍ୱାବସୁ ଶବର ସମାଜର ଜିଲ୍ଲା ସଭାପତି ସାରଥୀ ବାଗ, ସମ୍ମାନିତ ଅତିଥି ଭାବରେ ଜିଲ୍ଲା ଆଦିବାସୀ କଲ୍ୟାଣ ସଂଘର ଯୁଗ୍ମ ସମ୍ପାଦକ ଗିରିରାଜ ଭୋଇ ଯୋଗଦେଇ ଉଭୟ ବିଜେତା ଓ ଉପବିଜେତା ଦଳକୁ ଟ୍ରଫି ସହ ଆର୍ଥିକ ରାଶିଦେଇ ପୁରସ୍କୃତ କରିଥିଲେ ଏବଂ ଖେଳାଳୀ ମାନଙ୍କୁ ଉତ୍ସାହିତ କରିଥିଲେ | ଏହି ଅଞ୍ଚଳରେ ଲୁକ୍କାୟିତ ଭାବରେ ବହୁ ପ୍ରତିଭାବାନ ଖେଳାଳୀ ଥିଲେ ସୁଦ୍ଧା ସରକାରୀ ପ୍ରୋତ୍ସାହନ, ସରକାରୀ ଆନ୍ତରିକତା ଅଭାବ ଏବଂ ଭିତ୍ତିଭୂମି ଅଭାବ ହେତୁ ଖେଳ ଓ ଖେଳାଳୀ ମାନଙ୍କର ବିକାଶ ହେଉନାହିଁ ବୋଲି ଅତିଥି ମାନେ ତାଙ୍କ ବକ୍ତବ୍ୟରେ କହିଥିଲେ | ଆଜିର ଖେଳକୁ ରେଫରି ପ୍ରମୋଦ କୁମାର ଭୋଇ ପରିଚାଳନା କରିଥିବାବେଳେ ଲାଇନମ୍ୟାନ ଭାବେ ରାଜୀବ ବାରିକ, ରାକେଶ ଭୋଇ ଏବଂ ଚତୁର୍ଥ ରେଫରୀ ଭାବେ ପୂର୍ବତନ ଭାରତୀୟ ସୁରକ୍ଷା ସେନାନୀ ଯୋଗେଶ୍ୱର ଭୋଇ ଦାୟିତ୍ୱ ତୁଲାଇଥିଲେ | ଆୟୋଜକ କ୍ଲବର ଯତନ ବୁଡ଼େକ, ସୁଦାମ ମେହେର,ଗଣପତି ଭୋଇ, ରାଜେଶ ଭୋଇ, ନରେଶ ଭୋଇ, ରବି ବିଶ୍ୱାଳ, ପୁର୍ଣ ବୁଡ଼େକ, ପିଣ୍ଟୁ ବୁଡ଼େକ ପ୍ରମୁଖ ସହଯୋଗ କରିଥିଲେ | ଆଜିର ଫାଇନାଲ ଖେଳରେ ଅଞ୍ଚଳର ବହୁ ସଂଖ୍ୟାରେ ଦର୍ଶକ ଉପସ୍ଥିତ ରହି ଖେଳକୁ ଉପଭୋଗ କରିଥିଲେ |


News Comment




Photo in News

Advertisment
Lastest News
  ଜିଲ୍ଲା  
ପିଏମ୍‌ ଶ୍ରୀ ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟରେ ଭକ୍ତିମୟ ପରିବେଶରେ ଗଣେଶ ପୂଜା "ହିମାଳୟ ପର୍ବତ ଅବଧାରଣାରେ ଚିତ୍ତାକର୍ଷକ ସାଜସଜ୍ଜା,ପୂର୍ବତନ ଛାତ୍ରୀଙ୍କ ଯୋଗଦାନ"   14-Sep-2026
  ରାଜ୍ୟ  
ସେବା ସଂକଳ୍ପ’ ଅଭିଯାନକୁ ଜନଆନ୍ଦୋଳନରେ ପରିଣତ କରିବାକୁ ଆହ୍ୱାନ* *ସେବାରୁ ସଂକଳ୍ପ, ସଂକଳ୍ପରୁ ବିକଶିତ ଓଡ଼ିଶା : ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ ଡଃ କୃଷ୍ଣ ଚନ୍ଦ୍ର ମହାପାତ୍ର   14-Sep-2026
  ଜିଲ୍ଲା  
ୱାର୍ଲଡ୍ ଓଡ଼ିଶା ସୋସାଇଟି ପକ୍ଷରୁ ପ୍ରଣବ ପଟ୍ଟନାୟକଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ   14-Sep-2026
  ଜିଲ୍ଲା  
ବାଲିଗୁଡ଼ାରେ ଗଣେଷ ପୂଜା ପାଳିତ : ଆକର୍ଷଣୀୟ ସାଜସଜ୍ଜା ଓ ଆଲୋକମାଳାରେ ଝଲସିଲା ପୂଜାମଣ୍ଡପ   14-Sep-2026
  ଜିଲ୍ଲା  
ଲଗାଣ ବର୍ଷାରେ ଭାଙ୍ଗିଲା ଦୁକାନ ଗୃହ, ଲକ୍ଷାଧିକ ଟଙ୍କାର କ୍ଷତି   14-Sep-2026
  ରାଜ୍ୟ  
ଆଞ୍ଚଳିକ ବରିଷ୍ଠ ନାଗରିକ ମଞ୍ଚ ର ପ୍ରତିଭା ସମ୍ନାନ ସମାରୋହ,   13-Sep-2026
  ଜିଲ୍ଲା  
ବ୍ଲକ୍ କଲୋନୀ କ୍ଲଷ୍ଟରସ୍ତରୀୟ ତୃତୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
ଭଞ୍ଜନଗର ପୋଲିସ କୁ ବଡ ସଫଳତା : ବ୍ୟାପକ ନକଲି ମଦ ଜବତ   13-Sep-2026
  ଜିଲ୍ଲା  
କ୍ଲଷ୍ଟର ସ୍ତରୀୟ ମାସିକ ବୈଠକ ଅନୁଷ୍ଠିତ   13-Sep-2026
  ଜିଲ୍ଲା  
କୁଡ଼ାପଡ଼ା ସ୍କୁଲରେ ସ୍ୱଚ୍ଛତା ପକ୍ଷ ପାଳନ   13-Sep-2026
  ଜିଲ୍ଲା  
ଗଞ୍ଜାମରେ ପାର୍ବଣପୂର୍ବରୁ ଫୁଟିଲା ଗୁଳି   13-Sep-2026
  ଜିଲ୍ଲା  
ଟିଟିଲାଗଡରେ ଫିକା ପଡିଛି ନୂଆଁଖାଇ ବଜାର - ବଜାର ଖାଁ ଖାଁ - ବ୍ୟବସାୟୀ ଚିନ୍ତାରେ   13-Sep-2026

You Might Also Like