-+91-9937148622 |

prerana_bgr@rediffmail.com |

  Friday 31st July 2026 |

| | | |

R.N.I. Regd No. ODIODI/2010/46693

Breaking News

ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   (30-Jul-2026)       ||      କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   (30-Jul-2026)       ||      କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   (30-Jul-2026)       ||      ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   (30-Jul-2026)       ||      ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   (30-Jul-2026)       ||      ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   (30-Jul-2026)       ||      ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା    (30-Jul-2026)       ||      ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   (30-Jul-2026)       ||      ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   (29-Jul-2026)       ||      କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   (29-Jul-2026)       ||      ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   (29-Jul-2026)       ||      ଗୁରୁ ପୁର୍ଣିମା ଦିବସ ପାଳିତ    (29-Jul-2026)       ||      ଶ୍ରୀ ତପୋବନରେ ତହଁକ କୁଟୁମ ଗୁରୁ ପୂର୍ଣ୍ଣିମାରେ ଆଧ୍ୟାତ୍ମିକ କବିତା ଆସର   (29-Jul-2026)       ||      *କେଲିଆ ଶୈବ ପୀଠରେ ବୋଲବମ ପାଇଁ ପ୍ରସ୍ତୁତି ବୈଠକ ଅନୁଷ୍ଠିତ*   (29-Jul-2026)       ||      *ଜିଲ୍ଲା ସ୍ତରୀୟ ବିଶ୍ୱ ହେପାଟାଇଟିସ ଦିବସ ପାଳିତ*- --   (29-Jul-2026)       ||      *ସାଂସ୍କୃତିକ ପଏଁରୀ ଅନୁଷ୍ଠାନ ପକ୍ଷରୁ ଗୁରୁ ପୂର୍ଣ୍ଣିମା ଉତ୍ସବ ପାଳିତ*-   (29-Jul-2026)       ||      କୁମ୍ଭlରୀ ଗୁରୁ ପୀଠରେ ଗୁରୁ ପୂର୍ଣ୍ଣିମା ଉତ୍ସବ ଓ ସାର୍ବଭୌମ ଆଧ୍ୟାତ୍ମିକ ଦିବସ ମହାସମାରୋହରେ ପାଳିତ   (29-Jul-2026)       ||      *ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶ କ୍ରମେ ପୋଡ଼ାଗଡ ଜାତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ଆରମ୍ଭ*   (29-Jul-2026)       ||      ଅଗ୍ରଣୀ ସାହିତ୍ୟ ଅନୁଷ୍ଠାନ ରଚନା ଆୟୋଜନରେ ଗଗନ ସ୍ବାଇଁ ସ୍ମାରକୀ ବକ୍ତୃତା   (28-Jul-2026)       ||      "ଗୁଣାତ୍ମକ ଶିକ୍ଷା ହେଉଛି ଆମର ପରିଚୟ,ଏ-୧ଗ୍ରେଡ଼ ହେଉଛି ଆମର ଲକ୍ଷ୍ୟ"   (28-Jul-2026)       ||     

HOME   ଅପରାଧ

ଜମି ବିବାଦକୁ କେନ୍ଦ୍ର କରି ହତ୍ୟା, ବଡ଼ ଭାଇ ସାନ ଭାଇକୁ ହତ୍ୟା କରିଥିବା ଅଭିଯୋଗ

28-Dec-2025



କାଲିମେଳା(ସନ୍ତୋଷ କୁମାର ପଣ୍ଡା): ମାଲକାନଗିରି ଜିଲ୍ଲା କାଲିମେଳା ଥାନା ଅନ୍ତର୍ଗତ ଏମ.ଭି- ୬୪ ଗ୍ରାମରେ ବୁଧବାର ଦିନ ଏକ ଜଘନ୍ୟ ହତ୍ୟାକାଣ୍ଡ ଘଟିଥିବା ଜଣାପଡିଛି। ସୂଚନା ମୁତାବକ ବୁଧବାର ରାତିରେ କାଲିମେଳା ଥାନା ଅନ୍ତର୍ଗତ ଏମ ଭି-୬୪ ଗାଁରେ  ଜମି ବିବାଦକୁ ନେଇ ବଡ଼ ଭାଇ ତାପସ ମଲ୍ଲିକ (୬୫) ଗ୍ରାମର କିଛି ବ୍ୟକ୍ତିଙ୍କ ସହ ମିଶି ସାନ ଭାଇ ରବୀନ୍ଦ୍ର ମଲ୍ଲିକ(୬୦)ଙ୍କୁ ମରଣାତ୍ମକ ଆକ୍ରମଣ କରିଥିଲେ। ଆକ୍ରମଣରେ ରବୀନ୍ଦ୍ର ମଲ୍ଲିକ ଗୁରୁତର ଆହତ ହେବାରୁ ପ୍ରଥମେ ତାଙ୍କୁ କାଲିମେଳା ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ର ପଠାଯାଇ ଥିବା ବେଳେ ଡ଼ାକ୍ତର ଜରୁରୀକାଳୀନ ଚିକିତ୍ସା ପରେ ତାଙ୍କୁ ମାଲକାନଗିରି ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ସେଠାରେ ମଧ୍ୟ ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡିବାରୁ ଡ଼ାକ୍ତର ତାଙ୍କୁ କୋରାପୁଟ ଚିକିତ୍ସାଳୟକୁ ସ୍ଥାନାନ୍ତରିତ କରିଥିଲେ। ଶନିବାର ସକାଳେ ସେଠାରେ ଚିକିତ୍ସାଧିନ ଅବସ୍ଥାରେ ତାଙ୍କର ମୃତ୍ୟୁ ହୋଇଥିବା ଜଣାପଡିଛି। ଜମିବାଡ଼ି ବିବାଦକୁ ନେଇ ମୃତକ ରବୀନ୍ଦ୍ର ମଲ୍ଲିକ ଏବଂ ବଡ ଭାଇ ତାପସ ମଲ୍ଲିକଙ୍କ ମଧ୍ୟରେ ଦୀର୍ଘଦିନ ହେବ ବିବାଦ ଲାଗି ରହିଥିଲା। ଏହା ମଧ୍ୟରେ ଗ୍ରାମରେ କିଛି ଦିନ ଧରି ଚାଲିଥିବା ଭାଗବତ ପାଠ ଶୁଣିବାକୁ ଉଭୟ ବୁଧବାର ରାତିରେ ଯାଇଥିଲେ ଏବଂ ଭାଗବତ ପାଠ ଶୁଣି ଘରକୁ ଫେରୁଥିବା ବେଳେ ଉଭୟ ଭାଇଙ୍କ ମଧ୍ୟରେ ବଚସା ହୋଇଥିଲା। ଏହି ବଚସା ଉଗ୍ର ରୂପ ନେଇଥିଲା। ଏଥିରେ ବଡ ଭାଇ ତାପସ ମଲ୍ଲିକ ରାଗି ଯାଇ ଗ୍ରାମର କିଛି ବ୍ୟକ୍ତିଙ୍କ ସହ ମିଶି ସାନ ଭାଇ ରବିନ୍ଦ୍ରଙ୍କୁ ମରଣାତ୍ମକ ଆକ୍ରମଣ କରିଥିଲେ। ଏସମ୍ପର୍କରେ ମୃତ ରବୀନ୍ଦ୍ରଙ୍କ ପୁଅ ତରୁଣ ମଲ୍ଲିକ କାଲିମେଳା ଥାନାରେ ଶୁକ୍ରବାର ଦିନ ଲିଖିତ ଅଭିଯୋଗ କରିଥିଲେ। ଅଭିଯୋଗ ପାଇଁ ପୋଲିସ୍ ଉକ୍ତ ଗ୍ରାମରେ ପହଞ୍ଚି ଘଟଣାର ତଦନ୍ତ ଆରମ୍ଭ କରିଥିବା ଜଣାପଡିଛି।


News Comment




Photo in News

Advertisment
Lastest News
  ଜିଲ୍ଲା  
ରେଳ ଉନ୍ନୟନ ପାଇଁ ରେଳମନ୍ତ୍ରୀଙ୍କୁ ଭେଟିଲେ ସାଂସଦ ପ୍ରଦୀପ ପୁରୋହିତ   30-Jul-2026
  ରାଜ୍ୟ  
କୁମିଆଁପାଲିରେ ବିସ୍ଥାପିତପରିବାରଙ୍କ ପାଖରେ ପହଞ୍ଚିଲା ବିଜେଡି ଫେକ୍ଟଫାଇଣ୍ଡିଙ୍ଗ ଟିମ   30-Jul-2026
  ଜିଲ୍ଲା  
କଣ୍ଡରା ଗ୍ରାମର ନଦୀ ଭିତରେ ଫସିଥିବା ଚାରି ଜଣଙ୍କୁ ଉଦ୍ଧାର କଲା ପ୍ରଶାସନ   30-Jul-2026
  ଜିଲ୍ଲା  
ବଲାଙ୍ଗିର ଜିଲ୍ଲା କାରାଗାରରେ ସ୍ୱାସ୍ଥ୍ୟ ଶିବିର   30-Jul-2026
  ଜିଲ୍ଲା  
ବନ୍ୟାଞ୍ଚଳ ପରିଦର୍ଶନ କରି ବନ୍ୟା ପରିସ୍ଥିତି ସମୀକ୍ଷା କଲେ ରାଜସ୍ୱ ମନ୍ତ୍ରୀ   30-Jul-2026
  ଜିଲ୍ଲା  
ସୋନପୁର ପୈ।ର ପ୍ରଶାସନର ଜୋର ଜବରଦସ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ର ଖୋଲାଖୋଲି ଉଲଂଘନ! ଗରିବ ଦୋକାନୀ ହନ୍ତସନ୍ତ   30-Jul-2026
  ଜିଲ୍ଲା  
ଆମ ଗହଣରେ ଆଉନାହାନ୍ତି ପିପି ଏକାଡେମୀ ର ପୂର୍ବତନ ପ୍ରଧାନ ଶିକ୍ଷକ ବାଙ୍କା ବିହାରୀ ପଣ୍ଡା   30-Jul-2026
  ଜିଲ୍ଲା  
ଧର୍ମେନ୍ଦ୍ର ଙ୍କୁ ନେଇ ରୋହିତ ଙ୍କ ବୟାନ କୁ ନେଇ ବିଜେପି ର ପ୍ରତିକ୍ରିୟା *ରୋହିତ ଙ୍କ ବୟାନ "ସୈତାନ ର ବେଦ ପାଠ ଭଳି"* - ନାଉରୀ   30-Jul-2026
  ରାଜ୍ୟ  
ରେଡକ୍ରସ ତାଲିମ ଶିବିରରେ ମେଗା ରକ୍ତଦାନ ଶିବିର, ୭୨ ୟୁନିଟ୍ ରକ୍ତ ସଂଗ୍ରହ   29-Jul-2026
  ଜିଲ୍ଲା  
କୁସୁମୀ ରାମଲୀଳା ପଡ଼ିଆରେ ଶ୍ରୀରାମ ମନ୍ଦିର ନିର୍ମାଣ ପାଇଁ ଭୂମୀ ପରୀକ୍ଷା   29-Jul-2026
  ରାଜ୍ୟ  
ରାଜ୍ୟରେ ବନ୍ୟା ପରିସ୍ଥିତି ନିୟନ୍ତ୍ରଣାଧୀନ ; ଜନସାଧାରଣଙ୍କ ସୁରକ୍ଷା ରାଜ୍ୟସରକାରଙ୍କ ପ୍ରାଥମିକତା   29-Jul-2026
  ଜିଲ୍ଲା  
ଗୁରୁ ପୁର୍ଣିମା ଦିବସ ପାଳିତ   29-Jul-2026

You Might Also Like